ବାଙ୍କିରୁ ଆଠଗଡ଼, କୋଣାର୍କରୁ ପାରାଦୀପ । ସବୁ ଅଞ୍ଚଳରେ ଏବେ ବି ମହାନଦୀର ଶାଖାନଦୀ ଗୁଡ଼ିକର ବଢ଼ି ପାଣି କମୁନଥିବାରୁ ବିପନ୍ନଙ୍କ ପିଛା ଛାଡୁନି ଦୁର୍ଦ୍ଦଶା ।
SRCଙ୍କ ସୂଚନା ଅନୁଯାୟୀ, ଚଳିତ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ବନ୍ୟା ପ୍ଲାବିତ ଅଞ୍ଚଳରୁ ୫ଟି ସାପ କାମୁଡ଼ା ମାମଲା ସାମ୍ନାକୁ ଆସିଲାଣି ।C
ବନ୍ୟାବେଳେ ଲଘୁଚାପ ବର୍ଷାକୁ ନେଇ ବଢୁଛି ଚିନ୍ତା । ୨୦ ତାରିଖରେ ଓଡ଼ିଶା ଓ ଛତିଶଗଡ଼କୁ ଦିଆଯାଇଛି ଅରେଞ୍ଜ ଓ୍ୱାର୍ଣ୍ଣିଂ ।
କମୁଛି ମହାନଦୀ ଜଳସ୍ତର । ହୀରାକୁଦକୁ ଜଳ ପ୍ରବେଶ କମିବା ପରେ କମୁଛି ଜଳସ୍ତର । ତଥାପି କଟକ, ଜଗତ୍ସିଂହପୁର, ପୁରୀ, କେନ୍ଦ୍ରାପଡ଼ାରେ ସ୍ଥିତି ସଂଗୀନ ।
ଘାଇ ମୁହଁରୁ ବିପନ୍ନଙ୍କୁ ବଞ୍ଚାଇବାକୁ ଚାଲିଛି ଉଦ୍ୟମ । ବନ୍ୟା ବିପନ୍ନଙ୍କୁ ଉଦ୍ଧାର କରୁଛି ଅଗ୍ନିଣମ ବାହିନୀ ।
ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ମାଗିଛନ୍ତି ସୋ-କଜ୍ ନୋଟିସ । କୋକିଂ କୋଲ୍ ଚାଲାଣକୁ ନେଇ କାରଣ ଦର୍ଶାଅ ନୋଟିସ୍ ।
ତେଲିଆ ମାଛକୁ ୩ ଲକ୍ଷ ୧୦ ଟଙ୍କାରେ କଲେ ବିକ୍ରି । କୋଲକାତାର ଏକ କମ୍ପାନି ମାଛକୁ କିଣିଲା ।
ଋଣଭାର ବଢିବା ପରେ ନିଲାମ ନୋଟିସ ମାରିଲା ବ୍ୟାଙ୍କ । କିଛି ଅଂଶ ବନ୍ଦ କରିବାକୁ ନୋଟିସ ମାରିଛି ବ୍ୟାଙ୍କ ।
ଜଗତସିଂହପୁରର ୬ ବର୍ଷିୟ ପୁଅର କିଡ୍ନୀ ଦାନ କରିଥିଲେ ପରିବାର । ୬ ବର୍ଷିୟ ପୁଅ କିଡ୍ନୀରେ ବଞ୍ଚିଗଲା ଘରୋଇ ହସ୍ପିଟାଲ୍ ରୋଗୀଙ୍କ ଜୀବନ ।
ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ତାଙ୍କ ଗର୍ଲଫ୍ରେଣ୍ଡ୍ ଆଣିଥିବା ସେକ୍ସ ରାକେଟ୍ କାରବାର ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ କରିପାରେ। ଜଗତସିଂହପୁର ଏସ୍ପି ଘଟଣାର ତଦନ୍ତ ଲାଗି କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଛନ୍ତି।
ସୂତା ଖିଅରେ ଝୁଲିଛି ସୂତାକଳର ଭାଗ୍ୟ । ୧୯୯୯ ମସିହା ପରଠାରୁ ବନ୍ଦ ହୋଇଗଲାଣି କାମ । ଋଣ ଭାର ୪ କୋଟି ଉପରେ । କାରଖାନା ଖୋଲିବାକୁ ବାରମ୍ବାର ଦାବି କରୁଛନ୍ତି ଲୋକେ । ହେଲେ ସରକାରଙ୍କ ଆନ୍ତରିକତା ନଥଖିବାରୁ ଅନ୍ଧାରରେ ୧୨ ଶ୍ରମିକଙ୍କ ଭବିଷ୍ୟତ।
ମାଆଙ୍କ ନାଁରେ ଶେଷ ଚିଠି ଲେଖି ସେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।
ମୋବାଇଲ ଗେମ୍ରେ ଲକ୍ଷାଧିକ ଟଙ୍କା ହରାଇ ଜୀବନ ହାରିଦେଲେ ଯୁବକ ।
ପାରାଦୀପ ଅଞ୍ଚଳରେ ପୁଣି ଅମାନବୀୟ କାଣ୍ଡ । କିଛିଦିନ ପୂର୍ବରୁ ସାମାନ୍ୟ କାରଣରୁ ଘଟିଥିଲା ସମାନ ଘଟଣା ।
ପ୍ରେମିକାଙ୍କ ଅଭିଯୋଗ ଆଧାରରେ ମାମଲା ରୁଜୁ, ପୋଲିସର ତଦନ୍ତ । ଅଭିଯୋଗ ଖଣ୍ଡନ କଲେ ତିର୍ତ୍ତୋଲ ବିଧାୟକ, ଘେରିଲେ ବିରୋଧୀ ।
ଆହୁରି ୬୦ ଦିନ ବାକି ଅଛି, ଭଲ ସମୟ ଦେଖି ବାହା ହେବାକୁ ତାଙ୍କୁ କହିଥିଲେ ବିଜୟଶଙ୍କର ।
ବାହା ହେବାକୁ କହି ଆସିଲେନି ବିଜେଡି ବିଧାୟକ ବିଜୟ ଶଙ୍କର ଦାସ। ତେଣୁ ହୋଇପାରିଲା ନାହିଁ କୋର୍ଟ ମ୍ୟାରେଜ। ବିଜୟ ଶଙ୍କର ନ ଆସିବାରୁ ଜଗତସିଂହପୁର ଥାନାରେ ଏତଲା କଲେ ପ୍ରେମିକା ସୋମାଲିକା ।
ଆହୁରି ୬୦ ଦିନ ବାକି ରହିଛି ବୋଲି କହିଲେ ବିଧାୟକ ବିଜୟ । ଆଜି ବିବାହ ପଞ୍ଜୀକରଣ ନେଇ ତାଙ୍କୁ କେହି କିଛି କହିନାହାନ୍ତି କହିଲେ ବିଜୟ ।
କିଲୋ ପିଛା ୨୩ ହଜାର ଟଙ୍କାରେ ବିକ୍ରି ହେଲା ତେଲିଆ ବୋରେଇ ମାଛ...
IPC ଦଫା ୪୬୫, ୪୬୬, ୪୭୧, ୧୭୧-G ଏବଂ ୩୪ ରେ କାଗଜପତ୍ର ଜାଲିଆତି ଭଳି ସଙ୍ଗୀନ ଅଭିଯୋଗ ଲାଗିଛି ।
ବିଭିନ୍ନ ସଂଗଠନର ପ୍ରତିନିଧି ଆଜି ଢିଙ୍କିଆରେ ଜେଏସଡବ୍ଲୁର ପ୍ରସ୍ତାବିତ ପ୍ରକଳ୍ପ ଅଂଚଳ ଗସ୍ତ କରିବା ବେଳେ ସେମାନଙ୍କ ପ୍ରବେଶକୁ ଲୋକେ ବିରୋଧ କରିଥିଲେ ।
ଅନ୍ତର୍ଦେଶୀୟ ଜଳମାର୍ଗ ପରିଯୋଜନା ଅନ୍ତର୍ଗତ ଏହି ଜେଟ୍ଟି ନିର୍ମାଣରେ ପ୍ରାଥମିକ ପର୍ଯ୍ୟାୟରେ ଇଫକୋ ସାର କାରଖାନା ୧୦ କୋଟି ଟଙ୍କା ବ୍ୟୟ କରିଛି ।
ଧାନ ମଣ୍ଡିକି ନଯାଉଣୁ ମଣ୍ଡି ବନ୍ଦ । ମେସେଜ ଆସିଥିଲା, ଆଉ ଦିନ ଧାର୍ଯ୍ୟ ବି ହୋଇଥିଲା । ହେଲେ ଚାଷୀ ଧାନ ବିକ୍ରି ଲାଗିି ମଣ୍ଡିକୁ ଗଲା ବେଳକୁ ବନ୍ଦ । ଏଭଳି ସମସ୍ୟାରେ ପଡିଛନ୍ତି କଟକ ଜିଲ୍ଲା ନିଆଳି ଓ କଣ୍ଟାପଡା ବ୍ଲକ ସହ ଖୋର୍ଦ୍ଧା ଜିଲ୍ଲା ବାଲିପାଟଣା ବ୍ଲକ ଅଞ୍ଚଳର ଚାଷୀ ।
ପାରାଦୀପ ପଥୁରିଆ ନିକଟ ମହାନଦୀ କୂଳରେ ଗାଧୋଇବାକୁ ସକାଳୁ ପହଁଚିଥିଲେ ପଥୁରିଆ ଗାଁର ଚାରି ଜଣ ଛାତ୍ର । ଦୁଇ ଜଣ ଉପରେ ଥିବା ବେଳେ ପାଣିକୁ ଓହ୍ଲାଇଥିଲେ ଦୁଇ ସମ୍ପର୍କୀୟ ଭାଇ ଅଭିଜିତ୍ ଏବଂ ରାଜୀବ ଲୋଚନ ।