ପାରାଦୀପରେ ଆଜି ସମୁଦ୍ର ଜଳରେ କୌଣସି କେମିକାଲ୍ ମିଶିଯାଇଥିବା ସୂଚନା ମିଳିଛି। ଫଳରେ ସମୁଦ୍ର ପାଣିର ରଙ୍ଗ ମଧ୍ୟ ବଦଳି ଯାଇଛି।
ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ଘରେ ଘରେ.. ଗାଁ ଗାଁରେ ସମସ୍ତଙ୍କର ପ୍ରିୟ ସୁବାସ ସାର୍ । ଶିକ୍ଷକତା ପାଇଁ ରାଜ୍ୟ ପୁରସ୍କାର ପାଇଥିଲେ, ଏବେ ପୁଣି ଥରେ ରାଷ୍ଟ୍ରପତି ପୁରସ୍କାର ପାଇବେ । ଚାରିଆଡୁ ଛୁଟୁଛି ପ୍ରଶଂସାର ସୁଅ।
ଯୌତୁକ ପାଇଁ ବୋହୂକୁ ଅକଥନୀୟ ନିର୍ଯାତନା ! ଗରମ ତାୱାରେ ଚେଙ୍କ, ବେକରେ ଶିଳପୁଆ ଥୋଇ ହତ୍ୟା ଉଦ୍ୟମ ଅଭିଯୋଗ । ଅଧ୍ୟାପିକା ଶାଶୁ ଓ ସ୍ୱାମୀଙ୍କ ବିରୋଧରେ ଥାନାରେ ଏତାଲା । ବନ୍ଧା ହେଲେ ଶାଶୁ ଓ ସ୍ୱାମୀ । ଏଭଳି ଏକ ସଙ୍ଗୀନ ଅଭିଯୋଗ ମାମଲାରେ ଗତକାଲି ଜଗତସିଂହପୁର ଉଗ୍ରତାରା କଲୋନୀରୁ ।
ତିନି ହାତିଆ ଟିଣଘରେ ଗୋଟିଏ ଛାତ ତଳେ ରହିଆସୁଛନ୍ତି ଦୃଷ୍ଟିଶକ୍ତି ବାଧିତ ଦୁଇବନ୍ଧୁ ସୁଲୋଚନା ଜେନା ଓ ସାଧବାଣୀ ସାହୁ। ସଂପର୍କ ରକ୍ତର ନୁହେଁ, ହେଲେ ଦୁଇ ଭଉଣୀଠୁ କିଛି କମ୍ ବି ନୁହେଁ।
ଏପଟେ ଆଠଗଡରେ ବି ଶହ ଶହ ଏକର ଜମିରେ ଉଜୁଡି ଯାଇଛି ପନିପରିବା ଫସଲ। ବିଲରେ ଏବେବି ଭର୍ତ୍ତି ହୋଇ ରହିଛି ବନ୍ୟା ପାଣି।
ଭଦ୍ରକ ଆଖୁଆପଦାରେ ବୈତରଣୀ ନଦୀର ଜଳସ୍ତର ଖସିଥିଲେ ବି ଅନେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ପ୍ରଭାବିତ ହୋଇଛି ଧାମନଗର, ଭଣ୍ଡାରୀପୋଖରୀ, ତିହିଡ଼ି, ଚାନ୍ଦବାଲି ବ୍ଲକ। ବନ୍ୟାରେ ନିଖୋଜ ଧାମନଗର ବ୍ଲକର ଜଣେ ନାବାଳକ ଓ ଜଣେ ବୃଦ୍ଧାଙ୍କ ମୃତଦେହ ମିଳିଥିବାବେଳେ ଭଣ୍ଡାରୀପୋଖରୀ ବ୍ଲକରେ ଆଉ ଜଣଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
ବୁଡ଼ି ଯାଇଛି ଚାଷ ଜମି, ଚାରିଆଡ଼େ ଏବେ ଖାଲି ପାଣି ଆଉ ପାଣି। ଯେଉଁଠି କିଛି ଦିନ ତଳେ ଧାନ ରୋଇଥିଲେ, ଆଜି ଉଜୁଡ଼ି ଯାଇଥିବା କେଣ୍ଡାକୁ ଧରି ବସିଛନ୍ତି ଚାଷୀ।
ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅତି ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ପରବର୍ତ୍ତୀ ଦୁଇ ଦିନ ପାଇଁ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗିର, ସମ୍ବଲପୁର, ନୂଆପଡ଼ା, ନବରଙ୍ଗପୁର, ବରଗଡ଼ ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।
ଲଘୁଚାପ ପାଇଁ ଆଜି ସକାଳ ସାଢେ ୮ଟା ସୁଦ୍ଧା ୨୦ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଂଜ, ଯାଜପୁର, ବଲାଙ୍ଗିର ଏବଂ ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
ସାଧାରଣ ନିର୍ବାଚନକୁ ଆଉ କମ୍ ସମୟ ଥିବାରୁ ବିଜେଡି ପାଇଁ ଦଳରେ ବିଦ୍ରୋହ ଏବେ ସବୁଠାରୁ ବଡ଼ ଚିନ୍ତା ହୋଇଛି। ଏହାକୁ ଠିକ୍ ରେ ମ୍ୟାନେଜ୍ କରିନପାରିଲେ ଦଳ ପାଇଁ ବଡ଼ ସମସ୍ୟା ଦେଖାଦେବ।
ମାଆକୁ ମାଡ ମାରିବାରୁ ବାପାକୁ ବିରୋଧ କରୁଥିଲା ପୁଅ । ବାପାର ତେଣ୍ଟା ମାଡରେ ପୁଅର ମୃତ୍ୟୁ ।
ଜ୍ୟୋତିଙ୍କୁ ନେଇ ଏବେ ବିଜେଡି ଦଳରେ କମ୍ପନ । ପ୍ରଶାନ୍ତ ମୁଦୁଲିଙ୍କୁ ଦାୟୀ କଲେ ବିଧାୟକ ସମ୍ବିତ ରାଉତରାୟ ।
ବିଜେଡିରେ କେଁ । ପ୍ରଶାନ୍ତଙ୍କୁ ଦୋଷ ଦେଲେ ସମ୍ବିତ । ଜଗତସିଂହପୁର ଜିଲ୍ଲା ବିଜେଡି ଉପସଭାପତି ପଦକୁ ନେଇ ବଢ଼ିଲା ବିବାଦ । ଟିଟୋ ସହଯୋଗୀ ଜ୍ୟୋତିକାନ୍ତ ପରିଡ଼ା ଓରଫ ବାପୁଙ୍କୁ ନେଇ ବିବାଦ ଆରମ୍ଭ ହୋଇଛି ।
ପାଣିଭାର ପାଇଁ ଦୁଇ ଜଣ କାଉଡ଼ିଆ ବୁଡ଼ମାରିବା ବେଳେ ବୁଡ଼ି ଯାଇଥିଲେ । ସ୍ଥାନୀୟ ଲୋକ ଏହା ଦେଖିବା ପରେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ।
ଜଗତସିଂହପୁର ଜିଲ୍ଲା ଦେଇ ଯାଇଥିବା ମାଛଗାଁ କେନାଲର ଦୁଇଟି ସ୍ଥାନରେ ଘାଇ ସୃଷ୍ଟି ହୋଇଛି।
ଘର ଘରକୁ ପାନୀୟଜଳ ଯୋଗାଇ ଦେବାକୁ ପ୍ରଶାସନ ତିଆରି କଲା ପାଣି ଟାଙ୍କି । ହେଲେ ଏବେ ସେହି ପାଣି ଟାଙ୍କି ହିଁ ଲୋକଙ୍କ ଜୀବନକୁ ବିପଦରେ ପକାଇ ଦେଇଛି । ଯଦି କେତେବେଳେ ନଈ ବନ୍ଧ ଭାଙ୍ଗେ ତେବେ...
ସ୍କୁଲ ଯାଉଥିଲେ କିନ୍ତୁ ଖେଳରେ ବିଶେଷ ରୁଚି ଥିଲା..ପଡିଆରୁ ବାପାଙ୍କଠାରୁ ମାଡ ଖାଉଥିଲେ, ରାତିରାତି ମାଆ ଘରେ ବସି ବୁଝାଉଥିଲେ । ଖେଳ ପ୍ରତି ଥିବା ଭଲପାଇବା କେବେ କମିନଥିଲା । ଆଜି ଖେଳ ପାଇଁ ପୂରା ଦେଶରେ ତାଙ୍କୁ ନେଇ ବଢିଲାଣି ଚର୍ଚ୍ଚା
ମନ୍ଦିରର ମଝି ଦେଉଳ ଓ ଗର୍ଭଗୃହ ମଧ୍ୟକୁ ମୋବାଇଲ ନେବା ମନା କରାଯାଇଛି ।
ଗତ କିଛି ଦିନ ହେଲା ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ହେଲେ ଏହାରି ଭିତରେ ପୁଣି ଥରେ ବର୍ଷା ହେବା ସମ୍ଭାବନା ରହିଛି।
5T ସଚିବଙ୍କୁ ବିରୋଧୀଙ୍କ ଘନ ଘନ ଆକ୍ରମଣ ଓ କେନ୍ଦ୍ରର ଚିଠି ଆଧାରରେ ତାଙ୍କୁ ଚାକିରିକୁ ସସପେଣ୍ଡ କିମ୍ବା ବହିଷ୍କାର କରିବାକୁ ଦାବି ଜୋର୍ ଧରିବା ପରେ ଅକଳରେ ପଡ଼ିଛି ବିଜେଡି।
ଜଗତସିଂହପୁର, ରାହାମା, କୁଜଙ୍ଗ, ପାରାଦୀପରେ 5T ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତକୁ ବିରୋଧ କରାଯାଇଛି ।
୧୦ ବର୍ଷ ତଳେ ଏକ ପାନୀୟ ଜଳ ପ୍ରକଳ୍ପ ପ୍ରତିଷ୍ଠା ହୋଇଥିଲା। କିଛି ବର୍ଷ ଠିକ୍ ଠାକ୍ ଚାଲିବା ପରେ ଏବେ ସଂପୂର୍ଣ୍ଣ ଅଚଳ।
ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସେପଟେ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଟ୍ୱିନ୍ ସିଟିରେ ବର୍ଷା ଲାଗି ରହିବ।