• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Jatani

Naba Das
ରି-ଓପନ୍‌ ହେବ ଫାଇଲ ! ୩ ବହୁଚର୍ଚ୍ଚିତ ହତ୍ୟାକାଣ୍ଡର ହେବ ପର୍ଦ୍ଦାଫାସ୍...

ମନ୍ତ୍ରୀ ନବ ଦାସ, ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାର ହେବ ପୁନଃ ତଦନ୍ତ । ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାର ପୁନଃ ତଦନ୍ତ ନେଇ ଆଇନମନ୍ତ୍ରୀଙ୍କ ସୂଚନା ।

House Problem
ମିଳୁନି ସରକାରୀ ସୁବିଧା, ପୋଲ ତଳେ ବିତୁଛି ଜୀବନ

ବର୍ଷା ହେଉ କି ଖରା ଏମାନେ କାଟନ୍ତି ଏଇଠି ଜୀବନ ।

Vigilance Raid
ଜେଲ୍ ଗଲେ ଜଟଣୀର ଯନ୍ତ୍ରୀ ମାଡାମ୍, ପାରାଦୀପ ଇଲିସି ଓ ବାଳକାଟୀ ଖାସି ପାଇଁ କରୁଥିଲେ ଡିମାଣ୍ଡ

ସପ୍ତାହ ଭିତରେ ଭିଜିଲାନ୍ସ ଜାଲରେ ପଡିଲେଣି ତିନି ତିନି ଜଣ ବଡ଼ ବାବୁ। ପ୍ରଥମେ ଲୋୟର ସୁକତେଲ ପ୍ରକଳ୍ପ ମୁଖ୍ୟ ଯନ୍ତ୍ରୀ ସୁନୀଲ କୁମାର ରାଉତ, ପରେ ଅବକାରୀ ଯୁଗ୍ମ କମିଶନର ରାମଚନ୍ଦ୍ର ମିଶ୍ର ଏବଂ ଏବେ ପାଳି ପଡିଛି ଜଟଣୀ ବ୍ଲକ୍ ସହକାରୀ ଯନ୍ତ୍ରୀ ନିବେଦିତା ମହାନ୍ତିଙ୍କର।

planting trees
ଗ୍ରୀନ୍‌ ମ୍ୟାନ୍‌ ଦିନବନ୍ଧୁ: ୫୦ ବର୍ଷ ଧରି ଲଗାଉଛନ୍ତି ଗଛ...

ପେଶା ତାଙ୍କର ଚାଷ, ହେଲେ ନିଶା ହେଉଛି ବୃକ୍ଷ ରୋପଣ । ପିଲାଟି ଦିନରୁ ଦୀନବନ୍ଧୁଙ୍କର ବୃକ୍ଷପ୍ରତି ଅହେତୁକ ଭଲପାଇବା ପାଇଁ ଆଜି ସେ ଗ୍ରୀନ ମ୍ୟାନ ନାଁରେ ବେଶ୍‌ ପରିଚିତ ହୋଇଛନ୍ତି । 

Sura Routray
ପକାଇଲା ଛେପ ଢ଼ୋକିଲେ ସୁର; ବିଜେଡି ମଞ୍ଚରେ ଚଢ଼ିଲେ, ପାଣ୍ଡିଆନଙ୍କୁ ସ୍ୱାଗତ କଲେ !

ଏବେ ଯେମିତି ସୁରଙ୍କର ସେହି କଥା ପାଇକ ପୁଅର ନୁହେଁ ବରଂ ପାଣିର ଗାର ପରି ଦୃଶ୍ୟମାନ ହୋଇଛି । ବାରମ୍ବାର ନୀତି, ନୈତିକତା ଓ ଜଣେ ଶୃଙ୍ଖଳିତ କର୍ମୀ ବୋଲି କହି ଆସୁଥିବା ସୁର ଆଜି ପୁତ୍ର ମୋହରେ ଯେମିତି ଅନ୍ଧ ହୋଇଯାଇଛନ୍ତି ।

Odisha Election 2024 MLA MP candidate list
ଆରମ୍ଭ ହୋଇଯାଇଛି ନିର୍ବାଚନ ଯୁଦ୍ଧ; କିଏ କେଉଁ ଦଳରୁ ଲଢୁଛନ୍ତି ଜାଣିବା ପାଇଁ ଦେଖନ୍ତୁ

ପୂରା ଓଡ଼ିଶାରେ କିଏ କେଉଁ ଦଳରୁ ପ୍ରାର୍ଥୀ ହୋଇଛନ୍ତି ତାହା ଜାଣିବାକୁ ଅନେକଙ୍କ ଆଗ୍ରହ ଥାଏ। ଆପଣ ଯଦି ଓଡ଼ିଶାର ବିଧାନସଭା ଓ ଲୋକସଭା ପ୍ରାର୍ଥୀଙ୍କୁ ଜାଣିବାକୁ ଚାହୁଁଛନ୍ତି ତେବେ ଦେଖନ୍ତୁ।

Odisha Election
ଓଡ଼ିଶା ନିର୍ବାଚନ ୨୦୨୪: ଆପଣ ଜଣେ ଭୋଟର୍ କି...ଜାଣନ୍ତୁ କେତେବେଳେ କେଉଁଠି ଭୋଟ୍

ଗାଁ ଗହଳି, ସହର ବଜାର ସବୁଠି ଏବେ ଗୋଟିଏ ଚର୍ଚ୍ଚା...। ଆସିଯାଇଛି ନିର୍ବାଚନ...ଭାରତୀୟ ଗଣତନ୍ତ୍ରର ସବୁଠୁ ବଡ଼ ପର୍ବ । କାହା ହାତକୁ ଯିବ ଶାସନ ଭାର...କିଏ ହେବେ ଆପଣଙ୍କ ସୁଖ ଦୁଃଖର ସାଥୀ। ଓଡ଼ିଶାରେ କେବେ ଆଉ କେଉଁଠି ହେଉଛି ନିର୍ବାଚନ। ଆପଣଙ୍କ ଅଞ୍ଚଳରେ କେବେ ହେଉଛି ଭୋଟ୍। ଏସବୁର ଟିକିନିଖି ଖବର ଜାଣିବାକୁ ପଢ଼ନ୍ତୁ...

Jatani Politics
ଏଥର ରୋଚକ ହେବ ଜଟଣୀ ପଲିଟିକ୍ସ, ୩ ଦଳର ପ୍ରାର୍ଥୀଙ୍କୁ ଟକ୍କର ଦେବେ ସ୍ୱାଧୀନ ପ୍ରାର୍ଥୀ

ପ୍ରଚାରରେ କମ୍ପୁଛି ଜଟଣୀ ମଇଦାନ। ସମର୍ଥକଙ୍କୁ ଧରି ଚଳାଇଛନ୍ତି କ୍ୟାମ୍ପେନ୍ । ଶକ୍ତି ପ୍ରଦର୍ଶନ କରୁଛନ୍ତି ଜାତୀୟ ଓ ଆଞ୍ଚଳିକ ଦଳର ପ୍ରାର୍ଥୀ । କିନ୍ତୁ ଦୌଡ଼ର ପଛରେ ପଡ଼ି ନାହାଁନ୍ତି ସ୍ୱାଧୀନ ପ୍ରାର୍ଥୀ ।

Aparajita Sarangi
ସଭାରୁ ଅପରାଜିତାଙ୍କ ଗର୍ଜନ; ମିଶନ ଶକ୍ତି ମହିଳାଙ୍କୁ ହଜାରେ ନୁହେଁ ଦିଅ ୧୫ ଲକ୍ଷ

ଯଦି ମହିଳାଙ୍କ ପ୍ରତି ଏତେ ଦରଦ ତେବେ ଜଣିକିଆ ୧୫ ଲକ୍ଷ ଦିଅନ୍ତୁ ବୋଲି ଅପରାଜିତା କହିବା ସହ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି । ଖାଲି ଏତିକି ନୁହେଁ, ଅପରାଜିତା ତାଙ୍କ ପ୍ରତିକ୍ରିୟାରେ ଆହୁରି କହିଛନ୍ତି ଯେ, ଯଦି ପ୍ରତି ମହିଳାଙ୍କୁ ୧୫ ଲକ୍ଷ ଦିଅନ୍ତି ତେବେ ମୁଁ କହିବି ତାଙ୍କୁ ଭୋଟ ଦିଅ ।

Odisha Politics
ପାଣ୍ଡିଆନଙ୍କ ଅନ୍ଧ ଉପାଖ୍ୟାନର କଡ଼ା ଜବାବ ରଖିଲେ ବିଜେପି-କଂଗ୍ରେସ

ବିଭିନ୍ନ ସ୍ଥାନରେ 5T ସ୍କୁଲ ରୂପାନ୍ତରଣକୁ ନେଇ ଅସନ୍ତୋଷ । ନିମ୍ନମାନର ନିର୍ମାଣ କାମକୁ ନେଇ ଆସିଲା ଅଭିଯୋଗ । 

Tumours
ପେଟରେ ବଢ଼ୁଥିଲା ଟ୍ୟୁମର୍‌, ଡାକ୍ତର ଦେଉଥିଲେ ଆଇରନ୍‌ ବଟିକା

ଡାକ୍ତର ଯଦି ଠିକରେ ରୋଗ ଚିହ୍ନି ନପାରିବେ ଓ ଭୁଲ୍ ଔଷଧ ଦେବେ ତାହେଲେ କହିବା କାହାକୁ । ଯନ୍ତ୍ରଣାରେ ଛଟପଟ ହେଉଛନ୍ତି ଦିବ୍ୟାଙ୍ଗ ମହିଳା । କ’ଣ କରିବେ କୁଆଡ଼େ ନେବେ, ପରିବାର ଲୋକେ ବାଉଳା ହେଉଛନ୍ତି ।

Crackers
ବାଣ ବେପାରୀ ହତାଶ ! ବାତ୍ୟା ଭୟକୁ ଚଢ଼ା ଦର, ଦୋକାନ ମୁହଁ ମାଡ଼ୁ ନାହାନ୍ତି ଗ୍ରାହକ

ବାଣ ବଜାର ଉପରେ ବାତ୍ୟା ଓ ବର୍ଷା ଆଶଙ୍କାର ପ୍ରଭାବ । ବାତ୍ୟା ଭୟ ଯୋଗୁଁ ମାନ୍ଦା ପଡ଼ିଛି ବାଣ ବ୍ୟବସାୟ ।

Ganesh Puja
ଟ୍ୱିନ୍‌ ସିଟିରେ ୫୦ ଫୁଟ୍‌ର ଗଜାନନ, ମୁଖ୍ୟ ଆକର୍ଷଣ ମୁମ୍ବାଇର ଲାଲ୍‌ବାଗରାଜା ଗଣେଶ

ଟ୍ୱିନ୍ ସିଟି ସାଙ୍ଗକୁ ଜଟଣୀ ଓ ତାଳଚେରରେ ବ୍ୟାପକ ଆୟୋଜନ । ଅଗ୍ରପୂଜ୍ୟଙ୍କ ଆଗମନରେ ଉତ୍ସବମୁଖର ପୁରପଲ୍ଲୀ । ୧୨ ଦିନିଆ ମହୋତ୍ସବକୁ ନେଇ ଉଠୁଛୁ ପଡ଼ୁଛି ମୁମ୍ବାଇ ।

Petrol From Plastic
ପ୍ଲାଷ୍ଟିକ୍‌ ଆବର୍ଜନାକୁ ଅଢ଼େଇ ଘଣ୍ଟା ତରଳାଇଲେ ବାହାରୁଛି ପେଟ୍ରୋଲ ! ଦେଖନ୍ତୁ ଭିଡିଓ..

ଆପଣ ଭାବୁଥିବେ ସେ କ’ଣ ଏମିତି କଲେ କି ? ଯେଉଁଥିରେ ପେଟ୍ରୋଲ ସମସ୍ୟା ଦୂର ହୋଇଯିବ । ଆଜ୍ଞା ହଁ ଅଜୟ ଏମିତି କିଛି କାମ କରିଛନ୍ତି । ଯାହା ଆପଣଙ୍କୁ ଆଶ୍ଚର୍ଯ୍ୟ କରିବ ।