ଦୁର୍ଗାପୂଜା ଅବସରରେ ଗତକାଲି ସପ୍ତମୀ ପାଇଁ ସହରର ରାଜନଗର ଠାରେ କଳାକାରଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି ସମୟରେ କଣ୍ଠଶିଳ୍ପୀ ମୂରଲି ମହାପାତ୍ର ଗୀତ ଗାଇବା ପାଇଁ ଷ୍ଟେଜ୍ ଆସିଥିଲେ।
ଛାତ୍ର ଜଣକ ପରୀକ୍ଷା ଦେଇ ଘରକୁ ଫେରିଥିଲେ। ଏହାପରେ ତାଙ୍କ ମୃତଦେହ ଛାତ ଉପରେ ପଡ଼ିଥିବା ଦେଖିବାକୁ ମିଳିଥିଲା।
ରାଜ୍ୟରେ କେମିତି ବଞ୍ଚିଛି ଆମ ଆଦିଭାଷା ସଂସ୍କୃତ ? କେମିତି ବଂଚିଛି ସଂସ୍କୃତ ବିଦ୍ୟାଳୟ ? ଜୟପୁର ସହରର ବିଦ୍ୟାଭୂଷଣ ନଗରରେ ଥିବା ସର୍ବପୁରାତନ ସ୍କୁଲ ମହାରାଜା ସଂସ୍କୃତ ବିଦ୍ୟାଳୟରେ ଏବେ ଅଷ୍ଟମରୁ ଦଶମ ଶ୍ରେଣୀ ଯାଏଁ ଉପସ୍ଥାନ ଖାତାକୁ ଦେଖିଲେ ଆଶ୍ଚର୍ଯ୍ୟ ହେବେ ।
ଯାହାଙ୍କ ପାଇଁ ନିଜେ ଅଣ୍ଟା ସଳଖି ଚାଲିବା କାଠିକର ପାଠ, ସେମାନଙ୍କ ପିଠିରେ ଏବେ ଚିନ୍ତାର ପାହାଡ଼ । ଚିନ୍ତା ପେଟକୁ ନେଇ ଆଉ ତାଠୁ ବଳି ପୁଅକୁ ନେଇ ।
ଦିବ୍ୟାଙ୍ଗ ହୋଇଥିଲେ ମଧ୍ୟ ତାଙ୍କ ଆଗରେ ଶାରୀରିକ ଅକ୍ଷମତା ଫିକା ପଡ଼ିଛି। ଫୁଟବଲ୍ କହିଲେ ତାଙ୍କ ଜୀବନ। ଫୁଟବଲ ଖେଳିବାକୁ ପ୍ରତିଦିନ ସକାଳୁ ସେ ଦୌଡ଼ି ଆସନ୍ତି।
ଧରାପଡ଼ିଲା ଚାଉଳ ଓଜନ ପରେ ସତ । ବେଧଡ଼କ୍ ଚାଲିଛି ମଧ୍ୟାହ୍ନ ଭୋଜନ ଚାଉଳ ହରିଲୁଟ୍ । ଉପଜିଲ୍ଲାପାଳ କହିଲେ ଯୋଗାଣ ବିଭାଗକୁ ମାଗିବୁ ରିପୋର୍ଟ ।
ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ରକୁ ନେଇ ନିରାଶ ଶିକ୍ଷାବିତ୍ । ରୂପାନ୍ତରୀକରଣ କାଯର୍ୟକ୍ରମରେ ଖୁବଶୀଘ୍ର ସୁଧାର ଆସିବ: ଗଣଶିକ୍ଷା ମନ୍ତ୍ରୀ
ପରିଣତ ବୟସରେ ପହଞ୍ଚିଛନ୍ତି ଡି. ଶୁଭଲକ୍ଷ୍ମୀ। ଯେଉଁ ବୟସରେ ଅନ୍ୟ କେହି ଶାଯ୍ୟାଶାୟୀ ହୋଇଥାନ୍ତି ତ ଆଉ କେହି ଘରେ ବସି ପୁଅ ବୋହୂଙ୍କ ସେବା ଶୁଶ୍ରୁଷା ପାଉଥାନ୍ତି ସେହି ବୟସରେ ସେ କରୁଛନ୍ତି ପୁଅ ଓ ସ୍ୱାମୀଙ୍କର ସେବା। ଦିନେ ବି ଥକି ପଡି ନାହାନ୍ତି। ତେବେ ଆସନ୍ତୁ ଜାଣିବା ସେହି ମା’ର କାହାଣୀ…
ପାପଡ଼ାହାଣ୍ଡି ବ୍ଲକରେ ବିଭିନ୍ନ ଦୂର୍ନୀତିମୂଳକ କାର୍ଯ୍ୟ ଅଭିଯୋଗ ଆଣି କଂଗ୍ରେସ ପକ୍ଷରୁ ଧାରଣା ଦିଆଯାଇଥିଲା ।
କଂଗ୍ରେସ ବିଧାୟକ ଦଳ ମୁଖ୍ୟ ସଚେତକ ପଦରୁ ସେ ଇସ୍ତଫା ଦେଇଥିବା ନେଇ ସ୍ପଷ୍ଟ କରିଛନ୍ତି ।
ମିଶନ ଶକ୍ତି ଦ୍ୱାରା ର୍ନିମାଣ ହୋଇଥିବା ପ୍ରକଳ୍ପ ପରିଦର୍ଶନ କରିଛନ୍ତି ଉଷା ପାଢ଼ୀ ।
ରାଜ୍ୟ କଂଗ୍ରେସରେ ଅନ୍ତଃକନ୍ଦଳ ଥମିବାର ନାଁ ଧରୁନି । ସିଧାସଳଖ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ତାରା ପ୍ରସାଦ ବାହିନୀପତି ।