• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Jharsuguda

Naba Das
ଓଡ଼ିଶା ଇତିହାସରେ କଳଙ୍କ, ସାରା ରାଜ୍ୟରେ ଚାଞ୍ଚଲ୍ୟ ! ବର୍ଦ୍ଦିରେ ଥାଇ ମନ୍ତ୍ରୀଙ୍କୁ ଗୁଳି କଲେ ପୋଲିସ୍ ASI 

ଖୋଦ୍ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ପୋଲିସ କର୍ମଚାରୀଙ୍କ ଗୁଳି । ଘଟଣାର ନିନ୍ଦା କରିବା ସହ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ।

Naba Das Killed
ମନ୍ତ୍ରୀଙ୍କୁ ଗୁଳିମାଡ଼ ନେଇ ରାଜ୍ୟ ସାରା ହଇଚଇ, ବିନ୍ଦୁ ବିସର୍ଗ ବି ଜାଣିପାରିଲାନି ଗୋଇନ୍ଦା ବିଭାଗ ?

ନବଙ୍କ ସହ ପୂର୍ବ ଶତ୍ରୁତା ନା ରହିଛି ଅନ୍ୟ କିଛି ରହସ୍ୟ ? କାହିଁକି ଏତେ ବଡ଼ ଦୁଃସାହସ କଲେ ASI ଗୋପାଳ ?

Naba Das
ଶେଷରେ ଜୀବନ ସଂଗ୍ରାମରେ ହାରିଗଲେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ଗୁଳି ମାଡ଼ରେ ଉଡ଼ିଗଲା ପ୍ରାଣବାୟୁ

ପୂର୍ବରୁ ପୋଲିସ କେବେ ବି ନେତାଙ୍କୁ ଗୁଳି କରି ହତ୍ୟା କରିଥିବା ନଜିର ନାହିଁ ।

Naba Das
ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ପୋଲିସ ASI ଗୋପାଳ କିଏ ? ଆସନ୍ତୁ ଜାଣିବା...

ଆଜି ଡ୍ୟୁଟିରେ ଥିବା ବେଳେ ଏଭଳି କାଣ୍ଡ ଭିଆଇଛନ୍ତି ଗୋପାଳ ।

Watch Video: Police ASI shot at Odisha health minister Naba Das
Video: ସ୍ୱାଗତ ପାଇଁ ପାଛୋଟି ନେବା ବେଳେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି, ସାମ୍ନାକୁ ଆସିଲା ଛାତିଥରା ଦୃଶ୍ୟ...

ଗୁଳିମାଡ଼ରେ ମନ୍ତ୍ରୀ ନବ ଦାସଙ୍କ ସମେତ ଆଉ ଜଣେ ବ୍ୟକ୍ତି ଆହତ ହୋଇଥିବା ସୂଚନା ମିଳିଛି। ଗୁଳିମାଡ଼ ବେଳର ଛାତିଥରା ଦୃଶ୍ୟ ଏବେ ସାମ୍ନାକୁ ଆସିଛି।

Police ASI Firing To Health Minister Naba Das Says Brajrajnagar SDPO
‘ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଛି ପୋଲିସ୍‌’

ମନ୍ତ୍ରୀ ନବ ଦାସଙ୍କୁ କିଏ ଗୁଳିମାଡ଼ କରିଛି ତାହା ଜଣାପଡ଼ିଛି। ଜଣେ ପୋଲିସ ମନ୍ତ୍ରୀଙ୍କୁ ଗୁଳି କରିଛନ୍ତି। 

Firing To Minister Naba Das
ମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଝାରସୁଗୁଡ଼ା ଜିଲ୍ଲା ଗାନ୍ଧି ଛକରେ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ।

Naba Das
ନବ ଦାସଙ୍କ ଉପରେ ପଡ଼ିଛି କି ସଂକଟ ? ରକ୍ଷା ପାଇଁ ଶନିଙ୍କୁ ଦେଲେ ୨ କେଜିର ସୁନା କଳସ !

୧୭ ଶହ ଗ୍ରାମ ସୁନା ଓ ୫ କେଜି ରୁପାରେ ନିର୍ମିତ କଳସ । ମାତ୍ର ୧୦ଲକ୍ଷ ଦାନ ଦେଇଛି କହିଲେ ନବ ଦାସ ।

Independent India’s first MLA from Odisha turns centenarian
ଶହେ ବର୍ଷରେ ପାଦ ଥାପିଲେ ସ୍ୱାଧୀନ ଭାରତର ପ୍ରଥମ ନିର୍ବାଚନ ଲଢ଼ିଥିବା ଝାରସୁଗୁଡ଼ାର ମକରଧ୍ୱଜ ପ୍ରଧାନ

ନିଜ ସମୟର ଓ ଏବେକାର ରାଜନୀତିକୁ ତୁଳନା କରି ନିରାଶ ହୋଇପଡ଼ନ୍ତି ମକରଧ୍ୱଜ।

Hockey
ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି !

ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ଛୁଟି ।

Coldwave Conditions Very Likely Over Some Districts of Odisha During Next 2 Days
ଆହୁରି ୨ ଦିନ ଥରାଇବ ଶୀତ, ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ

ଆହୁରି ୨ ଦିନ ପର୍ଯ୍ୟନ୍ତ ଜାଡ କୋପ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାତି ଓ ପାହାନ୍ତା ସମୟରେ ଘରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି। 

Cold Wave
ପାରଦ ଖସୁଛି, ଆଗକୁ ୧୩ ଜିଲ୍ଲାରେ କଲବଲ କରିବ କୁହୁଡ଼ି !

ଆସନ୍ତା ୨ରୁ ୩ ଦିନ ଯାଏ ପାଗ ଶୁଖିଲା ରହିବା ସହ ପାଣିପାଗରେ ପରିବର୍ତ୍ତନ ନଥିବା କହିଛି ପାଣିପାଗ କେନ୍ଦ୍ର ।

Duplicate Medicine
ଟଙ୍କା ଲୋଭ ବାୟା କରିଛି ! ଲୋକଙ୍କ ଜୀବନକୁ ତ୍ୱଚ୍ଛ ଭାବୁଛନ୍ତି ମେଡିସିନ୍‌ ମାଫିଆ

ଆଲକେମ୍ ଭଳି ପ୍ରତିଷ୍ଠିତ ବ୍ରାଣ୍ଡର ନକଲି ମେଡିସିନ କେମିତି ଓ କେଉଁଠୁ ବଜାରକୁ ଆସିଲା, ସେନେଇ ଖୋଳତାଡ଼ ଜାରି ରହିଛି । ନକଲି ମେଡିସିନ୍ ପଛରେ ବିଭାଗୀୟ ଅଧିକାରୀଙ୍କ ସଂପୃକ୍ତି ଥାଇପାରେ ବୋଲି ସନ୍ଦେହ କରୁଛନ୍ତି ଡ୍ରଗ୍ସ କଣ୍ଟ୍ରୋଲର ।

Elephant Attack
ଭାଗ୍ୟର ବିଡ଼ମ୍ବନା ! ବାପା, ମାଙ୍କ ଆଖି ଆଗରେ ଦୁଇ ପୁଅଙ୍କୁ ଦଳିଦେଲା ହାତୀ

ପୁଅଙ୍କୁ ରକ୍ଷାକରିବାକୁ ଯାଇ ମା ଗୁରୁତର, ବାପା ବି ଆହତ ।

 Train Derails
ମାଲବାହୀ ଟ୍ରେନ୍‌ର ୪ ବଗି ଲାଇନଚ୍ୟୁତ

ଲାଇନଚ୍ୟୁତ ହେବାରୁ ସେହି ରୁଟ ଦେଇ ଚଳାଚଳ କରୁଥିବା କିଛି ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। 

Employees struggle to make ends meet after closure of many industries
ସେପଟେ ଉଜୁଡ଼ୁଛି ଶିଳ୍ପ, ଏପଟେ ଶିଳ୍ପାୟନ ଚିନ୍ତା

ଗୋଟିଏପଟେ ଶିଳ୍ପାୟନକୁ ତ୍ୱରାନ୍ୱିତ କରିବା ସହ ପୁଞ୍ଜି ନିବେଶ ପାଇଁ ଅନ୍ୟ ରାଜ୍ୟକୁ ମୁଖ୍ୟମନ୍ତ୍ରୀ ଗସ୍ତ କରୁଛନ୍ତି, ଅନ୍ୟପଟେ ରାଜ୍ୟରେ ଅନେକ ଶିଳ୍ପରେ ତାଲା ଝୁଲୁଛି। ଫଳରେ ହଜାର ହଜାର କର୍ମଚାରୀଙ୍କ ଜୀବନ ଜୀବିକା ଏବେ ସଙ୍କଟରେ।

IMD predicts heavy rainfall in 8 Odisha districts
ସ୍ଥଳଭାଗ ମୁହାଁ ଲଘୁଚାପ ! ଆସନ୍ତାକାଲି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Road Accident
ବଡ଼ ଦୁର୍ଘଟଣା ! ବସ୍‌କୁ ପିଟିଲା ହାଇୱା.. ୬ ମୃତ, ୧୦ ଗୁରୁତର

ଘଟଣାସ୍ଥଳନରେ ସାମାନ୍ୟ ଉତ୍ତେଜନା ଦେଖାଯାଇଛି । ଲୋକଙ୍କ ଭିଡ଼ ଜମିଛି ।

K Pop Star
K-pop ଷ୍ଟାର ଗ୍ରୁପ୍‌ରେ ସାମିଲ ହେବା ପରେ ଗାଁ ମାଟିକୁ ଫେରିଲେ ଶ୍ରେୟା ଲେଙ୍କା

 କେ-ପପ୍ ଅର୍ଥାତ୍ କୋରିଆନ୍ ପପ୍ ସଙ୍ଗୀତକୁ ନେଇ ଏବେ ସାରା ବିଶ୍ୱରେ ଯୁବ ପିଢ଼ିଙ୍କ ମଧ୍ୟରେ ଖୁବ୍‌ କ୍ରେଜ୍‌ ରହିଛି । ତେବେ ଏହାରି ଭିତରେ ଓଡ଼ିଶାବାସୀଙ୍କ ପାଇଁ ଗର୍ବର ବିଷୟ ଯେ, ଓଡ଼ିଆ ଝିଅ ଶ୍ରେୟା ଲେଙ୍କା ଏହାର ଏକ ଅଶଂ । କେ-ପପ୍‌ର ନୂଆ ଗ୍ରୁପ୍ ବ୍ଲାକ୍‌ ସ୍ୱାନ୍‌ରେ ସେ ନିଜ ସ୍ଥାନ ସୁରକ୍ଷିତ କରିଛନ୍ତି ।

BJD won in Brajarajnagar
ବ୍ରଜରାଜନଗର ଉପ ନିର୍ବାଚନରେ ବାଜିମାରିଲା ବିଜେଡି

ବ୍ରଜରାଜନଗର ଉପ ନିର୍ବାଚନରେ ବିଜେଡିର ହୋଇଛି ବଡ଼ ବିଜୟ। ଜିନ୍ଦାବାଦ ଧ୍ୱନୀରେ ପ୍ରକମ୍ପିତ ହେଉଛି ସାରା ପରିବେଶ। ଝାରସୁଗୁଡାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ସବୁଠି ବିଜେଡିରେ ଉତ୍ସାହ।

Brajarajnagar Bypoll Results
ବିଜେପି ଓ କଂଗ୍ରେସକୁ ପଛରେ ପକାଇ ବିଜେଡି ଆଗରେ

ବ୍ରଜରାଜନଗରରେ କାହା ହାତକୁ ଯିବ କ୍ଷମତା ? କିଏ ମାରିବେ ବାଜି ? ଲୋକଙ୍କ ଆସ୍ଥା ଜିତିବାରେ କିଏ ହୋଇଛି ସଫଳ ? ରାଜ୍ୟର ଏହି ଚର୍ଚ୍ଚିତ ଓ ହଟ୍ ସିଟ୍‌ରେ ହୋଇଥିବା ଉପନିର୍ବାଚନର ଭୋଟ୍‌ ଗଣତି ଜାରି ରହିଛି।

Brajarajnagar
କିଏ ହେବେ ବ୍ରଜରାଜନଗରର ବାଜିଗର ? କିଏ ସାଜିବେ ଭାଗ୍ୟ ବିଧାତା ? ଆକଳନ କରିବା ମୁସ୍କିଲ୍

ଗଳିକୁ ଗଳି ଯାଇ ପ୍ରଚାର କରୁଛନ୍ତି ତ ଆଉ କିଏ ସଭା ସମିତି କରି ମତଦାତାଙ୍କୁ ଆକର୍ଷିତ କରୁଛନ୍ତି । ସବୁଥର ଭଳି ଏଥର ବି ବହୁ ଆଶା ଦେଖାଉଛନ୍ତି, ଅନେକ ପ୍ରତିଶ୍ରୁତି ଦେଉଛନ୍ତି ।

Brajarajnagar
କିଶୋର ପଟେଲ ହେଲେ ବ୍ରଜରାଜନଗର କଂଗ୍ରେସ ବିଧାୟକ ପ୍ରାର୍ଥୀ

ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ପ୍ରଥମେ ଆଜି ବିଜେଡି ପକ୍ଷରୁ ସ୍ୱର୍ଗତ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଘଷଣା କରାଯାଇଥିଲା ।

Vote
ସରଗରମ ବ୍ରଜରାଜନଗର ରାଜନୀତି ! ଉପନିର୍ବାଚନ ବିଜ୍ଞପ୍ତି ପ୍ରକାଶ, କିଏ ହେବ କେଉଁ ଦଳରୁ ପ୍ରାର୍ଥୀ ?

ଉପନିର୍ବାଚନ ପାଇଁ ଜିଲ୍ଲା ପ୍ରଶାସନର ଜୋରଦାର୍ ପ୍ରସ୍ତୁତି ଚାଲିଛି । ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ତାରିଖ ଘୋଷଣା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ନାମାଙ୍କନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । 

Brajarajnagar By-Poll
BJD ଟିକଟ ରେସ୍‌ରେ ସବୁଠୁ ଆଗରେ ଅଳକା, ନିରାଶ ହେବେ ନବଙ୍କ ଝିଅ ଦିପାଳି !

ବିଜେଡିର ବରିଷ୍ଠ ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ହେବା ପରେ ଏହି ଆସନ ଖାଲି ପଡିଛି । କିଶୋରଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ବିଜେଡି ଏଠି ପ୍ରାର୍ଥୀ କରିବା ସମ୍ଭାବାନ ରହିଛି । ସ୍ୱାସ୍ଥ୍ୟମନ୍ତ୍ରୀ ମନ୍ତ୍ରୀ ନବ ଦାସଙ୍କ ଝିଅ ଦିପାଳିଙ୍କ ନାଁ ବି ଚର୍ଚ୍ଚାରେ ରହିଛି ।