• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Jharsuguda

Kishore Mohanty
ମେ’ ୩୧ରେ ବ୍ରଜରାଜନଗର ଉପନିର୍ବାଚନ

ଗତ ଡିସେମ୍ବର ୩୦ରେ ବରିଷ୍ଠ ବିଜେଡି ନେତା ତଥା ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ ପରେ ସେଠାରେ ଉପନିର୍ବାଚନ ହେବାକୁ ଯାଉଛି ।

Naba Das
ନବଙ୍କ ଘରୁ ମୃତଦେହ ଉଦ୍ଧାର ଘଟଣା, ବଢ଼ୁଛି ସନ୍ଦେହ ! ତରବରିଆ ଭାବେ କାହିଁକି କରାଗଲା ବ୍ୟବଚ୍ଛେଦ ?

ରୋଷେୟା ମୃତ୍ୟୁକୁ ୪ ଦିନ ବିତିଯାଇଥିଲେ ବି ସମସ୍ତେ ନୀରବ ରହୁଥିବାରୁ ଘଟଣା ଆହୁରି ରହସ୍ୟମୟ ଲାଗୁଛି ।

Health Minister Naba Das
ବଢ଼ିଲା ମନ୍ତ୍ରୀ ନବ ଦାସଙ୍କ ଅଡ଼ୁଆ, ଚପିଲାନି ମାମଲା ! ଘରୁ ମୃତଦେହ ଉଦ୍ଧାର ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି

ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଝାରସୁଗୁଡ଼ା ବାସଭଭନରେ କାର୍ଯ୍ୟରତ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଏବେ ରାଜନୀତି ଉଷ୍ମ ହେବାରେ ଲାଗିଛି ।

Jharsuguda Woman Sold In Rajasthan For Rs 1.5 Lakh Rescued, 5 Arrested
ବିବାହିତା ମହିଳାଙ୍କୁ ଦେଢ଼ ଲକ୍ଷରେ କରୁଥିଲେ ବିକ୍ରି; ଧରିଲା ପୋଲିସ

ଜଣେ ବିବାହିତା ମହିଳାଙ୍କୁ ଦେଢ଼ ଲକ୍ଷ ଟଙ୍କାରେ ରାଜସ୍ଥାନରେ ବିକ୍ରି ଅଭିଯୋଗରେ ଝାରସୁଗୁଡ଼ା ପୋଲିସ ୫ ଜଣଙ୍କୁ ଗିରଫ କରିଛି ।

Youth Died In Jharsuguda
‘ପୂଜାପାଠ କରି ପୁଅକୁ ପାଇଥିଲୁ, ଏବେ ଆମ ପୁଅକୁ ଫେରାଇ ଦିଅ ଭଗବାନ’...କାନ୍ଦି କାନ୍ଦି ଗୁହାରି କଲେ ଦମ୍ପତି

ପୂଜାପାଠ କରି ପୁଅକୁ ପାଇଥିଲୁ, ଏବେ ଆମ ପୁଅକୁ ଫେରାଇ ଦିଅ ଭଗବାନ। ମନ୍ଦିର ବାହାରେ ପୁଅର ମୃତଦେହକୁ ବାପା ଜଗି ବସିଥିବା ବେଳେ ମା’ ମନ୍ଦିର ପରିସରରେ ଅଧିଆ ପଡ଼ିଥିଲେ। ପୂଜାପାଠ ପରେ ଭଗବାନଙ୍କ କୃପାରୁ ଯେଉଁ ପୁଅକୁ ସେମାନଙ୍କ କୋଳକୁ ଭଗବାନ ଦେଇଥିଲେ, ଆଜି ଛଡ଼ାଇ ନେଇଛନ୍ତି। 

Anup Sai
ଦିନେ କଂଗ୍ରେସର ବାହୁବଳି ବିଧାୟକ ଥିଲେ, ଏବେ ଜୀବନ ସାରା ରହିବେ ଜେଲ୍‌ରେ

ଉଭୟ ସାକ୍ଷ୍ୟ ଓ ପ୍ରମାଣ ଆଧାରରେ ଅନୁପ ସାଏଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ ।

Dipali Das Vs Alaka Mohanty
ଝାରସୁଗୁଡା ରାଜନୀତି: ଏଥର କିଶୋର-ନବ ଫାଇଟ୍ ନୁହେଁ ! ଅଳକା-ଦୀପାଳି ଲଢ଼େଇ

କିଶୋରଙ୍କ ଗଡ଼ ରଖିବାକୁ ତାଙ୍କ ପତ୍ନୀଙ୍କୁ ଟିକଟ ଦେଇପାରେ ବିଜେଡି । ଦଳର ନିର୍ବାଚନ ପରିଚାଳନା ଷ୍ଟ୍ରାଟେଜି ବି କିଛି ସେମିତି କହୁଛି । ହେଲେ ଏବେ ଆଉ କିଛି ରାଜନୈତିକ ଘଟଣାକୁ ନେଇ ହେଲାଣି ନୂଆ ସମୀକରଣ ।

Diarrhoea Outbreak In Jharsuguda Village
ହଇଜା ଆତଙ୍କ: ଜଣେ ମୃତ, ୯ ଗୁରୁତର

ଝାରସୁଗୁଡ଼ା ଜିଲ୍ଲାରେ ହଇଜା ଆତଙ୍କ ଦେଖା ଦେଇଛି। ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜଣକର ମୃତ୍ୟୁ ଘଟି ଥିବାବେଳେ ୯ ଜଣ ଅସୁସ୍ଥ ଅନୁଭବ କରିବାରୁ ସେମାନଙ୍କୁ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

Rain
ଅଦିନିଆ ବର୍ଷା ଆଣିଦେଲା ଚାଷୀ ଆଖିରେ ଲୁହ, କୁଆପଥର ମାଡ଼ରେ ଭାଙ୍ଗିଲାଣି ଚାଷୀଙ୍କ ମେରୁଦଣ୍ଡ

ସବୁ ଜିଲ୍ଲାର ଚାଷୀ ଅମଳ ପରେ ବିକ୍ରି ପାଇଁ ମଣ୍ଡିର ଖୋଲା ଆକାଶ ତଳେ ଧାନ ପକାଇ ରଖିଥିବା ବେଳେ ବହୁ ସ୍ଥାନରେ ସାଇତା ଧାନକୁ ଭିଜାଇ ଦେଇଛି ବର୍ଷା ।

son killed mom After She Refuses To Cook Egg Curry
ଅଣ୍ତା ରୋଷେଇ ନ କରିବାରୁ ମା’କୁ ହାଣିଲା ପୁଅ

ଅଣ୍ତା ତରକାରୀକୁ ନେଇ ହତ୍ୟାକାଣ୍ତ । ମାଆ ଅଣ୍ଡା ତରକାରୀ କରି ନ ଦେବାରୁ ଧାରୁଆ ଅସ୍ତ୍ରରେ ମା’କୁ ଆକ୍ରମଣ କରି ମାରି ଦେଲା ପୁଅ ।

Jharsuguda
ଝାରସୁଗୁଡ଼ାରୁ ଆଉ କିଛି ରୁଟକୁ ଚାଲିପାରେ ବିମାନ

ଦିନ ଗୋଟାଏରେ କାର୍ଯ୍ୟକ୍ରମ ଆରମ୍ଭ ହୋଇ ୪ଟା ପର୍ଯ୍ୟନ୍ତ ଚାଲିବ। ଉଡ଼ାନ ଦିବସ ପାଳନ ଅବସରରେ କେନ୍ଦ୍ର ମନ୍ତ୍ରୀ ଝାରସୁଗୁଡ଼ାରୁ ଆଉ କିଛି ରୁଟକୁ ବିମାନ ଚଳାଚଳ କିମ୍ବା ବିମାନ ବନ୍ଦର ବିକାଶ ଦିଗରେ ଆଉ କିଛି ଘୋଷଣା କରିପାରନ୍ତି।

Zilla Parishad
ସଂରକ୍ଷଣ ତାଲିକାକୁ ନେଇ ତୀବ୍ର ହେଉଛି ପ୍ରତିବାଦ, ସରକାର କେମିତି କରିବେ ସମାଧାନ ?

ବରଗଡ଼ରୁ ନବରଙ୍ଗପୁର, ଝାରସୁଗୁଡ଼ାରୁ କୋରାପୁଟ । ପଂଚାୟତ ନିର୍ବାଚନ ପାଇଁ ପ୍ରକାଶିତ ସଂରକ୍ଷଣ ଚିଠା ତାଲିକାକୁ ନେଇ ଜୋରଦାର ପ୍ରତିବାଦ । ସବୁ ଜିଲ୍ଲାରେ ଦାଖଲ ହୋଇଛି ପୁଳାପୁଳା ଅଭିଯୋଗ ।

Woman & Her Two Minor Daughters Found Dead
ଘର ଭିତରୁ ମିଳିଲା ମା’ ଓ ୨ ଝିଅଙ୍କ ମୃତଦେହ

ଘର ଭିତରୁ ମିଳିଲା ମା’ ଓ ୨ ଝିଅଙ୍କ ମୃତଦେହ। ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। ସମ୍ପୃକ୍ତ ମହିଳାଙ୍କ ସ୍ୱାମୀ ଫେରାର ଅଛନ୍ତି।

Heavy Rainfall Alert In Odisha
ଆଜି ୧୪ ଜିଲ୍ଲାରେ ପ୍ରବଳ ବର୍ଷିପାରେ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବ ଏବେ ବି ସକ୍ରିୟ ରହିଛି। ଗତ ୬ ଘଣ୍ଟାରେ ଏହା ଘଣ୍ଟା ପ୍ରତି ୨୧ କି.ମି. ବେଗରେ ଗତି କରୁଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ବର୍ତ୍ତମାନ ଏହା ଝାରସୁଗୁଡ଼ା ଠାରୁ ୫୦ କି.ମି. ଓ ଛତିଶଗଡ଼ରୁ ୧୩୦ କି.ମି. ଦୂରରେ ଅଛି।

odisha
ମିଛ ରିପୋର୍ଟ ଦେଇ ସସପେଣ୍ଡ୍ ହେଲେ ରାଜସ୍ୱ ନୀରିକ୍ଷକ

ସସପେଣ୍ଡ୍ ହେଲେ ରାଜସ୍ୱ ନୀରିକ୍ଷକ । ମିଛ ରିପୋର୍ଟ ଦେଇଥିବାରୁ ଝାରସୁଗୁଡ଼ା ଜିଲ୍ଲା ସମାସିଂହା ରାଜସ୍ୱ ନିରୀକ୍ଷକ ଜଗଦୀଶ ସାହୁଙ୍କୁ ନିଲମ୍ବିତ କରିଛନ୍ତି ଜିଲ୍ଲାପାଳ ।

Jharsuguda
ବୃକ୍ଷରୋପଣ ନାଁରେ ଟଙ୍କା ହେରଫେର ଅଭିଯୋଗ : କାମ କରିନଥିବା କିଛି ଶ୍ରମିକଙ୍କ ଆକାଉଣ୍ଟରେ ଟଙ୍କା ଜମା ପରେ ଉଠାଣ

ଝାରସୁଗୁଡ଼ା ଜିଲ୍ଲା ବାଗଡିହି ଫରେଷ୍ଟ ରେଂଜ ଅଧୀନ ତାଲମୁଣ୍ଡା ଗାଁରେ ଭିଏସ୍ଏସ୍ ଆନୁକୂଲ୍ୟରେ ହୋଇଥିବା ବୃକ୍ଷରୋପଣରେ ଟଙ୍କା ହେରଫେର ଅଭିଯୋଗ ।