କଥାରେ ଅଛି, ଯାହାକୁ ରଖିବେ ଅନନ୍ତ, କି କରିପାରେ ବଳବନ୍ତ । ଏହି ଉକ୍ତିଟି ବାସ୍ତବରେ ପରିଣତ ହୋଇଛି, ଛତିଶଗଡ଼ର ଜଣେ ମାନସିକ ଅନଗ୍ରସର ମହିଳାଙ୍କ କ୍ଷେତ୍ରରେ ।
ରାସ୍ତା କଡ଼, ବିଲବାଡ଼ିରେ ଗଦା ହୋଇଛି ପାଉଁଶ । ନିର୍ଦ୍ଧାରିତ ଡମ୍ପିଂ ସ୍ଥାନରେ ପାଉଁଶ ପଡୁନଥିବା ଅଭିଯୋଗ ।
ଭ୍ରମଣର ସୁଖଦ ଅନୁଭବ ପାଇଁ ବୁଲିବାକୁ ଯାଇ ଶେଷରେ ଶବ ହୋଇ ଫେରିବା ଭଳି କରୁଣ ପରିସ୍ଥିତି। କେରଳର ୱାୟନାଡ୍ ଯାଇଥିବା ଓଡ଼ିଶାର ଦୁଇ ଡାକ୍ତର ବନ୍ଧୁ ପ୍ରଳୟଙ୍କରୀ ଭୂସ୍ଖଳନ ବିପର୍ଯ୍ୟୟର ଶିକାର ହେବା ପରେ ଏବେ ଜଣଙ୍କର ମୃତ ଦେହ ଉଦ୍ଧାର ହୋଇଛି, ଅନ୍ୟ ଜଣେ ନିଖୋଜ ଅଛନ୍ତି।
ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଦୀପାଳି ଦାସ । ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ଫଳାଫଳକୁ ଚାଲେଞ୍ଜ କରି ହାଇକୋର୍ଟ ପହଞ୍ଚିଛନ୍ତି ବିଜେଡିର ପୂର୍ବତନ ବିଧାୟିକା ଦୀପାଳି ଦାସ ।
ସାରା ରାଜ୍ୟରେ ଜାରି ବର୍ଷା । ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଜାରି ରହିଛି ବର୍ଷା । ଆଗାମୀ ୩ ଦିନ ଧରି ରାଜ୍ୟର ସମସ୍ତ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଜାରି ରହିବ ବର୍ଷା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ଆଗାମୀ ୫ ଦିନ ଯାଏଁ ସମାନ ସ୍ଥିତି ରହିପାରେ ।
ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ।
ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାରୁ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଝାରସୁଗୁଡ଼ାରେ ନିର୍ବାଚନ କମିଶନରଙ୍କ ତତ୍ତ୍ୱାବଧାନରେ ଏକ ଇଞ୍ଜିନିୟରିଂ ଟିମ୍ର ଉପସ୍ଥିତିରେ ୧୩ଟି ବୁଥ୍ରେ, ୧୩ ସେଟ୍ ଇଭିଏମ୍ ଓ ଭିଭିପାଟ୍ ଯାଞ୍ଚ କରାଯିବ ।
ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକୁ ୩ ଦିନ ଯାଏଁ ଗୁଳୁଗୁଳିରୁ ନିସ୍ତାର ନାହିଁ । ୩ ଦିନ ଯାଏଁ ପ୍ରବଳ ଗୁଳୁଗୁଳି ଜାରି ରହିବ ବୋଲି ପୂର୍ବାନୁମାନ । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଆଶ୍ବସ୍ତି ଆଣିବ ବର୍ଷା ।
ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ତାତି ସାଙ୍ଗକୁ ଝଡ଼ ତୋଫାନ ସତର୍କତା । ଆଗାମୀ ୩ ଦିନ ଯାଏ ରାଜ୍ୟରେ ୨ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ପାଇବ ଦିନ ତାପମାତ୍ରା । ଗରମ ସହ ଗୁଳୁଗୁଳିରେ ବି ସନ୍ତୁଳି ହେବେ ରାଜ୍ୟବାସୀ ।
ଆସନ୍ତା ୩ରୁ ୪ଦିନ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ । ପ୍ରଥମେ ଦକ୍ଷିଣ ଓଡ଼ିଶାକୁ ପ୍ରବେଶ କରିବ । ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।
ଝାରସୁଗୁଡ଼ା ବିଧାନସଭାରେ ବିଜେପି ବିଜୟୀ । ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ବିଜୟୀ ହେଲେ । ତାଙ୍କ ବିପକ୍ଷରେ ଛିଡ଼ା ହୋଇଥିଲେ ନବ ଦାସଙ୍କ ଝିଅ ଦୀପାଳି ।
ପୁରୀ ବିଧାନସଭାରେ ବିଜେପି ପ୍ରାର୍ଥୀ ଜୟନ୍ତ ଷଡ଼ଙ୍ଗୀ ଆଗୁଆ ଥିବା ବେଳେ ବରଗଡ଼ ଲୋକସଭା ଆସନରେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଗୁଆ ଅଛନ୍ତି। ଭୋଗରାଇ ବିଧାନସଭାରେ କଂଗ୍ରେସ ଆଗୁଆ ରହିଛି।
ନେତାଙ୍କ ଛାତି ଧଡ଼ଧଡ଼। ଧିରେ ଧିରେ ଖୋଲୁଛି ଇଭିଏମ୍ ପେଡି। ଫଇସଲା
ରାଜ୍ୟରେ ଏବେ ମୃତ୍ୟୁର ଖେଳ ଖେଳୁଛି ଗ୍ରୀଷ୍ମ ପ୍ରବାହ । ଘରୁ ଗୋଡ଼ କାଢ଼ିଲେ ସତେଯେମିତି ଭିଡ଼ି ନେଉଛି ମରଣର କୋରଡ଼କୁ ।
ଦିଲ୍ଲୀରେ ଆଜି ଦିନ ସାଢ଼େ ୨ଟା ସୁଦ୍ଧା ତାପମାତ୍ରା ୫୨.୯ ଡିଗ୍ରୀରେ ପହଞ୍ଚିଥିବା ବେଳେ ନାଗପୁରରେ ୫୬ ଡିଗ୍ରୀ ପହଞ୍ଚିଛି । ଏଠାରେ ସତେ ଯେମିତି ଆକାଶରୁ ନିଆଁ ବର୍ଷୁଛି । ଅତି ଜରୁରୀ ନଥିଲେ ଲୋକେ ଘରୁ ଗୋଡ଼ କାଢ଼ିବାକୁ ଅମଙ୍ଗ ହେଉଛନ୍ତି । ଏମିତିକି ଏକ ପ୍ରକାର ଡରୁଛନ୍ତି । କାରଣ ଖରାରେ ସନ୍ସ୍ଟ୍ରୋକ୍ର ମାତ୍ରା ବି ବଢ଼ିବାରେ ଲାଗିଛି ।
ବଢ଼ିବାରେ ଲାଗିଛି ରାଜ୍ୟରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା । ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଉରକେଲା RGHରେ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଛି ।
ଅସହ୍ୟ ତାତିରେ ଜଳୁଛି ଓଡ଼ିଶା। ବିଶେଷ ଭାବେ ପଶ୍ଚିମ ଓଡ଼ିଶାରେ ଅଧିକ ତାତି ଅନୁଭୂତ ହେଉଛି। ଗତକାଲି୪୭ ଡିଗ୍ରୀ ଛୁଇଁଥିଲା ଝାରସୁଗୁଡ଼ାର ପାରଦ।
ଆଜି ସକାଳ ସାଢ଼େ ୮ଟାରେ ୩୯ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ଟିଟିଲାଗଡ଼ରେ ୩୮, ବଲାଙ୍ଗିର ୩୭.୪, ସୋନପୁର ଓ ଝାରସୁଗୁଡ଼ା ୩୬.୬, ହୀରାକୁଦରେ ୩୬.୪, ସମ୍ବଲପୁରରେ ୩୬.୨ ଓ ବୌଦ୍ଧରେ ୩୬ ଡିଗ୍ରୀ ତାତି ରେକର୍ଡ ହୋଇଛି।
ଯେବେ ଗରିବ ଝିଅଟିଏ ସଫଳତା ପାଏ, ପରିବାରରେ ଖେଳିଯାଏ ଖୁସିର ଲହରୀ । ଦୁଃଖ ଭିତରେ ଫୁଟି ଉଠେ ହସ । ସମସ୍ତେ ଝିଅଟିକୁ ବେଶ୍ ବାହାବାହା କରନ୍ତି । ଗରିବ ବାପା ଫଳ ବିକନ୍ତି ।
ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ୍ ରେଜଲ୍ଟ । ଏଥର ପାସ୍ ହାର ରହିଛି ୯୬.୦୭ ପ୍ରତିଶତ, ଯାହାକି ଗତବର୍ଷର ପାସ୍ ହାରଠାରୁ ସାମାନ୍ୟ କମ୍ । ତେବେ ପୁଅଙ୍କ ତୁଳନାରେ ଆଗରେ ରହିଛନ୍ତି ଝିଅ ।
ପୂରା ଓଡ଼ିଶାରେ କିଏ କେଉଁ ଦଳରୁ ପ୍ରାର୍ଥୀ ହୋଇଛନ୍ତି ତାହା ଜାଣିବାକୁ ଅନେକଙ୍କ ଆଗ୍ରହ ଥାଏ। ଆପଣ ଯଦି ଓଡ଼ିଶାର ବିଧାନସଭା ଓ ଲୋକସଭା ପ୍ରାର୍ଥୀଙ୍କୁ ଜାଣିବାକୁ ଚାହୁଁଛନ୍ତି ତେବେ ଦେଖନ୍ତୁ।
ବାପା ଖେଳିଲା ଜୁଆ, ଉଜାଡ଼ିଦେଲା ସୁଖର ସଂସାର । ନା ଟିକି ଝିଅଟିର ମୁହଁକୁ ସେ ଚାହିଁଲା, ନା ସାତଜନ୍ମର ସାଥୀ ପ୍ରତି ସାମାନ୍ୟ ଦରଦ ଦେଖାଇଲା । ଜୁଆ ଖେଳି ଲକ୍ଷ ଲକ୍ଷ ଟଙ୍କାର ୠଣବୋଝକୁ ସହିନପାରି ଶେଷରେ ୧୨ ବର୍ଷର ଝିଅ ସହ ପତ୍ନୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ ।
ଗାଁ ଗହଳି, ସହର ବଜାର ସବୁଠି ଏବେ ଗୋଟିଏ ଚର୍ଚ୍ଚା...। ଆସିଯାଇଛି ନିର୍ବାଚନ...ଭାରତୀୟ ଗଣତନ୍ତ୍ରର ସବୁଠୁ ବଡ଼ ପର୍ବ । କାହା ହାତକୁ ଯିବ ଶାସନ ଭାର...କିଏ ହେବେ ଆପଣଙ୍କ ସୁଖ ଦୁଃଖର ସାଥୀ। ଓଡ଼ିଶାରେ କେବେ ଆଉ କେଉଁଠି ହେଉଛି ନିର୍ବାଚନ। ଆପଣଙ୍କ ଅଞ୍ଚଳରେ କେବେ ହେଉଛି ଭୋଟ୍। ଏସବୁର ଟିକିନିଖି ଖବର ଜାଣିବାକୁ ପଢ଼ନ୍ତୁ...