ନିଜ ସମୟର ଓ ଏବେକାର ରାଜନୀତିକୁ ତୁଳନା କରି ନିରାଶ ହୋଇପଡ଼ନ୍ତି ମକରଧ୍ୱଜ।
ଆହୁରି ୨ ଦିନ ପର୍ଯ୍ୟନ୍ତ ଜାଡ କୋପ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାତି ଓ ପାହାନ୍ତା ସମୟରେ ଘରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
ଆସନ୍ତା ୨ରୁ ୩ ଦିନ ଯାଏ ପାଗ ଶୁଖିଲା ରହିବା ସହ ପାଣିପାଗରେ ପରିବର୍ତ୍ତନ ନଥିବା କହିଛି ପାଣିପାଗ କେନ୍ଦ୍ର ।
ଆଲକେମ୍ ଭଳି ପ୍ରତିଷ୍ଠିତ ବ୍ରାଣ୍ଡର ନକଲି ମେଡିସିନ କେମିତି ଓ କେଉଁଠୁ ବଜାରକୁ ଆସିଲା, ସେନେଇ ଖୋଳତାଡ଼ ଜାରି ରହିଛି । ନକଲି ମେଡିସିନ୍ ପଛରେ ବିଭାଗୀୟ ଅଧିକାରୀଙ୍କ ସଂପୃକ୍ତି ଥାଇପାରେ ବୋଲି ସନ୍ଦେହ କରୁଛନ୍ତି ଡ୍ରଗ୍ସ କଣ୍ଟ୍ରୋଲର ।
ପୁଅଙ୍କୁ ରକ୍ଷାକରିବାକୁ ଯାଇ ମା ଗୁରୁତର, ବାପା ବି ଆହତ ।
ଲାଇନଚ୍ୟୁତ ହେବାରୁ ସେହି ରୁଟ ଦେଇ ଚଳାଚଳ କରୁଥିବା କିଛି ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି।
ଗୋଟିଏପଟେ ଶିଳ୍ପାୟନକୁ ତ୍ୱରାନ୍ୱିତ କରିବା ସହ ପୁଞ୍ଜି ନିବେଶ ପାଇଁ ଅନ୍ୟ ରାଜ୍ୟକୁ ମୁଖ୍ୟମନ୍ତ୍ରୀ ଗସ୍ତ କରୁଛନ୍ତି, ଅନ୍ୟପଟେ ରାଜ୍ୟରେ ଅନେକ ଶିଳ୍ପରେ ତାଲା ଝୁଲୁଛି। ଫଳରେ ହଜାର ହଜାର କର୍ମଚାରୀଙ୍କ ଜୀବନ ଜୀବିକା ଏବେ ସଙ୍କଟରେ।
ଆଜି ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ଘଟଣାସ୍ଥଳନରେ ସାମାନ୍ୟ ଉତ୍ତେଜନା ଦେଖାଯାଇଛି । ଲୋକଙ୍କ ଭିଡ଼ ଜମିଛି ।
କେ-ପପ୍ ଅର୍ଥାତ୍ କୋରିଆନ୍ ପପ୍ ସଙ୍ଗୀତକୁ ନେଇ ଏବେ ସାରା ବିଶ୍ୱରେ ଯୁବ ପିଢ଼ିଙ୍କ ମଧ୍ୟରେ ଖୁବ୍ କ୍ରେଜ୍ ରହିଛି । ତେବେ ଏହାରି ଭିତରେ ଓଡ଼ିଶାବାସୀଙ୍କ ପାଇଁ ଗର୍ବର ବିଷୟ ଯେ, ଓଡ଼ିଆ ଝିଅ ଶ୍ରେୟା ଲେଙ୍କା ଏହାର ଏକ ଅଶଂ । କେ-ପପ୍ର ନୂଆ ଗ୍ରୁପ୍ ବ୍ଲାକ୍ ସ୍ୱାନ୍ରେ ସେ ନିଜ ସ୍ଥାନ ସୁରକ୍ଷିତ କରିଛନ୍ତି ।
ବ୍ରଜରାଜନଗର ଉପ ନିର୍ବାଚନରେ ବିଜେଡିର ହୋଇଛି ବଡ଼ ବିଜୟ। ଜିନ୍ଦାବାଦ ଧ୍ୱନୀରେ ପ୍ରକମ୍ପିତ ହେଉଛି ସାରା ପରିବେଶ। ଝାରସୁଗୁଡାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ସବୁଠି ବିଜେଡିରେ ଉତ୍ସାହ।
ବ୍ରଜରାଜନଗରରେ କାହା ହାତକୁ ଯିବ କ୍ଷମତା ? କିଏ ମାରିବେ ବାଜି ? ଲୋକଙ୍କ ଆସ୍ଥା ଜିତିବାରେ କିଏ ହୋଇଛି ସଫଳ ? ରାଜ୍ୟର ଏହି ଚର୍ଚ୍ଚିତ ଓ ହଟ୍ ସିଟ୍ରେ ହୋଇଥିବା ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି।
ଗଳିକୁ ଗଳି ଯାଇ ପ୍ରଚାର କରୁଛନ୍ତି ତ ଆଉ କିଏ ସଭା ସମିତି କରି ମତଦାତାଙ୍କୁ ଆକର୍ଷିତ କରୁଛନ୍ତି । ସବୁଥର ଭଳି ଏଥର ବି ବହୁ ଆଶା ଦେଖାଉଛନ୍ତି, ଅନେକ ପ୍ରତିଶ୍ରୁତି ଦେଉଛନ୍ତି ।
ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ପ୍ରଥମେ ଆଜି ବିଜେଡି ପକ୍ଷରୁ ସ୍ୱର୍ଗତ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ ଘଷଣା କରାଯାଇଥିଲା ।
ଉପନିର୍ବାଚନ ପାଇଁ ଜିଲ୍ଲା ପ୍ରଶାସନର ଜୋରଦାର୍ ପ୍ରସ୍ତୁତି ଚାଲିଛି । ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ତାରିଖ ଘୋଷଣା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ନାମାଙ୍କନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ବିଜେଡିର ବରିଷ୍ଠ ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ହେବା ପରେ ଏହି ଆସନ ଖାଲି ପଡିଛି । କିଶୋରଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ବିଜେଡି ଏଠି ପ୍ରାର୍ଥୀ କରିବା ସମ୍ଭାବାନ ରହିଛି । ସ୍ୱାସ୍ଥ୍ୟମନ୍ତ୍ରୀ ମନ୍ତ୍ରୀ ନବ ଦାସଙ୍କ ଝିଅ ଦିପାଳିଙ୍କ ନାଁ ବି ଚର୍ଚ୍ଚାରେ ରହିଛି ।
ଗତ ଡିସେମ୍ବର ୩୦ରେ ବରିଷ୍ଠ ବିଜେଡି ନେତା ତଥା ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ ପରେ ସେଠାରେ ଉପନିର୍ବାଚନ ହେବାକୁ ଯାଉଛି ।
ରୋଷେୟା ମୃତ୍ୟୁକୁ ୪ ଦିନ ବିତିଯାଇଥିଲେ ବି ସମସ୍ତେ ନୀରବ ରହୁଥିବାରୁ ଘଟଣା ଆହୁରି ରହସ୍ୟମୟ ଲାଗୁଛି ।
ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଝାରସୁଗୁଡ଼ା ବାସଭଭନରେ କାର୍ଯ୍ୟରତ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଏବେ ରାଜନୀତି ଉଷ୍ମ ହେବାରେ ଲାଗିଛି ।
ଜଣେ ବିବାହିତା ମହିଳାଙ୍କୁ ଦେଢ଼ ଲକ୍ଷ ଟଙ୍କାରେ ରାଜସ୍ଥାନରେ ବିକ୍ରି ଅଭିଯୋଗରେ ଝାରସୁଗୁଡ଼ା ପୋଲିସ ୫ ଜଣଙ୍କୁ ଗିରଫ କରିଛି ।
ପୂଜାପାଠ କରି ପୁଅକୁ ପାଇଥିଲୁ, ଏବେ ଆମ ପୁଅକୁ ଫେରାଇ ଦିଅ ଭଗବାନ। ମନ୍ଦିର ବାହାରେ ପୁଅର ମୃତଦେହକୁ ବାପା ଜଗି ବସିଥିବା ବେଳେ ମା’ ମନ୍ଦିର ପରିସରରେ ଅଧିଆ ପଡ଼ିଥିଲେ। ପୂଜାପାଠ ପରେ ଭଗବାନଙ୍କ କୃପାରୁ ଯେଉଁ ପୁଅକୁ ସେମାନଙ୍କ କୋଳକୁ ଭଗବାନ ଦେଇଥିଲେ, ଆଜି ଛଡ଼ାଇ ନେଇଛନ୍ତି।
ଉଭୟ ସାକ୍ଷ୍ୟ ଓ ପ୍ରମାଣ ଆଧାରରେ ଅନୁପ ସାଏଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ ।
କିଶୋରଙ୍କ ଗଡ଼ ରଖିବାକୁ ତାଙ୍କ ପତ୍ନୀଙ୍କୁ ଟିକଟ ଦେଇପାରେ ବିଜେଡି । ଦଳର ନିର୍ବାଚନ ପରିଚାଳନା ଷ୍ଟ୍ରାଟେଜି ବି କିଛି ସେମିତି କହୁଛି । ହେଲେ ଏବେ ଆଉ କିଛି ରାଜନୈତିକ ଘଟଣାକୁ ନେଇ ହେଲାଣି ନୂଆ ସମୀକରଣ ।
ଝାରସୁଗୁଡ଼ା ଜିଲ୍ଲାରେ ହଇଜା ଆତଙ୍କ ଦେଖା ଦେଇଛି। ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜଣକର ମୃତ୍ୟୁ ଘଟି ଥିବାବେଳେ ୯ ଜଣ ଅସୁସ୍ଥ ଅନୁଭବ କରିବାରୁ ସେମାନଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।