ନବଙ୍କ ରବିବାର ଦିନ ଗସ୍ତ ବେଳେ SOP ପାଳନ କରାଯାଇଥିଲା କି ନାହିଁ, ତ୍ରୁଟି କେଉଁଠି ରହିଲା, ତାହା ସାମ୍ନାକୁ ଆସିବା ଜରୁରୀ ।
ଶେଷରେ ଅରୁଣ ବୋଥ୍ରା ଆହୁରି ମଧ୍ୟ କହିଛନ୍ତି ଯେ, ଗୋପାଳ ଦାସ କେବେ ବି ନବ ଦାସଙ୍କ ପିଏସ୍ଓ ଦାୟିତ୍ୱରେ ନଥିଲେ ।
ଝାରସୁଗୁଡ଼ା ଜିଲ୍ଲା ଖେରୁଆଲ ଶ୍ମଶାନରେ ଆଜି ମନ୍ତ୍ରୀ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ନବ ଦାସଙ୍କ ପୁଅ ବିଶାଲ ଦାସ ମୁଖାଗ୍ନି ଦେଇଥିଲେ।
ଖୋଦ୍ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ପୋଲିସ କର୍ମଚାରୀଙ୍କ ଗୁଳି । ଘଟଣାର ନିନ୍ଦା କରିବା ସହ ମୁଖ୍ୟମନ୍ତ୍ରୀଙ୍କ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ।
ନବଙ୍କ ସହ ପୂର୍ବ ଶତ୍ରୁତା ନା ରହିଛି ଅନ୍ୟ କିଛି ରହସ୍ୟ ? କାହିଁକି ଏତେ ବଡ଼ ଦୁଃସାହସ କଲେ ASI ଗୋପାଳ ?
ପୂର୍ବରୁ ପୋଲିସ କେବେ ବି ନେତାଙ୍କୁ ଗୁଳି କରି ହତ୍ୟା କରିଥିବା ନଜିର ନାହିଁ ।
ଆଜି ଡ୍ୟୁଟିରେ ଥିବା ବେଳେ ଏଭଳି କାଣ୍ଡ ଭିଆଇଛନ୍ତି ଗୋପାଳ ।
ଗୁଳିମାଡ଼ରେ ମନ୍ତ୍ରୀ ନବ ଦାସଙ୍କ ସମେତ ଆଉ ଜଣେ ବ୍ୟକ୍ତି ଆହତ ହୋଇଥିବା ସୂଚନା ମିଳିଛି। ଗୁଳିମାଡ଼ ବେଳର ଛାତିଥରା ଦୃଶ୍ୟ ଏବେ ସାମ୍ନାକୁ ଆସିଛି।
ମନ୍ତ୍ରୀ ନବ ଦାସଙ୍କୁ କିଏ ଗୁଳିମାଡ଼ କରିଛି ତାହା ଜଣାପଡ଼ିଛି। ଜଣେ ପୋଲିସ ମନ୍ତ୍ରୀଙ୍କୁ ଗୁଳି କରିଛନ୍ତି।
ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଝାରସୁଗୁଡ଼ା ଜିଲ୍ଲା ଗାନ୍ଧି ଛକରେ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ।
୧୭ ଶହ ଗ୍ରାମ ସୁନା ଓ ୫ କେଜି ରୁପାରେ ନିର୍ମିତ କଳସ । ମାତ୍ର ୧୦ଲକ୍ଷ ଦାନ ଦେଇଛି କହିଲେ ନବ ଦାସ ।
ନିଜ ସମୟର ଓ ଏବେକାର ରାଜନୀତିକୁ ତୁଳନା କରି ନିରାଶ ହୋଇପଡ଼ନ୍ତି ମକରଧ୍ୱଜ।
ଆହୁରି ୨ ଦିନ ପର୍ଯ୍ୟନ୍ତ ଜାଡ କୋପ ଲାଗି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାତି ଓ ପାହାନ୍ତା ସମୟରେ ଘରେ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି।
ଆସନ୍ତା ୨ରୁ ୩ ଦିନ ଯାଏ ପାଗ ଶୁଖିଲା ରହିବା ସହ ପାଣିପାଗରେ ପରିବର୍ତ୍ତନ ନଥିବା କହିଛି ପାଣିପାଗ କେନ୍ଦ୍ର ।
ଆଲକେମ୍ ଭଳି ପ୍ରତିଷ୍ଠିତ ବ୍ରାଣ୍ଡର ନକଲି ମେଡିସିନ କେମିତି ଓ କେଉଁଠୁ ବଜାରକୁ ଆସିଲା, ସେନେଇ ଖୋଳତାଡ଼ ଜାରି ରହିଛି । ନକଲି ମେଡିସିନ୍ ପଛରେ ବିଭାଗୀୟ ଅଧିକାରୀଙ୍କ ସଂପୃକ୍ତି ଥାଇପାରେ ବୋଲି ସନ୍ଦେହ କରୁଛନ୍ତି ଡ୍ରଗ୍ସ କଣ୍ଟ୍ରୋଲର ।
ପୁଅଙ୍କୁ ରକ୍ଷାକରିବାକୁ ଯାଇ ମା ଗୁରୁତର, ବାପା ବି ଆହତ ।
ଲାଇନଚ୍ୟୁତ ହେବାରୁ ସେହି ରୁଟ ଦେଇ ଚଳାଚଳ କରୁଥିବା କିଛି ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି।
ଗୋଟିଏପଟେ ଶିଳ୍ପାୟନକୁ ତ୍ୱରାନ୍ୱିତ କରିବା ସହ ପୁଞ୍ଜି ନିବେଶ ପାଇଁ ଅନ୍ୟ ରାଜ୍ୟକୁ ମୁଖ୍ୟମନ୍ତ୍ରୀ ଗସ୍ତ କରୁଛନ୍ତି, ଅନ୍ୟପଟେ ରାଜ୍ୟରେ ଅନେକ ଶିଳ୍ପରେ ତାଲା ଝୁଲୁଛି। ଫଳରେ ହଜାର ହଜାର କର୍ମଚାରୀଙ୍କ ଜୀବନ ଜୀବିକା ଏବେ ସଙ୍କଟରେ।
ଆଜି ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
ଘଟଣାସ୍ଥଳନରେ ସାମାନ୍ୟ ଉତ୍ତେଜନା ଦେଖାଯାଇଛି । ଲୋକଙ୍କ ଭିଡ଼ ଜମିଛି ।
କେ-ପପ୍ ଅର୍ଥାତ୍ କୋରିଆନ୍ ପପ୍ ସଙ୍ଗୀତକୁ ନେଇ ଏବେ ସାରା ବିଶ୍ୱରେ ଯୁବ ପିଢ଼ିଙ୍କ ମଧ୍ୟରେ ଖୁବ୍ କ୍ରେଜ୍ ରହିଛି । ତେବେ ଏହାରି ଭିତରେ ଓଡ଼ିଶାବାସୀଙ୍କ ପାଇଁ ଗର୍ବର ବିଷୟ ଯେ, ଓଡ଼ିଆ ଝିଅ ଶ୍ରେୟା ଲେଙ୍କା ଏହାର ଏକ ଅଶଂ । କେ-ପପ୍ର ନୂଆ ଗ୍ରୁପ୍ ବ୍ଲାକ୍ ସ୍ୱାନ୍ରେ ସେ ନିଜ ସ୍ଥାନ ସୁରକ୍ଷିତ କରିଛନ୍ତି ।
ବ୍ରଜରାଜନଗର ଉପ ନିର୍ବାଚନରେ ବିଜେଡିର ହୋଇଛି ବଡ଼ ବିଜୟ। ଜିନ୍ଦାବାଦ ଧ୍ୱନୀରେ ପ୍ରକମ୍ପିତ ହେଉଛି ସାରା ପରିବେଶ। ଝାରସୁଗୁଡାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ସବୁଠି ବିଜେଡିରେ ଉତ୍ସାହ।
ବ୍ରଜରାଜନଗରରେ କାହା ହାତକୁ ଯିବ କ୍ଷମତା ? କିଏ ମାରିବେ ବାଜି ? ଲୋକଙ୍କ ଆସ୍ଥା ଜିତିବାରେ କିଏ ହୋଇଛି ସଫଳ ? ରାଜ୍ୟର ଏହି ଚର୍ଚ୍ଚିତ ଓ ହଟ୍ ସିଟ୍ରେ ହୋଇଥିବା ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି।
ଗଳିକୁ ଗଳି ଯାଇ ପ୍ରଚାର କରୁଛନ୍ତି ତ ଆଉ କିଏ ସଭା ସମିତି କରି ମତଦାତାଙ୍କୁ ଆକର୍ଷିତ କରୁଛନ୍ତି । ସବୁଥର ଭଳି ଏଥର ବି ବହୁ ଆଶା ଦେଖାଉଛନ୍ତି, ଅନେକ ପ୍ରତିଶ୍ରୁତି ଦେଉଛନ୍ତି ।