ଉଭୟ ସାକ୍ଷ୍ୟ ଓ ପ୍ରମାଣ ଆଧାରରେ ଅନୁପ ସାଏଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ ।
କିଶୋରଙ୍କ ଗଡ଼ ରଖିବାକୁ ତାଙ୍କ ପତ୍ନୀଙ୍କୁ ଟିକଟ ଦେଇପାରେ ବିଜେଡି । ଦଳର ନିର୍ବାଚନ ପରିଚାଳନା ଷ୍ଟ୍ରାଟେଜି ବି କିଛି ସେମିତି କହୁଛି । ହେଲେ ଏବେ ଆଉ କିଛି ରାଜନୈତିକ ଘଟଣାକୁ ନେଇ ହେଲାଣି ନୂଆ ସମୀକରଣ ।
ଝାରସୁଗୁଡ଼ା ଜିଲ୍ଲାରେ ହଇଜା ଆତଙ୍କ ଦେଖା ଦେଇଛି। ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜଣକର ମୃତ୍ୟୁ ଘଟି ଥିବାବେଳେ ୯ ଜଣ ଅସୁସ୍ଥ ଅନୁଭବ କରିବାରୁ ସେମାନଙ୍କୁ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି।
ସବୁ ଜିଲ୍ଲାର ଚାଷୀ ଅମଳ ପରେ ବିକ୍ରି ପାଇଁ ମଣ୍ଡିର ଖୋଲା ଆକାଶ ତଳେ ଧାନ ପକାଇ ରଖିଥିବା ବେଳେ ବହୁ ସ୍ଥାନରେ ସାଇତା ଧାନକୁ ଭିଜାଇ ଦେଇଛି ବର୍ଷା ।
ଅଣ୍ତା ତରକାରୀକୁ ନେଇ ହତ୍ୟାକାଣ୍ତ । ମାଆ ଅଣ୍ଡା ତରକାରୀ କରି ନ ଦେବାରୁ ଧାରୁଆ ଅସ୍ତ୍ରରେ ମା’କୁ ଆକ୍ରମଣ କରି ମାରି ଦେଲା ପୁଅ ।
ଦିନ ଗୋଟାଏରେ କାର୍ଯ୍ୟକ୍ରମ ଆରମ୍ଭ ହୋଇ ୪ଟା ପର୍ଯ୍ୟନ୍ତ ଚାଲିବ। ଉଡ଼ାନ ଦିବସ ପାଳନ ଅବସରରେ କେନ୍ଦ୍ର ମନ୍ତ୍ରୀ ଝାରସୁଗୁଡ଼ାରୁ ଆଉ କିଛି ରୁଟକୁ ବିମାନ ଚଳାଚଳ କିମ୍ବା ବିମାନ ବନ୍ଦର ବିକାଶ ଦିଗରେ ଆଉ କିଛି ଘୋଷଣା କରିପାରନ୍ତି।
ବରଗଡ଼ରୁ ନବରଙ୍ଗପୁର, ଝାରସୁଗୁଡ଼ାରୁ କୋରାପୁଟ । ପଂଚାୟତ ନିର୍ବାଚନ ପାଇଁ ପ୍ରକାଶିତ ସଂରକ୍ଷଣ ଚିଠା ତାଲିକାକୁ ନେଇ ଜୋରଦାର ପ୍ରତିବାଦ । ସବୁ ଜିଲ୍ଲାରେ ଦାଖଲ ହୋଇଛି ପୁଳାପୁଳା ଅଭିଯୋଗ ।
ଘର ଭିତରୁ ମିଳିଲା ମା’ ଓ ୨ ଝିଅଙ୍କ ମୃତଦେହ। ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ। ସମ୍ପୃକ୍ତ ମହିଳାଙ୍କ ସ୍ୱାମୀ ଫେରାର ଅଛନ୍ତି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବ ଏବେ ବି ସକ୍ରିୟ ରହିଛି। ଗତ ୬ ଘଣ୍ଟାରେ ଏହା ଘଣ୍ଟା ପ୍ରତି ୨୧ କି.ମି. ବେଗରେ ଗତି କରୁଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ବର୍ତ୍ତମାନ ଏହା ଝାରସୁଗୁଡ଼ା ଠାରୁ ୫୦ କି.ମି. ଓ ଛତିଶଗଡ଼ରୁ ୧୩୦ କି.ମି. ଦୂରରେ ଅଛି।
ସସପେଣ୍ଡ୍ ହେଲେ ରାଜସ୍ୱ ନୀରିକ୍ଷକ । ମିଛ ରିପୋର୍ଟ ଦେଇଥିବାରୁ ଝାରସୁଗୁଡ଼ା ଜିଲ୍ଲା ସମାସିଂହା ରାଜସ୍ୱ ନିରୀକ୍ଷକ ଜଗଦୀଶ ସାହୁଙ୍କୁ ନିଲମ୍ବିତ କରିଛନ୍ତି ଜିଲ୍ଲାପାଳ ।
ଝାରସୁଗୁଡ଼ା ଜିଲ୍ଲା ବାଗଡିହି ଫରେଷ୍ଟ ରେଂଜ ଅଧୀନ ତାଲମୁଣ୍ଡା ଗାଁରେ ଭିଏସ୍ଏସ୍ ଆନୁକୂଲ୍ୟରେ ହୋଇଥିବା ବୃକ୍ଷରୋପଣରେ ଟଙ୍କା ହେରଫେର ଅଭିଯୋଗ ।