ପ୍ରଥମ ପର୍ଯ୍ୟାୟରେ ଭୋଟ ପାଇଁ ୭ ହଜାର ୩୦୩ ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ର କରାଯାଇଛି । ୭୧୫ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ବାରା ପରିଚାଳିତ ହେଉଛି।
କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପୁରୀ ଲୋକସଭା ଅନ୍ତର୍ଗତ ରଣପୁର ନିର୍ବାଚନମଣ୍ଡଳୀ ଯାଇ ନିର୍ବାଚନ ପ୍ରଚାର କରିବେ। ଅପରାହ୍ନ ୫ଟାରେ ରଣପୁର ଥାନା ସମ୍ମୁଖ ପଞ୍ଚୁଦୋଳ ପଡିଆରେ ଆୟୋଜିତ ବିଜୟ ସଙ୍କଳ୍ପ ସମାବେଶରେ ଯୋଗ ଦେବେ ରାଜନାଥ।
ଗାଁ ଗହଳି, ସହର ବଜାର ସବୁଠି ଏବେ ଗୋଟିଏ ଚର୍ଚ୍ଚା...। ଆସିଯାଇଛି ନିର୍ବାଚନ...ଭାରତୀୟ ଗଣତନ୍ତ୍ରର ସବୁଠୁ ବଡ଼ ପର୍ବ । କାହା ହାତକୁ ଯିବ ଶାସନ ଭାର...କିଏ ହେବେ ଆପଣଙ୍କ ସୁଖ ଦୁଃଖର ସାଥୀ। ଓଡ଼ିଶାରେ କେବେ ଆଉ କେଉଁଠି ହେଉଛି ନିର୍ବାଚନ। ଆପଣଙ୍କ ଅଞ୍ଚଳରେ କେବେ ହେଉଛି ଭୋଟ୍। ଏସବୁର ଟିକିନିଖି ଖବର ଜାଣିବାକୁ ପଢ଼ନ୍ତୁ...
ପ୍ରଥମ ଥର ଆସି ଏତେ ପରିମାଣରେ ସ୍ୱାଗତ ସମ୍ବର୍ଦ୍ଧନା ପାଇ ଅତ୍ୟନ୍ତ ଖୁସି ଥିବା କହିଛନ୍ତି ରାଜନାଥ । ଏହା ପ୍ରଭୁ ଜଗନ୍ନାଥ ଓ ମାଆ ମାଣିକେଶ୍ୱରୀଙ୍କ ଧରିତ୍ରୀ । କଳାହାଣ୍ଡି ଗରିବୀ ଓ ଦାରିଦ୍ର ପାଇଁ ପରିଚିତ ଥିବା କହିଛନ୍ତି ରାଜନାଥ ।
ଓଡ଼ିଶାରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ତାଙ୍କର ଏହି ଦିନିକିଆ ଗସ୍ତରେ ପ୍ରଥମେ ଭବାନୀପାଟଣା ଏବଂ ତା ପରେ ରାୟଗଡ଼ାରେ ବିଜେପି ପାଇଁ ନିର୍ବାଚନୀ ପ୍ରଚାର କରିବେ ରାଜନାଥ ।
ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ ବି କଳାହାଣ୍ଡି ସଂସଦୀୟ କ୍ଷେତ୍ର ଲାଗି ନୂଆ ମୁହଁ। ୨୦୧୯ ନିର୍ବାଚନରେ ସେ ଖଡ଼ିଆଳ ବିଧାନସଭା ଆସନରୁ ବିଜେଡି ଟିକେଟରେ ଲଢି ଅଳ୍ପକେ ହାରି ଯାଇଥିଲେ। କଂଗ୍ରେସର ଅଧିରାଜ ପାଣିଗ୍ରାହୀଙ୍କଠାରୁ ମାତ୍ର ୨ ହଜାର ୮୫୭ ଭୋଟରେ ପରାଜିତ ହୋଇଥିଲେ ଲମ୍ବୋଦର ନିଆଲ।
ଆଜି ପାଇଁ ୯ ଜିଲ୍ଲା ଗଜପତି, ଗଞ୍ଜାମ, ବାଲେଶ୍ୱର, ମୟୂରଭଞ୍ଜ, ଝାରସୁଗୁଡ଼ା, ଢେଙ୍କାନାଳ, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡିକୁ ସିଭିୟର ହିଟୱେଭ୍ ନେଇ ରେଡ୍ ଆଲର୍ଟ ଦିଆଯାଇଛି। ସେହିପରି ଆସନ୍ତାକାଲି ପାଇଁ ୧୫ ଜିଲ୍ଲାକୁ ରେଡ୍ ଓ ୧୪ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।
କଳାହାଣ୍ଡି ସଂସଦୀୟ କ୍ଷେତ୍ରର ନର୍ଲା ବିଧାନସଭା ଆସନ । ହେଭିୱେଟ୍ ମାନଙ୍କ ହୋମ୍ ଗ୍ରାଉଣ୍ଡ୍ । ନର୍ଲା, ଏମ୍. ରାମପୁର, କର୍ଲାମୁଣ୍ଡା ବ୍ଲକର ସମସ୍ତ ପଞ୍ଚାୟତ ଏବଂ କେସିଙ୍ଗାର ୯ଟି ପଞ୍ଚାୟତକୁ ନେଇ ଗଠିତ ଏହି ନିର୍ବାଚନ ମଣ୍ଡଳୀ ରାଜନୀତି କ୍ଷେତ୍ରରେ ବେଶ୍ ଆଗୁଆ ।
ସିକନ୍ଦର ନୂଆପଡ଼ା ଜିଲ୍ଲାର ହୋଇଥିବା ବେଳେ ନୀଳମଣି ଧର୍ମଗଡ ଅଞ୍ଚଳର ବୋଲି ଜଣାପଡ଼ିଛି।
ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ସମ୍ବଲପୁରରୁ ପ୍ରାର୍ଥୀ ହେଲେ ପ୍ରଣବ ପ୍ରକାଶ ଦାସ, କଳାହାଣ୍ଡି- ଲମ୍ବୋଦର ନିଆଲ, ସୁନ୍ଦରଗଡ଼- ଦିଲୀପ ତିର୍କୀ, ମୟୂରଭଂଜ- ସୁଦାମ ମାରାଣ୍ଡି।
ଝିଅର ସ୍କାର୍ପ ଗାଡି ଚକାରେ ପଶିଯିବାରୁ ଚଳନ୍ତା ଗାଡିରେ ବସି ସ୍କାର୍ପ କାଢିବା ବେଳେ ଡାହାଣ ହାତ ପଶିଯାଇ ଛିଡିଯାଇଥିଲା।
କେନାଲ ଭୁଶୁଡ଼ିବା ଯୋଗୁଁ ଏବେ ଦେପୁର ଓ ଆଖପାଖ ଅଞ୍ଚଳରେ ୫ ଫୁଟର ପାଣି ପ୍ରବାହିତ ହେଉଛି। ଚାଉଳ ଡାଲି ସହ ସମସ୍ତ ଆସବାବପତ୍ର ଭାସି ଯାଇଛି।
ରାଜ୍ୟର ବିଭିନ୍ନ ସ୍ଥାନରେ ତେଜୁଛି ସରକାର ବିରୋଧୀ NAC ନିଆଁ । NAC ଘୋଷଣା ଦାବିରେ ଅଲଟିମେଟମ ଦେଇ, ବିଭିନ୍ନ ସ୍ଥାନରେ ବନ୍ଦ ପାଳନ କରାଯାଉଛି ।
ଜଙ୍ଗଲି ରାସ୍ତା ଉପରେ ପଡ଼ି ରହିଥିଲା ବିଦ୍ୟୁତ୍ ତାର। ଏହା ଜାଣି ନ ପାରି ସନ୍ଧ୍ୟା ଗଡ଼ିଯିବା ପରେ କାମଦାମ ସାରି ଘରକୁ ଫେରୁଥିବା ୩ ଜଣ ଏହି ତାର ସଂସ୍ପର୍ଶରେ ଆସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣଙ୍କ ଅବସ୍ଥ ସଙ୍କଟାପନ୍ନ ରହିଛି।
କଳାହାଣ୍ଡି ଗୋଲାମୁଣ୍ଡା ବ୍ଲକ ଡୋକରିପଡ଼ା ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଗତକାଲି ସଂଧ୍ୟା ବେଳେ ଏକ ଭ୍ୟାନରେ ପ୍ରାୟ ୫୦ରୁ ଅଧିକ ଶ୍ରମିକ ଚାଷ ଜମିରୁ କାମ ସାରି ଘରକୁ ଫେରୁଥିଲେ ।
ଆଜି ଜୁନାଗଡ ଥାନା ଆଟିଗାଁ ଅଞ୍ଚଳକୁ ପ୍ରାୟ ୬୦ଜଣ କୄଷି ଶ୍ରମିକ ବୋରଗୁଡା ଗ୍ରାମରେ ଧାନରୁଆ ପାଇଁ ଆସିଥିଲେ । ସଂଧ୍ୟାରେ ସେମାନେ ଘରକୁ ଫେରୁଥିବା ସମୟରେ ଡୋକରୀପଡା ଛକରେ ପିକଅପ୍ ଭ୍ୟାନଟି ଓଲଟି ପଡିଥିଲା ।
ଘନକୁହୁଡି ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ଗଜପତି ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡି ଦେଖାଦେବ ।
ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ଘନ କୁହୁଡି ଦେଖାଦେବ ।
ନିଜ ସାଙ୍ଗ ସାଥି ଫଟୋଗ୍ରାଫର ମାନଙ୍କୁ ମଧ୍ୟ ଡାକିଥିଲେ । ଏମିତି ମୋଟ ୧୧ ଜଣ ସେହି ନାବାଳିକାଙ୍କ ସହ ବାରମ୍ବାର ଦୁଷ୍କର୍ମ କରିଥିଲେ ।
ଏନେଇ ତ୍ରିପୁରା ବିଏସଏଫ କମାଣ୍ଡାଣ୍ଟ ପକ୍ଷରୁ ଘରକୁ ଖବର ଆସିବା ପରେ କାନ୍ଦବୋବାଳିରେ ଫାଟିପଡୁଛି ଘର । ସେ ୨୦୦୯ମସିହାରେ ବିଏସଏଫ ଯବାନ ଭାବେ ଯୋଗ ଦେଇ ତ୍ରିପୁରାରେ କାର୍ଯ୍ୟରତ ଥିଲେ ।
ତ୍ରିଲୋଚପୁରରେ ନିର୍ମାଣ ହୋଇଥିବା ପାର୍କ ଓ ଛେଳି ହଷ୍ଟେଲର ଉଦଘାଟନ ପାଇଁ ବିଧାୟକ ଯାଉଥିବା ବେଳେ ଗ୍ରାମବାସୀ ରାସ୍ତା ଅବରୋଧ କରିଥିଲେ ।
ଦେହର ମାଂସପିଣ୍ଡୁଳା ବଢାଇଦେଇଛି କଷ୍ଟ ....ନା ଶୋଇପାରୁଛନ୍ତି, ନା ବସିପାରୁଛନ୍ତି...ଟ୍ରିଟମେଣ୍ଟ ପାଇଁ ଦରକାର ଲକ୍ଷ ଲକ୍ଷ ଟଙ୍କା...
ଉଧାର ଟଙ୍କା ଫେରସ୍ତ କରିବାକୁ ଡାକି ପେଟ୍ରୋଲ ଢାଳି ଜାଳିଦେଲା ଦୁର୍ବୃତ୍ତ । ଘଟଣା ପରେ ଦୁର୍ବୃତ୍ତ ଫେରାର ମାରିଥିବା ବେଳେ, ଏଯାଏ ଅଭିଯୁକ୍ତର ପରିଚୟ ମିଳିପାରିନି ।
ହଠାତ୍ ରାତି ୧୦ଟା ବେଳେ ପ୍ରବଳବର୍ଷା ପବନ ସାଙ୍ଗକୁ କୂଆପଥର ମାଡ ଯୋଗୁଁ ବିଜୁଳି ଖୁଣ୍ଟ ଓ ଗଛ ଉପୁଡ଼ି ପଡ଼ିବା ସହ ଚାଷର ବ୍ୟାପକ କ୍ଷତି ହୋଇଛି ।
ଜେନାଖାଲରୁ ଭୋର୍ ୫ଟାରେ ମା’ ଙ୍କ ବିଜୟ ଛତର ବାହାରିଛି...ଗୁପ୍ତ ପୂଜା ପରେ ଛତର ମନ୍ଦିର ପ୍ରତ୍ୟାବର୍ତ୍ତନ କରୁଛନ୍ତି...