• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Kalahandi

Odisha Politics, JP Nadda
ବର୍ଷିଲେ ନଡ୍ଡା ! ପଚାରିଲେ ଓଡ଼ିଶାରେ କିଏ ଚଳାଉଛି ସରକାର, ସଚିବ ନା ନେତା ?

ନଡ୍ଡାଙ୍କ ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପିର ରାଷ୍ଟ୍ରିୟ ଉପାଧକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।

Odisha Politics, JP Nadda
‘ଓଡ଼ିଶାରେ ଦୁର୍ନୀତି-କମିଶନ ଚାଲିଛି, ସବୁ କିଛିର ତଦନ୍ତ ହେବ ଆଉ ଦୋଷୀକୁ ଜେଲ୍ ପଠାଯିବ’

ଲୋକମାନେ ଏହି ସରକାର ପ୍ରତି ଅତିଷ୍ଠ ହୋଇସାରିଲେଣି । ତେଣୁ ପରିଶ୍ରମ କଲେ ଏଥର ଓଡ଼ିଶାରେ ମଧ୍ୟ ହେବ ବିଜେପି ସରକାର ।

Jan Sampark rally
ମଞ୍ଚ ଉପରୁ ନବୀନଙ୍କୁ ନଡ୍ଡାଙ୍କ ନିଶାନା; ୨୩ ବର୍ଷର ସରକାର, ହେଲେ ଓଡ଼ିଶା ପଛୁଆ ରାଜ୍ୟ

ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ବିଜେଡିକୁ ସିଧା ନିଶାନା କରିଛନ୍ତି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ । ନଡ୍ଡା କହିଛନ୍ତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହିତାଧିକାରୀଙ୍କୁ ଘର ମିଳୁନି ।

Maha Janasampark Abhiyaan in Kalahandi
ଭବାନୀପାଟଣାରେ ବିଜେପି କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ନଡ୍ଡା

ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହି ସଭାକୁ ସମ୍ବୋଧିତ କରିବେ । ବୁର୍ଲା ଏମସିଏଲ ଗେଷ୍ଟ ହାଉସରୁ ବାହାରି ଭବାନୀପାଟଣା ପହଞ୍ଚିବା ପରେ ମାଆ ମାଣିକେଶ୍ୱରୀଙ୍କ ଦର୍ଶନ କରିବେ ନଡ୍ଡା ।

Today Heavy Rain Alert To 8 Districts Of Odisha
ଖୁବ୍‌ଶୀଘ୍ର ଓଡ଼ିଶା ଛୁଇଁବ ମୌସୁମୀ ! ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଦିନେ ଦୁଇ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁପାରେ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ -ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି।

wild elephant creates havoc in kalahandi
ସହରରେ ବୁଲୁଛି ମଣିଷମରା ହାତୀ, ଭୟଭୀତ ଲୋକେ...

ସହରରେ ପଶିଲା ମଣିଷମରା ହାତୀ। ଆତଙ୍କରେ ଥରହର ସହରବାସୀ। ଧର୍ମଗଡ଼ ସହରରେ ଅଚାନକ ହାତୀ ବୁଲୁଥିବା ଦେଖାଯିବା ପରେ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।

turtle
ଚୋରା ଚାଲାଣ ବେଳେ ୯୨ଟି ଜୀବନ୍ତ କଇଁଛ ଉଦ୍ଧାର, ୩ ଅଭିଯୁକ୍ତଙ୍କୁ ମଧ୍ୟରୁ ୨ ଗିରଫ

ଜୀବନ୍ତ କଇଁଛ ଚୋରାଚାଲାଣ ରାକେଟର ପର୍ଦ୍ଦାଫାସ । କଳାହାଣ୍ଡିରୁ ଲମ୍ବିଥିବା ରାକେଟର ଖୁଲାସା କଲା ପୋଲିସ ।

Irregularities In Mandis
ରବି ଋତୁରେ ବି ମଣ୍ଡି ଯନ୍ତ୍ରଣା; ମାର୍କେଟ୍ ୟାର୍ଡରେ ପଡିରହିଛି ହଜାର ହଜାର କ୍ୱିଣ୍ଟାଲ ଧାନ

ରାସ୍ତା ଉପରେ ଚାଷୀଙ୍କ ନାରାବାଜି, ତେଣେ ମଣ୍ଡିରେ ପଡ଼ିଛି ହଜାର ହଜାର କୁଇଣ୍ଟାଲ ରବି ଧାନ । ଆଖି ଯୁଆଡ଼େ ବୁଲାଇଲେ ପାଲ ଘୋଡ଼ା ହୋଇ ଧାନ ପଡିଛି ।

Heatwave To Continue In Odisha For Next Two Days
ସତର୍କ ସୂଚନା- ଆବଶ୍ୟକ ନଥିଲେ ଏହି ସମୟରେ ଘରୁ ବାହାରନ୍ତୁ ନାହିଁ

ଆସନ୍ତା ୨ ଦିନ ରାଜ୍ୟରେ ଅତ୍ୟଧିକ ଗ୍ରୀଷ୍ଣ ପ୍ରବାହ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ହିଟ୍ ୱେଭ୍ ସତର୍କତା ଜାରି କରିଛି। ଆଜି ପାଇଁ ୧୨ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି।

Odisha Weather News Update
ବାତ୍ୟା ସିନା ଆସିଲାନି, ଓଡ଼ିଶାକୁ ଗ୍ରାସିଲା ତାତି ! ଅସହ୍ୟ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ରାଜ୍ୟ

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ଗ୍ରୀଷ୍ମପ୍ରବାହ ସ୍ଥିତି । ୩ ସହରରେ ପାରଦ ୪୩ ଡିଗ୍ରୀ ଉପରେ । ଗ୍ରୀଷ୍ମ ପ୍ରବାହ ସ୍ଥିତି ସମୀକ୍ଷା କଲେ ଏସଆରସି ।

Naxal Operation By SIW
ସ୍ପେଶାଲ ଇଣ୍ଟେଲିଜେନ୍ସ ୱିଙ୍ଗର ଏନକାଉଣ୍ଟର, ଟାପରଙ୍ଗ ଜଙ୍ଗଲରେ ୩ ନକ୍ସଲଙ୍କୁ ଗୁଳି

କଳାହାଣ୍ଡି ପୋଲିସକୁ ଖବର ଦେଇ ନଜର ରଖିଥିଲେ ମାଓବାଦୀଙ୍କ ଉପରେ । ତେବେ ସ୍ପେଶାଲ ଅପରେସନ ଗ୍ରୁପ୍ ବା SOର କମାଣ୍ଡୋ ପହଁଚିବା ପୂର୍ବରୁ ସଉଦା କିଣି ଗାଁରୁ ବାହାରିଯାଉଥିଲେ ମାଓବାଦୀ ।

3 Maoists killed
ପୋଲିସ ଗୁଳିରେ ୩ ମାଓବାଦୀ ସଫା

କଳାହାଣ୍ଡି ଏସପି ଏମ. ରାମପୁରରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛନ୍ତି । ଦୀର୍ଘ ଦିନର ବ୍ୟବଧାନ ପରେ କଳାହାଣ୍ଡି ପୋଲିସ ଓ ଗୁଇନ୍ଦା ତଥ୍ୟ ଆଧାରରେ ସିଆରପିଏଫ୍ ପକ୍ଷରୁ କମ୍ବିଂ ଅପରେସନ କରାଯାଇଥିଲା ଏଥିରେ ପୋଲିସ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । କିଛି ଦିନର ନୀରବତା ପରେ ପୁଣି ଥରେ ପୋଷ୍ଟର ମାଧ୍ୟମରେ ନିଜର ଉପସ୍ଥିତି ଜାହରି କରିଛି ଲଲବାହିନୀ ।

Mahabharat
ଅଜ୍ଞାତବାସରେ ମହାଭାରତ: କୁଡ଼ିଆ ଘରେ ରହିବେ ମାସେ କାଳ

ସେ ଧନୀ ହୁଅନ୍ତୁ କି ଗରିବ... ମାସେକାଳ ସବୁ ମୋହ ମାୟାରୁ ମୁକ୍ତି ହୋଇ କୁଡିଆରେ ରହିବାକୁ ପଡେ । ଆଉ ଚାଲେ ମହାଭାରତର ସଂପୂର୍ଣ୍ଣ ପୂରାଣ । ବିଶ୍ୱାସ ରହିଛି ଯେ ଏହି ବ୍ରତ ଯିଏ ପାଳନ କରେ ସେ କୋଟି ଜନ୍ମର ପୂଣ୍ୟ ପ୍ରାପ୍ତ କରେ । ଏହା ହେଉଛି ମହାଭାରତ ଜ୍ଞାନ ଯଜ୍ଞ।

Chhattisgarh Naxal attack
ଛତିଶଗଡ଼ରେ ମାଓ ହମଲା ପରେ ଓଡ଼ିଶାର ସବୁ ସୀମାନ୍ତ ଜିଲ୍ଲାରେ ହାଇଆଲର୍ଟ

ରାଜ୍ୟକୁ ୯୦ ପ୍ରତିଶତ ମାଓବାଦୀ ଛତିଶଗଡରୁ ହିଁ ଆସିଥା’ନ୍ତି । ତେଣୁ ଘଟଣା ପରେ ଛତିଶଗଡରୁ କିଭଳି ମାଓବାଦୀ ମାନେ ରାଜ୍ୟକୁ ନଆସିବେ ସେନେଇ ସମସ୍ତ ସୀମାନ୍ତ ଜିଲ୍ଲାକୁ ସିଲ କରି ଦିଆଯାଇଛି ।

murder case
କଲା କର୍ମର ଫଳ, ମା’ ସହ ୩ ପୁଅଙ୍କୁ ଆଜୀବନ ଜେଲ୍ ଦଣ୍ଡ

ଆଟିଗାଁ RI ଅଫିସ ଠିକା ପିଅନଙ୍କୁ ହତ୍ୟା ମାମଲାରେ ରାୟ

Odisha Rainfall Alert
ମାଡ଼ି ଆସୁଛି କାଳବୈଶାଖୀ, ଏହି ସବୁ ଜିଲ୍ଲାରେ ନିର୍ଧୁମ ବର୍ଷିବ

ରାଜ୍ୟରେ ଆଜି ବି କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ୧୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

Odisha Weather News
୪ ଦିନ ପ୍ରବଳ ବର୍ଷିବ, ଏହି ସବୁ ଜିଲ୍ଲାକୁ ଦିଆଗଲା ସତର୍କବାଣୀ

ଆସନ୍ତା ୩ରୁ ୪ ଦିନ ରାଜ୍ୟରେ ଜାରି ରହିବ କାଳବୈଶାଖୀ । ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାରେ ଆଜି କାଳବୈଶାଖୀ ସମ୍ଭାବନା ।

Rain Alert in Odisha Orange Warning For Various Districts
ମାଡ଼ି ଆସୁଛି କାଳବୈଶାଖୀ ! ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି, ଘଡ଼ଘଡ଼ି ସହ କୁଆପଥର ମାଡ଼ ହୋଇପାରେ। ଏହାସହ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ଝଡପବନ ସମ୍ଭାବନା ରହିଛି।

Rainfall Alert
ତାତିରୁ ମିଳିବ ନିସ୍ତାର; ୨୭ ଯାଏଁ କାଳବୈଶାଖୀ ବର୍ଷା !

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି ।

Rainfall Alert For Various Districts Of Odisha
ତାତିରେ ସଡନ୍ ବ୍ରେକ୍: ୨୨ ଓ ୨୩ରେ କାଳବୈଶାଖୀ ସମ୍ଭାବନା, ଏହିସବୁ ଜିଲ୍ଲାକୁ ସତର୍କ ସୂଚନା...

ତାତିରେ ସଡନ୍ ବ୍ରେକ୍। ହାଲୁକା ବର୍ଷା, ଥଣ୍ଡା ପବନ ପାଇଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ୨୨ ଏବଂ ୨୩ ତାରିଖରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି।

Heavy Rain
ତାତିରୁ ସାମାନ୍ୟ ଆଶ୍ୱସ୍ତି, ବଦଳିଛି ପାଗ ! ବିଭିନ୍ନ ସ୍ଥାନରେ ବର୍ଷା

୩ ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ସମ୍ଭାବନା ।

Rainfall Likely In Odisha Yellow Warning Issued For Various Districts
ଏହିସବୁ ଜିଲ୍ଲାବାସୀ ସତର୍କ ରୁହନ୍ତୁ, ଏହି ୩ ଦିନ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା...

ଆସନ୍ତାକାଲିଠୁ ଗୁରୁଚାପ ବଳୟ ପ୍ରଭାବ ପରେ ତାତି କମିବା ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨୧, ୨୨ ଓ ୨୩ ତାରିଖରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି। 

VHP Protest
ଆସନ୍ତାକାଲି ରାଜ୍ୟର ୧୪ ଜିଲ୍ଲାରେ VHPର ବନ୍ଦ ଡାକରା

ସମ୍ବଲପୁରରେ ହିନ୍ଦୁଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି ।

crime
ଏକାଠି ମରିବା ପାଇଁ ଶପଥ ନେଲେ : ହେଲେ ପ୍ରେମିକାକୁ ବିଷ ଦେଇ ନିଜେ ପିଇଲାନି ପ୍ରେମିକ

ପ୍ରେମିକା ସିନା ପ୍ରେମ ପାଇଁ ବିଷ ପିଇଦେଲା, ହେଲେ ପ୍ରେମିକ ଜଣକ ବିଷ ନପିଇ ଫେରାର ମାରିଥିଲା