bbsr
Advertisment
ଭୁବନେଶ୍ୱର: ନିର୍ବାଚନ ବେଳେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ମନମୁଖୀ କାର୍ଯ୍ୟ କରୁଥିବା କଳିଙ୍ଗ ସେନା ଅଭିଯୋଗ କରିଛି। ଏନେଇ କଳିଙ୍ଗ ସେନା ପକ୍ଷରୁ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି।
Advertisment
ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁ ବାବୁଙ୍କ ନାଁରେ ଫିଲ୍ମ ‘ବିଜୁ ବାବୁ’ ପ୍ରଦର୍ଶିତ ହେଉଛି। ଏହାଦ୍ୱାରା ଭୋଟର ପ୍ରଭାବିତ ହେବା ସହ ଆଚରଣ ବିଧି ଉଲ୍ଲଂଘନ କରୁଥିବା କଳିଙ୍ଗ ସେନା ପକ୍ଷରୁ ଅଭିଯୋଗ ହୋଇଛି। ଏନେଇ କଳିଙ୍ଗ ସେନା ପକ୍ଷରୁ ନିର୍ବାଚନ ଅଧିକାରୀଙ୍କୁ ଦାବିପତ୍ର ଦିଆଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ ବୋଲି ଦଳ ଅଭିଯୋଗ କରିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/bbsr-123_1626759814.jpg)