Advertisment

ପଦ୍ମ ଧରିଲେ ପ୍ରତ୍ୟୁଷା

ଭୁବନେଶ୍ୱର: ଆଜି ବିଜେପିରେ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଯୋଗଦେଇଛନ୍ତି। ବିଜେପି ବିଧାୟକ ଦଳ ନେତା କେଭି ସିଂହଦେଓଙ୍କ ଘରେ ମିଶ୍ରଣ ପର୍ବ ହୋଇଛି। ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିଜେପି ବିଧାୟକ ଦଳ ନେତା କେଭି ସିଂହଦେଓ ଏବଂ ନୟାଗଡ଼ ବିଜେପି ପ୍ରାର୍ଥୀ ଇରାନୀ ରାୟ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ଗତ ୨୦ ତାରିଖରେ ପ୍ରତ୍ୟୁଷା […]

ପଦ୍ମ ଧରିଲେ ପ୍ରତ୍ୟୁଷା

bjp

Advertisment

ଭୁବନେଶ୍ୱର: ଆଜି ବିଜେପିରେ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଯୋଗଦେଇଛନ୍ତି। ବିଜେପି ବିଧାୟକ ଦଳ ନେତା କେଭି ସିଂହଦେଓଙ୍କ ଘରେ ମିଶ୍ରଣ ପର୍ବ ହୋଇଛି। ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିଜେପି ବିଧାୟକ ଦଳ ନେତା କେଭି ସିଂହଦେଓ ଏବଂ ନୟାଗଡ଼ ବିଜେପି ପ୍ରାର୍ଥୀ ଇରାନୀ ରାୟ ପ୍ରମୁଖ ଉପସ୍ଥିତ ଥିଲେ।

Advertisment

ସୂଚନାଯୋଗ୍ୟ, ଗତ ୨୦ ତାରିଖରେ ପ୍ରତ୍ୟୁଷା ବିଜେଡିରୁ ଇସ୍ତଫା ଦେଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ