• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Kandhamal

Today Rainfall Likely In Some Districts Of Odisha
ପାଣିପାଗ ବିଭାଗର ପୂର୍ବାନୁମାନ- ଆଜି ୮ ଜିଲ୍ଲାରେ ବର୍ଷା ସମ୍ଭାବନା

ଆସନ୍ତା ୪-୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ମଧ୍ୟ ସ୍ଥିର ରହିବ। ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

Today Rainfall Likely In 7 Districts Of Odisha
ଆଜି ଓଡ଼ିଶାର ୭ ଜିଲ୍ଲାରେ ବର୍ଷା ସମ୍ଭାବନା

ଆଜି ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବାକି ଅଞ୍ଚଳରେ ପାଗ ଶୁଖିଲା ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

Cyclone Mandous Update
ଡିସେମ୍ବର ୯ ମଧ୍ୟ ରାତ୍ରରେ ଉପକୂଳ ଅତିକ୍ରମ କରିବ ବାତ୍ୟା, ଘଣ୍ଟାପ୍ରତି ୭୦ କି.ମି. ବେଗରେ ପବନ ବହିପାରେ...

ବଙ୍ଗୋପସାଗରରେ ସକ୍ରିୟ ରହିଛି ବାତ୍ୟା ‘ମେଣ୍ଡସ୍’। ଦକ୍ଷିଣ-ପଶ୍ଚିମ ଓ ଏହାର ଆଖପାଖ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଘନୀଭୂତ ହୋଇ ଏକ ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି।

Jana Seva Kendra in jungle
ଜଙ୍ଗଲ ଭିତରେ ଚାଲିଛି ଜନସେବା କେନ୍ଦ୍ର

ସରକାର ଫୋର୍ ଜି ଛାଡ଼ି ଫାଇଭ୍-ଜି କଥା କହିଲେଣି, ହେଲେ ଏଠି ସ୍ଥିତି ପୂରା ଓଲଟା।

Odisha May Receive Rainfall Around Dec 10-11
ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ! ଓଡ଼ିଶାର ଏହିସବୁ ଜିଲ୍ଲାରେ ବର୍ଷା ହୋଇପାରେ

ଯଦିଓ ଓଡ଼ିଶା ଉପରେ ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ, ତେବେ ବାହ୍ୟବଳୟ ସହ ଜଡ଼ିତ ମେଘ ସମୂହ ପ୍ରଭାବରେ ୧୦ ଏବଂ ୧୧ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

MBBS student works as laborer to arrange funds for studies
ଡାକ୍ତରୀ ପାଠ ପଢିବାକୁ ମୂଲ ଲାଗୁଛନ୍ତି ଇଫୁ

ବିଲ ଭିତରେ ପଶି ଧାନ କାଟୁଥିବା ଯୁବକ ଜଣକ କୌଣସି ଶ୍ରମିକ ନୁହଁନ୍ତି। ସେ ଜଣେ ଡାକ୍ତରୀ ଛାତ୍ର ା

maoist
ଯେଉଁ ହାତରେ ବନ୍ଧୁକ ଧରୁଥିଲେ, ଆଜି ସେହି ହାତରେ ଲାଗିଲା ମେହେନ୍ଦି

ଯେଉଁ ହାତ ଦିନେ ବନ୍ଧୁକ ଧରୁଥିଲା ଆଜି ସେହି ହାତରେ ଲାଗିଲା ମେହେନ୍ଦୀ। ଜଙ୍ଗଲରେ ରହୁଥିବା ମଣିଷର ମଣ୍ଡପରେ ହେଲା ବାହାଘର। ଏସପିଙ୍କୁ ବାପା ସମ୍ବୋଧନ କଲେ ମାଓବାଦୀ...ବାହାଘର ପାଇଁ ବଡ଼ ଆୟୋଜନ କରିଥିଲା ପୋଲିସ୍‌

Grandmother and Grandfather dies in road accident
ନାତୁଣୀକୁ ଦେଖି ଫେରିବା ବେଳେ ଚାଲିଗଲା ଅଜା ଆଈଙ୍କ ଜୀବନ

ଡ୍ରାଇଭରକୁ ଅଟକ ରଖି ପୋଲିସ ଅଧିକ ତଦନ୍ତ ଚଳାଇଛି।

Emotional Story
ସ୍କୁଲ ଯାଉଥିଲା, ପାଠ ସାଠ ଭଲ ଥିଲା; ହଠାତ୍ ବିଗିଡ଼ିଗଲା ମାନସିକ ସ୍ଥିତି ! ଗୋଡ଼ରେ ପଡ଼ିଲା ବେଡ଼ି..

ପାଦେ ପାଦେ ଏମାନଙ୍କ ପ୍ରତି ରହିଛି ବିପଦ । କାରଣ ଦୁନିଆରେ କଣ ହେଉଛି କଣ ହେଉନି ଏମାନେ କିଛି ଜାଣନ୍ତି ନାହିଁ ।

cold wave
ରାତିରେ ଖସୁଛି ପାରଦ ! ଶୀତରେ ଥରୁଛି ଉପକୂଳରୁ ଉତ୍ତର, ପୂର୍ବରୁ ପଶ୍ଚିମ

ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ଅନୂଭତ ହେଉଛି ।

Heavy Rainfall Alert For 6 Districts Of Odisha
ଲଘୁଚାପ ପ୍ରଭାବରେ ପୁଣି ପ୍ରବଳ ବର୍ଷିବ ! ୬ ଜିଲ୍ଲାକୁ ଆଲର୍ଟ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପରବର୍ତ୍ତୀ ୩ ଦିନ ଯାଏ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇପାରେ।

Cold Wave
୧୨ରୁ ବଢ଼ିବ ଶୀତ; କୋରାପୁଟ ଓ କନ୍ଧମାଳରେ ସର୍ବାଧିକ ଥଣ୍ତା

ଭୁବନେଶ୍ୱର, କଟକ ସମେତ ଉପକୂଳ ଏବଂ ଅଭ୍ୟନ୍ତରୀଣ ଜିଲ୍ଲାରେ ଥଣ୍ତାର ପରିମାଣ ବଢ଼ିଛି । 

Humanity
ଅନାଥ ହେବା ପରେ ମାଡ଼ି ବସିଲା ଦୁଖ, ଏବେ ଦୁଇ ଭଉଣୀଙ୍କୁ କୋଳେଇ ନେଲା ପ୍ରଶାସନ

ବାପା-ମାଆ ଚାଲିଯିବା ପରେ ବଡଭାଇ ସିନା ପଚାରିଲାନି ହେଲେ ସାନ ଭାଇ ଦୁଇ ଭଉଣୀଙ୍କୁ ମଣିଷ କରିବାକୁ ଯେଉଁ ସଂକଳ୍ପ କରିଥିଲେ ତାହା ଆଜି ପୂରଣ ହେବାକୁ ଯାଉଛି ।

Humanity
ଏମିତି ଭାଇ ଭାଗ୍ୟରେ ଥିଲେ ମିଳେ, ମାଆ ପରି କରୁଛି ଦୁଇ ଭଉଣୀଙ୍କ ସେବା

ରୋଷଇ କରି ଦୁଇ ଭଉଣୀ ଖାଇବା ବି ବାଢ଼ିଦିଏ ଭାଇ । ଆଉ ମାଆ ଟିଏ ପରି ପାଖରେ ଜଗବି ବସେ ।

brother took the responsibility of 2 sisters
ମା’ ପରି ସେ ଭାଇଟିଏ; ଛାଇ ପରି ଜଗିଥାଏ

ଭାଇ ଥିଲେ ଭୟ ନାହିଁ। କେତେବେଳେ ହାତ ଧରି ବାଟ କଢେଇ ନେବ, କେତେବେଳେ ଅବାଟରୁ ଟାଣି ଆଣିବ। ବାଟ ହେଉ ବା ଅବାଟ, ଛାଇ ପରି ରହିଥିବ ଭାଇ।

Special story
ପୁଣି ସକ୍ରିୟ ମାଓବାଦୀ ! ଅସ୍ଥିତ୍ୱ ଓ ଉପସ୍ଥିତି ଜାହିର କରିବାକୁ ଜୋରଦାର ପ୍ରୟାସ

ଗତ ୧୧ ତାରିଖରେ ସୁଡ୍ରା ପଂଚାୟତର ସିନ୍ଧି ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ

Kotagarh police station IIC Dhiraj Lenka in Vigilance net
ପୁଳା ପୁଳା ଟଙ୍କା ଧରି ପତ୍ନୀଙ୍କ ପାଖକୁ ଯାଉଥିଲେ ପୋଲିସ୍‌ ବାବୁ, ମାଡ଼ି ବସିଲା ଭିଜିଲାନ୍ସ...

ଅଭିଯୋଗ ଆଧାରରେ, ଭିଜିଲାନ୍ସ ଟିମ୍‌ IICଙ୍କ ଗାଡ଼ିକୁ ଅଟକ ରଖି ତାଙ୍କୁ ଏବଂ ତାଙ୍କ ଗାଡ଼ିକୁ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ତାଙ୍କ ଠାରୁ ୧ଲକ୍ଷ ୪୫ ହଜାର ୮ଶହ ଟଙ୍କା ମିଳିଥିଲା। 

Death of class 7 girl student BJP mahila Morcha to meet family in Phulbani
ପ୍ରସବ ପରେ ଆଖି ବୁଜିଲେ ସପ୍ତମ ଶ୍ରେଣୀ ଛାତ୍ରୀ, ୩ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍‌

ସପ୍ତମ ଶ୍ରେଣୀ ଛାତ୍ରୀର ପ୍ରସବ ପରେ ମୃତ୍ୟୁ ଘଟଣାକୁ ନେଇ ହଇଚଇ ସୃଷ୍ଟି ହୋଇଛି। ବିଜେପି ମହିଳା ମୋର୍ଚ୍ଚା ଆଜି ପୀଡ଼ିତାଙ୍କ ପରିବାରକୁ ଭେଟିବ।

Lightning Strike
ପାଠପଢ଼ା ପାଇଁ ପାହାଡ଼ ଉପରେ ମୋବାଇଲ୍‌ ନେଟ୍‌ୱର୍କ ଖୋଜୁଥିଲେ; ୩ ଛାତ୍ର ଆହତ

ଗାଁକୁ ମୋବାଇଲ ନେଟଓ୍ୱାର୍କ ଆସୁନଥିବାରୁ ପାଠ ପଢ଼ିବାକୁ ପାହାଡ଼କୁ ଉପରକୁ ଯାଇଥିଲେ ୩ଛାତ୍ର। ପାହାଡ଼ ଉପରେ ଥିବାବେଳେ ଘୋଟି ଆସିଲା କଳା ହାଣ୍ଡିଆ ମେଘ। ଘନ ଘନ ମାରିଲା ବିଜୁଳି। ସେଠାରେ ଚେତାଶୂନ ହୋଇ ପଡ଼ିଯାଇଥିଲେ ଛାତ୍ରମାନେ।

Weather Update
ଆସୁଛି ବଡ଼ ବର୍ଷା; ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

୧୧ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

IMD predicts heavy rainfall in 8 Odisha districts
ସ୍ଥଳଭାଗ ମୁହାଁ ଲଘୁଚାପ ! ଆସନ୍ତାକାଲି ୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ରାଜ୍ୟରେ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ପଶ୍ଚିମ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

Water Scarcity
ପାହାଡ଼ରୁ ଅନବରତ ଝରୂଛି ପାଣି, ତାକୁ ବାଉଁଶରେ ସଂଗ୍ରହ କରି ପିଉଛନ୍ତି ଲୋକେ

ପିଇବା ପାଣିର କୌଣସି ବ୍ୟବସ୍ଥା ନଥିବା କାରଣରୁ ଝରଣା ପାଣିକୁ ବାଉଁଶ ସାହାଯ୍ୟରେ ସଂଗ୍ରହ କରି ଚଳୁଛନ୍ତି ପୂରା ଅଞ୍ଚଳବାସୀ ।

 school runs from verandah
ସରକାରଙ୍କ ସ୍ମାର୍ଟ ସ୍କୁଲ ଯୋଜନାକୁ ଉପହାସ: ପର ପିଣ୍ଡାରେ ୧୨ବର୍ଷ ହେଲା ଚାଲିଛି ସ୍କୁଲ

 ନା ଠିକ୍ ସମୟରେ ସ୍କୁଲ ଖୋଲୁଛି ନା ଶିକ୍ଷକ ଆସୁଛନ୍ତି। ପିଲାମାନେ ଗଛ ତଳେ ଘଂଟା ଘଂଟା ଅପେକ୍ଷା କରିବା ପରେ ଚାଲିଯାଆନ୍ତି ଘରକୁ।

Special story
୧୨ ବର୍ଷ ହେଲା ପର ଘର ବାରଣ୍ଡାରେ ଚାଲିଛି ସ୍କୁଲ

ସ୍କୁଲ କମିଟି ସଭାପତିଙ୍କ ଘର ବାରଣ୍ଡାରେ ପାଠପଢ଼ା ହେଉଛି ।