ଚାଉଳ ପାଇଁ ଜଙ୍ଗଲ ମଝିରେ ଲୋକଙ୍କ ଭିଡ଼ । ପିଲାଠୁ ବୁଢା, ସମସ୍ତେ ଏକାଠି ହୋଇଛନ୍ତି ଜଙ୍ଗଲର ଏକ ନିର୍ଦ୍ଦିଷ୍ଟ ଜାଗାରେ ।
ପୂର୍ବରୁ ମଧ୍ୟ ବାଡ଼ିପାଙ୍ଗା, ଡିମିଲି ଓ ଭଣ୍ଡରାଶାଳ ଆଦି ଗାଁ ଗୁଡ଼ିକରେ ମଧ୍ୟ ଝାଡ଼ାବାନ୍ତି ଆକ୍ରାନ୍ତରେ ମଧ୍ୟ ଅନେକ ଲୋକଙ୍କର ଜୀବନ ଯାଇଛି ।
ଡାକ୍ତର ହେବେ ଆଦିବାସୀ ଗରିବ ଘରର ପୁଅ । ପ୍ରଥମ ପ୍ରଚେଷ୍ଟାରେ ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ବି ନିର୍ଧୁମ ଛେଚିବ । ବିଶେଷ ଭାବେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୫ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ କବଜାରେ ପଡିଛନ୍ତି କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନାର ଏଏସଆଇ ରଜନୀକାନ୍ତ ଦାସ।
ଦିଲ୍ଲୀର ଲାଲକିଲ୍ଲା ଠାରେ ଆୟୋଜିତ ହେବାକୁ ଥିବା ୭୮ ତମ ସ୍ୱାଧୀନତା ଦିବସ ସମାରୋହରେ ଯୋଗଦେବେ ଦିଦି ଲିଲି ପୁଷ୍ପିକା ଏକ୍କା ।
ମୌସୁମୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
ଘର ଅଗଣାରେ ବସି ପୁଅକୁ ଝୁରି ହେଉଛି ମା । ହେଲେ ପୁଅ କ’ଣ ଆଉ ଫେରିବ ? ପରିବାର ପେଟରେ ଦାନା ଦେବାକୁ ଆନ୍ଧ୍ରକୁ ଦାଦନ ଖଟି ଯାଇଥିଲା ଭେଣ୍ଡିଆ ପୁଅ ।
ଅନାସ୍ଥାରେ ହାରିଲେ ଫୁଲବାଣୀ ବିଜେପି ପୌରାଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି । ଅନାସ୍ଥା ସପକ୍ଷରେ ୧୧ଜଣ କାଉନସିଲର ଭୋଟ୍ ଦେଇଛନ୍ତି।
ଆସନ୍ତା ୪ ଦିନରେ ବର୍ଷାରେ ଭିଜିବ ସାରା ଓଡ଼ିଶା। କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କେଉଁଠି ପ୍ରବଳ ବର୍ଷିପାରେ। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି କରୁଛି ।
ଆଗାମୀ ୭ ଦିନ ଯାଏଁ ବର୍ଷାରେ ଭିଜିବ ଓଡ଼ିଶା । ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ।
ସିସିଟିଭି ଅଚଳ ହେବା ଯୋଗୁ ସହରରେ ଅପରାଧ ରୋକିବା, ଟ୍ରାଫିକ୍ ନିୟନ୍ତ୍ରଣ କରିବା ନେଇ ଏବେ ପୋଲିସ ପାଇଁ ବଡ ଚ୍ୟାଲେଞ୍ଜ ସୃଷ୍ଟି ହୋଇଛି ।
ସୁସ୍ଥ ହେବା ସହ ଜଗାର ବୟସ ମଧ୍ୟ ବଢ଼ିବାରେ ଲାଗିଛି । ତା’ର ବୟସ ଏବେ ୯ ପୂରି ୧୦ ଚାଲିଛି । ବୟସ ବଢ଼ୁଥିବାରୁ ଜଗାର ପାଠ ପଢ଼ିବା ପାଇଁ ଆଗ୍ରହ ବଢ଼ୁଛି ।
ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ।
ମୌସୁମୀ ସକ୍ରିୟ ହେବା ପରେ ରାଜ୍ୟରେ ଜାରି ରହିଛି ବର୍ଷା । ତିନି ଦିନ ପାଇଁ ଝଡ଼ ତୋଫାନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ନେତାଙ୍କ ଛାତି ଧଡ଼ଧଡ଼। ଧିରେ ଧିରେ ଖୋଲୁଛି ଇଭିଏମ୍ ପେଡି। ଫଇସଲା
କୁଆଡ଼େ ଗଲେ ଯୁବ ଡାକ୍ତର ଅମ୍ଲାନ କୁମାର ଭୋଇ ? ନିଖୋଜ ହେବାର ୨ ଦିନ ପରେ ବି କାହିଁକି ମିଳୁନି ତାଙ୍କ ପତ୍ତା ? କି ରହସ୍ୟ ରହିଛି ନିଖୋଜ ପଛରେ ?
ରାଜ୍ୟରେ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ମତଦାନ। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥରେ ଲାଗିଛି ଗହଳି।
ଭୋଟ୍ ଦେଉଛି ଓଡ଼ିଶା। ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ। ୫ଟି ସଂସଦୀୟ କ୍ଷେତ୍ର
ଖଡଗେଙ୍କ ସହ ତେଲେଙ୍ଗାନା ଉପ ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ ।
ପୂରା ଓଡ଼ିଶାରେ କିଏ କେଉଁ ଦଳରୁ ପ୍ରାର୍ଥୀ ହୋଇଛନ୍ତି ତାହା ଜାଣିବାକୁ ଅନେକଙ୍କ ଆଗ୍ରହ ଥାଏ। ଆପଣ ଯଦି ଓଡ଼ିଶାର ବିଧାନସଭା ଓ ଲୋକସଭା ପ୍ରାର୍ଥୀଙ୍କୁ ଜାଣିବାକୁ ଚାହୁଁଛନ୍ତି ତେବେ ଦେଖନ୍ତୁ।
ଓଡ଼ିଶାର ଜାତି, ଅସ୍ମିତା, ପ୍ରତି ଓଡ଼ିଆଙ୍କ ପ୍ରାଣ ଶ୍ରୀଜଗନ୍ନାଥ । ଆଉ ସେଇ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ନବୀନ ସରକାରଙ୍କ ଉପରେ ଜୋରଦାର୍ ଆକ୍ରମଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ବର୍ଷିଲେ, ଧୋଇଲେ । ଆଜି ଓଡ଼ିଶାରେ ତିନି ତିନିଟି ନିର୍ବାଚନୀ ସଭା କରି ସିଧାସଳଖ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପରୋକ୍ଷରେ ପାଣ୍ଡିଆନଙ୍କୁ ବି ନିଶାନା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି।
ସାଢ଼େ ୧୦ଟାରେ ଫୁଲବାଣୀ ଷ୍ଟାଡିୟମରେ ଆୟୋଜିତ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ।ଜନସଭା ସାରି ସେଠାରୁ ହେଲିକପଟରରେ ବାହାରିବେ ବଲାଙ୍ଗିର ଅଭିମୁଖେ। ବଲାଙ୍ଗିର ଉପକଣ୍ଠ ପଥରଚେପା ପଡ଼ିଆରେ ବିଜୟ ସଂକଳ୍ପ ସମାବେଶରେ ୧୨ଟାରେ ଯୋଗଦେବେ ମୋଦି।