ଦୀର୍ଘ ୩ ବର୍ଷ ହେଲାଣି, ନଈ କୂଳ ଆମ୍ବ ଗଛ ମୂଳେ ପାଠ ପଢୁଛନ୍ତି ଷଷ୍ଠ ଶ୍ରେଣୀ ପିଲା।
ପୂର୍ବରୁ କୌଣସି ଏକ ମାମଲାରେ ସଜା କାଟୁଥିଲା ଅଭିଯୁକ୍ତ ପୁଅ । ଗତ ୮ ଦିନ ତଳେ ଜେଲ୍ରୁ ଘରକୁ ଫେରିଥିଲା । ହେଲେ କେଉଁ କାରଣକୁ ନେଇ ଅଭିଯୁକ୍ତ ପୁଅ ଏପରି କାଣ୍ଡ ଭିଆଇଲା ତାହା ଜଣାପଡ଼ିନାହିଁ ।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୩ ତାରିଖ ଯାଏ ବର୍ଷା ଲାଗି ରହିବ।
ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବର୍ଷା ହୋଇପାରେ । କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ମଧ୍ୟ ବର୍ଷା ହେବାର ସମ୍ଭାବନା ଅଛି ।
ଝିଅର ଦେହ ଖରାପ, ବାରମ୍ବାର ମେଡିକାଲ ଯିବା ପରେ ବି ଭଲ ହେଲାନି । ଗୁଣିଆର ଆଶ୍ରା ନେଲେ ପରିବାର ଲୋକେ । ବାଜା ବଜାଇ ବୁଲାଇଲେ ଖଟ...ହେଲେ ପୋଲିସ ପହଞ୍ଚି...
ଫଳକ ମାରିଲେ, ଗଛ ପୋତିଲେ । ଆଶା ଥିଲା ଭଲ ଲିଚୁ ଫଳିବ...ହେଲେ ଚାରା ଲାଗିଥିବା ସ୍ଥାନରେ ଏବେ ଗାଈ ଚରୁଛନ୍ତି । ଚାଷୀଙ୍କ ନାଁରେ ଟଙ୍କା ଆଣି ଖାଇଲେ ବାବୁ, ଜଳକ ହୋଇ ଚାହିଁଲେ ଚାଷୀ । ବାବୁ କହୁଛନ୍ତି, ତଦନ୍ତ ପରେ ହେବ କାର୍ଯ୍ୟାନୁଷ୍ଠାନ
ପରିବାର ମୁହଁରେ ଆହାର ଦେବାକୁ ବେଙ୍ଗାଲୁରୁ ଯାଇଥିଲା ଭେଣ୍ଡିଆ ପୁଅ । କାଠଗଣ୍ଡିରେ ଚାପି ହେବାରୁ ମେଡିକାଲରେ ପଡିପଡି ଆଖି ବୁଜିଲା । ଆଉ ଯେତେବେଳେ ମାଆ ପାଖରେ ପୁଅର ମୃତ୍ୟୁ ଖବର ପହଞ୍ଚିଲା
ନୁଆଣିଆ ଭଙ୍ଗା ଘର । ଆଉ ତା’ରି ଭିତରେ ଯନ୍ତ୍ରଣାରେ ଛଟପଟ ହେଉଛି ଜୀବନ । ଗୋଟିଏ କି ଦୁଇଟି ନୁହେଁ ବରଂ ତିନି ତିନୋଟି ପରିବାର ରହୁଛନ୍ତି ଏହି ଘରେ । ସେଇଠି ଖାଇବା ପୁଣି ସେଇଠି ଶୋଇବା । ଏହି ଘରେ ପାଦେ ପାଦେ ବିପଦ ଅଛି । ହେଲେ ଉପାୟ ବି କିଛି ନାହିଁ ।
୨୪ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ଘନିଭୂତ ହେବାର ସମ୍ଭାବନା ରହିଛି। ଆଜି ଓ ଆସନ୍ତାକାଲି ୨ ଦିନ ଧରି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ନାଇଡୁ କମିଶନ୍ ରିପୋର୍ଟ ସରକାର ଚାପିବାକୁ ନେଇ ଘେରିଲେ ବିରୋଧୀ । ମୁଖ୍ୟ ହତ୍ୟାକାରୀ ଧରା ନପଡ଼ିବାରୁ ଅସନ୍ତୋଷ ଝାଡ଼ିଲେ ଆଶ୍ରମ ଅନ୍ତେବାସୀ ।
ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
୩ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏଥି ପାଇଁ ଅତି ଜରୁରୀ ନଥିଲେ ଘରୁ ନ ବାହାରିବାକୁ କୁହାଯାଇଛି ।
ପରିବାର ମୁହଁରେ ଆହାର ଦେବାକୁ ଦାଦନ ଖଟିବାକୁ ଯାଇଥିଲା ଭେଣ୍ଡିଆ ପୁଅ । ଗାଁକୁ ଆମ୍ବୁଲାନ୍ସ ପଶିଲା, କାନ୍ଦବୋବାଳିରେ ପରିବେଶ କମ୍ପିଲା । କିଏ ଧନ ଲୋ...କିଏ ବାପାଲୋ କହି ରାହା ଛାଡି କାନ୍ଦୁଥିଲେ । ଯବାନ ପୁଅର ମୃତ୍ୟୁକୁ ଦେଖି କେଉଁ ମାଆ ବା ସମ୍ଭାଳିବ?
ତତ୍କାଳୀନ ଫିରିଙ୍ଗିଆ ଥାନା IIC ତପନ କୁମାର ନାହାକଙ୍କ ନିର୍ଦ୍ଦେଶ କ୍ରମେ ଥାନାର ଦୁଇ ହୋମଗାର୍ଡ଼ ପ୍ରଶାନ୍ତ କୁମାର ପାତ୍ର ଓ ରବୀନ୍ଦ୍ର କୁମାର ନାୟକ ପୋଲିସ ଗାଡ଼ିରେ ଗଞ୍ଜେଇ ଚାଲାଣ କରୁଥିବା ଅଭିଯୋଗ ନେଇ ଏକ ଭିଡିଓ ଭାଇରାଲ ହୋଇଥିଲା।
କେତେବେଳେ କାହାକୁ ପୋଲିସ ଗିରଫ କରିବ, ତାହା କେହିବି କହିପାରିବେନି। ଫିରିଙ୍ଗିଆ ଥାନା ପୋଡ଼ି ଘଟଣା ପରେ ବର୍ତ୍ତମାନ ଗାଁ ଗାଁରେ ପୋଲିସର ଗିରଫଦାରୀକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି।
ଆଜିଠାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଦାରିଙ୍ଗବାଡିରୁ ମାୟାନଗରୀ...ଦିନେ ଖାଇବାକୁ ପାଇନଥିଲେ ଏବେ ବଲିଉଡ୍ରେ କମାଲ କରିଦେଲେ । ଫଲି ଆଟିଷ୍ଟ ଭାବରେ ସାଉଁଟୁଛନ୍ତି ପ୍ରଶଂସା
ଦାରିଙ୍ଗିବାଡ଼ିର ଯୁବକ ବରୁଣ ବିଷୋୟୀ ସନ୍ନି ଦେଓଲଙ୍କ ଅଭିନୀତ ‘ଗଦର-୨’ ଫିଲ୍ମରେ କାମ କରି ଏବେ ଚର୍ଚ୍ଚାରେ। ଫିଲ୍ମରେ ସେ ଫଲି ଆର୍ଟିଷ୍ଟ ଭାବେ କାମ କରିବାର ସୁଯୋଗ ପାଇଛନ୍ତି।
ଆସନ୍ତା ୨୫ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୩ ତାରିଖ ପରଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି।
ଆହୁରି ଦୁଇ ଦିନ ବଡ଼ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରାଇଛି। ଆଗାମୀ ୩ ଘଣ୍ଟା ପାଇଁ ଟ୍ୱିନ୍ ସିଟି ସମେତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଦିନେ ଯେଉଁ ମାଟି ପାଇଁ ଜୀବନକୁ ବାଜି ଲଗାଇ ଯୁଦ୍ଧ କରିଥିଲେ, ଆଜି ସେଇଠି ହାରି ଯାଇଛନ୍ତି ଟଙ୍କଧର
ବେରୋଜଗାର ପାଇଁ ଗଂଜେଇ ଚାଷ ସାଜିଛି ସାହାରା । ସତ ମିଛର ନାଲି ଆଖି ଦେଖାଇ ପୋଲିସ ନେଉଛି ବଟି ।
ସ୍ଥାନୀୟ ଅଞ୍ଚଳର କେତେକ ତୃଣମୂଳସ୍ତରର ନେତାଙ୍କ ନାଁରେ ମାମଲା ରୁଜ୍ଜୁ ହୋଇଛି । ଥାନାରେ ଲଙ୍କାକାଣ୍ଡ ଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଏହି ଘଟଣାରେ ଫିରିଙ୍ଗିଆ ବ୍ଲକ ଉପାଧ୍ୟକ୍ଷ ଅଜିତ ସାହୁ, ଫିରିଙ୍ଗିଆ ସରପଂଚ ଓ ସମିତି ସଭ୍ୟଙ୍କ ସମେତ ୫ ଜଣ ସରପଂଚ, ୩ ସମିତି ସଭ୍ୟଙ୍କ ନାମରେ ମାମଲା ରୁଜ୍ଜୁ କରିଛି ପୋଲିସ୍ ।
ଥାନା ଗାଡ଼ିରେ ଗଞ୍ଜେଇ ଚାଲାଣର ଅଭିଯୋଗ ଥିବା ୨ ହୋମଗାର୍ଡଙ୍କୁ କାର୍ଯ୍ୟରୁ ଅନ୍ତର କରାଯିବା ସହ ଥାନା ଆଇଆଇସି ତପନ କୁମାର ନାହାକଙ୍କୁ ହେଡକ୍ୱାର୍ଟରକୁ ବଦଳି କରାଯାଇଛି। ସେହିପରି ଥାନା ପୋଡ଼ି ମାମଲାରେ ୩୦ରୁ ଅଧିକ ଜଣଙ୍କ ନାଁରେ ମାମଲା ରୁଜୁ କରାଯିବା ସହ ଏପର୍ଯ୍ୟନ୍ତ ୧୯ ଜଣଙ୍କୁ ଗିରଫ କରାଯାଇଛି।
ସୂଚନା ଦେଲେ କନ୍ଧମାଳ ଏସ୍ପି ଶୁଭେନ୍ଦୁ କୁମାର ପାତ୍ର