Advertisment

ପୁରୀ ଏସ୍‌ପି ଭାବେ ଦାୟିତ୍ୱ ଗ୍ରହଣ କଲେ କନୱର ବିଶାଲ ସିଂ

ପୁରୀ: ପୁରୀ ଜିଲ୍ଲାର ନୂଆ ଏସ୍‌ପି ଭାବେ ଆଜି ଦାୟିତ୍ୱ ନେଇଛନ୍ତି କନୱର ବିଶାଲ ସିଂ।  ଜିଲ୍ଲାର ବହୁ ବରିଷ୍ଠ ପୋଲିସ ପଦାଧତ୍କାରୀଙ୍କ ଉପସ୍ଥିତିରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୁରୀକୁ କିଭଳି ଅପରାଧ ମୁକ୍ତ କରାଯିବ ଏବଂ ଜନସାଧାରଣ କିଭଳି ସୁରକ୍ଷିତ ମନେ କରିବେ, ତା ଉପରେ ଗୁରୁତ୍ୱ ଦେବା ପ୍ରାଥମିକତା ବୋଲି ଦାୟିତ୍ୱ ନେବା ପରେ ସୂଚନା ଦେଇଛନ୍ତି କେ.ଭି. ସିଂହ।  ପୋଲିସ ହେପାଜତରେ କେ. ରମେଶ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ […]

ପୁରୀ ଏସ୍‌ପି ଭାବେ ଦାୟିତ୍ୱ ଗ୍ରହଣ କଲେ କନୱର ବିଶାଲ ସିଂ

puri

Advertisment

ପୁରୀ: ପୁରୀ ଜିଲ୍ଲାର ନୂଆ ଏସ୍‌ପି ଭାବେ ଆଜି ଦାୟିତ୍ୱ ନେଇଛନ୍ତି କନୱର ବିଶାଲ ସିଂ।  ଜିଲ୍ଲାର ବହୁ ବରିଷ୍ଠ ପୋଲିସ ପଦାଧତ୍କାରୀଙ୍କ ଉପସ୍ଥିତିରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୁରୀକୁ କିଭଳି ଅପରାଧ ମୁକ୍ତ କରାଯିବ ଏବଂ ଜନସାଧାରଣ କିଭଳି ସୁରକ୍ଷିତ ମନେ କରିବେ, ତା ଉପରେ ଗୁରୁତ୍ୱ ଦେବା ପ୍ରାଥମିକତା ବୋଲି ଦାୟିତ୍ୱ ନେବା ପରେ ସୂଚନା ଦେଇଛନ୍ତି କେ.ଭି. ସିଂହ।  ପୋଲିସ ହେପାଜତରେ କେ. ରମେଶ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ବିବାଦୀୟ ପରିସ୍ଥିତିରେ ଅଖିଳେଶ୍ୱର ସିଂଙ୍କୁ ବଦଳି କରାଯାଇଥିଲା।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ