ଜଣେ ଶିକ୍ଷକଙ୍କୁ ଠକିଦେଲା ଠକ ନକଲି ସିବିଆଇ ଅଧିକାରୀ ।
ଉତ୍ତରରୁ ଦକ୍ଷିଣ, ପୂର୍ବରୁ ପଶ୍ଚିମ ସବୁଠି ବର୍ଷା ଜାରି ରହିଛି। ଆଜି ବର୍ଷା ନେଇ କେବଳ ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କଳାହାଣ୍ଡି ଜିଲ୍ଲାକୁ ଛାଡ଼ି ବାକି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆଜି ଅଙ୍ଗୁଲେଇରେ ଆୟୋଜିତ କାର୍ଯ୍ୟକ୍ରମରେ ହଜାର ହଜାର କର୍ମୀ ଉପସ୍ଥିତ ରହି ବୈଜୟନ୍ତଙ୍କ ସହ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକଙ୍କୁ ସମ୍ବର୍ଦ୍ଧିତ କରିଥିଲେ।
ଦେବୋତ୍ତର କାର୍ଯ୍ୟାଳୟ ପାଖରେ ଅଟକିଲା ବ୍ରହ୍ମ ତାଳଧ୍ବଜ ରଥ । ମେସିନ ସାହାଯ୍ୟରେ ରଥକୁ ଟ୍ରାକ୍କୁ ଆଣିବାକୁ ଉଦ୍ୟମ କରାଯାଉଛି ।
ତୁଳସୀ କ୍ଷେତ୍ର ହେଉ କି ଶାବର ଶ୍ରୀକ୍ଷେତ୍ର, ରଥ ଉପରେ ଚୁତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି କୃତକୃତ୍ୟ ଭକ୍ତ। ଖାଲି ରାଜ୍ୟ କାହିଁକି, ଦେଶର ବିଭିନ୍ନ ସ୍ଥାନରେ ବି ଧୁମଧାମରେ ପାଳନ ହୋଇଛି ଶ୍ରୀଜିଉଙ୍କ ଘୋଷଯାତ୍ରା।
ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଜାରି ରହିବ ବର୍ଷା । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା । ଆଗାମୀ ୫ ଦିନ ଯାଏଁ ସମାନ ସ୍ଥିତି ରହିପାରେ ।
ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ।
୧୮ ବର୍ଷ ହେଲାଣି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ପଡ଼ିଛି ବାଡ଼ । ମନ୍ଦିରକୁ ପ୍ରବେଶ ବାରଣ । ୫୦ ଫୁଟ୍ ଦୂରରୁ ଲୁହା ଗ୍ରୀଲ୍ ଫାଙ୍କରୁ ଶ୍ରଦ୍ଧାଳୁ କରୁଛନ୍ତି ଦିଅଁ ଦର୍ଶନ ।
ରଥଯାତ୍ରାକୁ ସୁଚାରୁରୂପେ ପରିଚାଳନା କରିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଡକାଯାଇ ବୁଦ୍ଧିଜୀବୀ, ଟ୍ରଷ୍ଟ ବୋର୍ଡ଼ କର୍ମକର୍ତ୍ତା, ସେବାୟତ, ଶାନ୍ତି କମିଟି ସଦସ୍ୟ, ଜନସାଧାରଣ ତଥା ବିଭିନ୍ନ ବିଭାଗର ସହଯୋଗ କାମନା କରାଯାଇଛି।
ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆହୁରି ୩ ଦିନ ବର୍ଷିବ।
ଶେଷରେ ପାଟକୁରା ପୋଲିସ ଉଭୟ ଠକ ଦଂପତି ବୀଣା ମିଶ୍ର ଓ ବିଭୁ ମିଶ୍ରକୁ ଗିରଫ କରିଛି।
କିଛି ଦିନର ଲୁଚକାଳି ଖେଳ ପରେ ଓଡ଼ିଶାରେ ଆଗକୁ ବଢୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଉଛି।
ରାଜ୍ୟରେ ଗରମ ଗୁଳୁଗୁଳିରୁ ତ୍ରାହି ମିଳୁନି । ଆସନ୍ତା ୨ ଦିନ ଭିତରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।
୬୬ ହଜାରରୁ ଅଧିକ ଭୋଟରେ ବିଜେଡିର ଅଂଶୁମାନ ମହାନ୍ତିଙ୍କୁ ହରାଇବା ପରେ ଜୟ ପଣ୍ଡା ଏହି ବିଜୟ ଶୋଭାଯାତ୍ରା କରୁଛନ୍ତି।
ଜିତିବା ଉପରେ ବୈଜୟନ୍ତ ପଣ୍ତା । ୫୩ ହଜାରରୁ ଅଧିକ ଭୋଟ୍ରେ ଆଗୁଆ ଅଛନ୍ତି ବୈଜୟନ୍ତ ପଣ୍ତା ।
ନେତାଙ୍କ ଛାତି ଧଡ଼ଧଡ଼। ଧିରେ ଧିରେ ଖୋଲୁଛି ଇଭିଏମ୍ ପେଡି। ଫଇସଲା
ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ନିର୍ବାଚନ ପରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ହିଂସା ଅଭିଯୋଗ । କେନ୍ଦ୍ରାପଡ଼ାରେ ବିଜେଡିର ରକ୍ତପାତ ରାଜନୀତି ଅଭିଯୋଗ । ଗତକାଲି ରାତିରେ ପାଟକୁରାରେ ଜଣେ ବିଜେପି କର୍ମୀଙ୍କ ବାପାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।
ରାଜ୍ୟରେ ଶେଷ ପାଳି ଭୋଟିଂ ବେଳେ ବି ଅବ୍ୟବସ୍ଥାର ମାଳ ମାଳ ଅଭିଯୋଗ । ଅଧିକାଂଶ ଅଭିଯୋଗ, ଇଭିଏମର ଅଚଳାବସ୍ଥା ।
ଶେଷ ପର୍ଯ୍ୟାୟରେ ବି ସାଂଘାତିକ ଭୋଟ୍ ହିଂସା । କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଜଗତସିଂହପୁର ଆଦି ସ୍ଥାନରୁ ଆସିଛି ବିଜେଡି କର୍ମୀଙ୍କ ଦାଦାଗିରି, ବୁଥ୍ ରିଗିଂ ଓ ମରଣାନ୍ତକ ଆକ୍ରମଣର ମାଳ ମାଳ ଅଭିଯୋଗ ।
କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀ ୩୫ନଂ ବିଜେପି ବୁଥ୍ ସଭାପତିଙ୍କୁ ଛୁରାମାଡ଼ ହୋଇଥିବା ଅଭିଯୋଗ ହୋଇଛି ।
୬ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ବର ଏବଂ ମୟୂରଭଂଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି।
ଏହି ପର୍ଯ୍ୟାୟରେ ୯୯ ଲକ୍ଷ ୬୧ ହଜାର ୫୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୫୦ ଲକ୍ଷ ୮୮ ହଜାର ୦୭୬ ପୁରୁଷ, ୪୮ ଲକ୍ଷ ୭୨ ହଜାର ୨୯୪ ମହିଳା ତଥା ୬୮୭ ଜଣ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି।
ଓଡ଼ିଶାରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ। ବାଜିରେ ଲାଗିଛି
ଅତନୁ ପ୍ରଚାର କରିବାକୁ ଆସିଥିବା ଦେଖି ଲୋକେ କହିଲେ, ଆମ ଗାଁ ପାଇଁ କ’ଣ କରିଛ? ଆଜି ଯାଏଁ କେଉଁଠି ଥିଲ? ଆଜି କାହିଁକି ଆସିଛ ? ଏମିତି ନାନା ପ୍ରଶ୍ନ ପଚାରି କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ାର ବିଜେଡି ବିଧାୟକ ପ୍ରାର୍ଥୀ ଅତନୁ ସବ୍ୟସାଚୀ ନାୟକଙ୍କୁ ଘେରିଗଲେ ଲୋକେ। ଲୋକଙ୍କ ପ୍ରଶ୍ନ ବାଣରେ ଘାଇଲା ହୋଇ ଡଙ୍ଗାରେ ଖସି ପଳାଇଲେ ଅତନୁ।
କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ ବିଜେଡି ନେତା ଖଗେଶ୍ୱର ଲେଙ୍କାଙ୍କ ୧୬ ଘଣ୍ଟା ଧରି ମିଳୁନି ପତ୍ତା। ଖଗେଶ୍ୱର ଲେଙ୍କାଙ୍କ ଘର ବାହାରେ ଜଗିଛି ସ୍କ୍ବାଡ୍ ।