କେନ୍ଦୁଝର ଜନ୍ତାରୀ ଗାଁ ଜୁଆଙ୍ଗ ବସ୍ତିରେ ମୃତ୍ୟୁର ତାଣ୍ଡବ । ଦେଢ଼ ଦୁଇ ମାସ ଭିତରେ ଅଜଣା ରୋଗ ନେଲାଣି ୧୧ ଜୀବନ ।
ଯୁଆଡେ ଅନେଇବ ସବୁ ଆଡ଼େ ମାଳ ମାଳ ହାତୀ । ଚାଷୀଙ୍କ ମୁଣ୍ଡ ବ୍ୟଥାର କାରଣ ସାଜିଛନ୍ତି ହାତୀପଲ ।
କାଲିଠୁ କମିବ ବର୍ଷାର ପରିମାଣ, କେଉଁ ଜିଲ୍ଲାରେ ପ୍ରବଳ ବର୍ଷା ଦେଖି ନିଅନ୍ତୁ ତାଲିକା...
ଭୁଲ୍ ଚିକିତ୍ସା ଯୋଗୁ ମହିଳାଙ୍କ ମୃତ୍ୟୁ ! କେନ୍ଦୁଝର ଟାଉନ ଥାନା ଚର୍ଚ୍ଚ ଛକ ନିକଟ ଏକ ଘରୋଇ ହସ୍ପିଟାଲ୍ ବିରୋଧରେ ଏଭଳି ଅଭିଯୋଗ ଆସିଛି।
ମେଡିକାଲ୍ ସାମ୍ନାରେ ଆମ୍ବୁଲାନ୍ସ ଡୋର୍ ଅଧଘଣ୍ଟାଏ ଧରି ନଖୋଲିବାରୁ ରୋଗୀଙ୍କ ସମ୍ପର୍କୀୟଙ୍କ ଭିତରେ ବ୍ୟସ୍ତତା ବଢି ଯାଇଥିଲା।
ଲଘୁଚାପ ଘନୀଭୂତ ହୋଇ ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ମୁହାଁ ହେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡିକ ପାଇଁ ସତର୍କ ସୂଚନା ଜାରି କରାଯାଇଛି।
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଚମ୍ପୁଆ ବ୍ଲକ RWSS କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଗତକାଲି ସରକାରୀ ବାସଭବନରୁ ସେ କେଉଁଆଡ଼େ ଚାଲି ଯାଇଥିଲେ।
ସଂପୃକ୍ତ ମହିଳା ଜଣକ ଗତ ୩ ତାରିଖରୁ ନିଖୋଜ ଥିବା ଅଭିଯୋଗ ହୋଇଥିଲା । ଏହାର କିଛିଦିନ ପରେ ଅର୍ଥାତ ୨୦ ତାରିଖରେ ମାଲଦା ନଦୀରୁ ଅର୍ଦ୍ଧନଗ୍ନ ଅବସ୍ଥାରେ ମିଳିଥିଲା ମୃତଦେହ ।
କେନ୍ଦୁଝର ତୁରୁମୁଙ୍ଗା ଥାନା ମୁରୁସୁଆଁ ଗାଁର ଜ୍ଞାନେନ୍ଦ୍ର ସାହୁଙ୍କ ଡାକ୍ତର ପୁଅ ସଚିନଙ୍କ ରହସ୍ୟଜନକ ମୃତ୍ୟୁ ହୋଇଛି ମେଡ଼ିକାଲ କଲେଜ ହଷ୍ଟେଲ ରୁମରେ । ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଥିବାବେଳେ ପରିବାର ଲୋକଙ୍କ ଆଶଙ୍କା, ପୁଅକୁ ହତ୍ୟା କରାଯାଇଛି ।
ମୋବାଇଲ୍ ପାଇଁ ଜଣେ ଅଷ୍ଟମ ଶ୍ରେଣୀର ଛାତ୍ର ବିଷ ପିଇ ଦେଇଥିବା ଜଣାପଡ଼ିଛି। ସ୍କୁଲ୍ରୁ ଆସିବା ମାତ୍ରେ ପୁଅ ମୋବାଇଲ ଧରୁଥିବାରୁ ମାଆ ରାଗିକି ଗାଳି କରିଥିଲେ।
ଗାଁକୁ ରାସ୍ତା ନଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ । ଗୋଟେ କିଲୋମିଟର ଦୂର ଖଟିଆରେ ବୁହା ହେବା ପରେ ଆମ୍ବୁଲାନ୍ସ ନିକଟରେ ପହଞ୍ଚି ଥିଲେ ଗର୍ଭବତୀ ।
କେନ୍ଦୁଝରରେ ସର୍ବାଧିକ ୬୨୭ ରୋଗୀ ଚିହ୍ନଟ । ଦୁଇ ଜିଲ୍ଲାକୁ ଗଲା ଜନସ୍ବାସ୍ଥ୍ୟ ବିଭାଗ ସ୍ପେଶାଲ ଟିମ୍ ।
ଏହି ୪ ଯୁବକ ହେଳେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ୍ ଦରଖଳା ଗାଁର ନବ ମୁଣ୍ଡା, ମଳୟ ମୁଣ୍ଡା, ସୁନାରାମ ହୋତା ଓ ଅନ୍ୟ ଜଣେ ଯୁବକ ।
ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ଲାଗି ରହିଛି। ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
କାନ୍ଥରେ ଲେଖା ହୋଇଛି ଏଠାରେ ଅପରିଷ୍କାର ସାମଗ୍ରୀ ଆଣି ଫୋପାଡନ୍ତୁ । ହେଲେ ଏହି ଘରେ ରହୁଛି ପୂରା ପରିବାର । ଢୁ ଢୁ ବର୍ଷାରେ ଘର ଭାସିଯିବା ପରେ ମୁଣ୍ଡ ଗୁଞ୍ଜିବାକୁ ପାଇଲେନି ଆଶ୍ରା । ପଂଚାୟତ ଅଫିସ୍ ବର୍ଜ୍ୟବସ୍ତୁ ଘରେ ଏବେ ବିତୁଛି ଜୀବନ
ଆଜିଠାରୁ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଏକାଧିକ ଜିଲ୍ଲାରେ ବିଜୁଳି ଘଡ଼ଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ପୁଅ ସହିଦ ହେବାର ୮ ଦିନ ପରେ ଚାଲିଗଲେ ମା’। ଝାଡ଼ଖଣ୍ଡରେ ମାଓ ମୁକାବିଲା ବେଳେ ସହିଦ ହୋଇଥିବା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ମାଟିର ସନ୍ତାନ ସୁଶାନ୍ତ ଖୁଣ୍ଟିଆଙ୍କ ମା’ ଆଉ ନାହାନ୍ତି।
ଆହୁରି ଦୁଇ ଦିନ ବଡ଼ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ କରାଇଛି। ଆଗାମୀ ୩ ଘଣ୍ଟା ପାଇଁ ଟ୍ୱିନ୍ ସିଟି ସମେତ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ସ୍ୱାଧୀନତାର ୭ ଦଶନ୍ଧି ପରେ ଗାଁକୁ ହୋଇପାରିନି ବିଦ୍ୟୁତ ସଂଯୋଗ । ସୂର୍ଯ୍ୟ ବୁଡ଼ିଲେ ଘରେ ପଡ଼ିଯାଏ ତାଟି କବାଟ, ପୁଣି ସୂର୍ଯ୍ୟ ଉଦୟ ହେଲେ ଆରମ୍ଭ ହୁଏ ଜୀବନ । ଖୁଣ୍ଟ ପଡ଼ିନି, ତାର ଟଣା ହୋଇନି କି ଟ୍ରାନ୍ସଫର୍ମର ବସିନି କିନ୍ତୁ ମିଟର ବସିଛି ବିଦ୍ୟୁତ ବିଲ୍ ଆସୁଛି ।
ସହିଦର ମୁକଟ ପିନ୍ଧି ପ୍ରଥମ ଓ ଶେଷଥର ପାଇଁ ଦେହରେ ଜାତୀୟ ପତାକା ଘୋଡ଼ି ହୋଇ ଗାଁକୁ ଫେରୁଥିଲା ବୀର ପୁଅ...ଗାଁ ଦାଣ୍ଡ ଦେଇ ଶୋଭାଯାତ୍ରା ଲମ୍ବିଥିଲା ଯେ ଲମ୍ବିଥିଲା ଆଖି ପାଇବା ଯାଏଁ।
ସହିଦଙ୍କ ପାର୍ଥିବ ଶରୀରକୁ ଶୋଭାଯାତ୍ରାରେ ନିଆଯାଇଥିଲା ଶ୍ମଶାନ । ସେଠାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଗନ୍ ସାଲ୍ୟୁଟ ଦିଆଯାଇଥିଲା । ଶେଷଦର୍ଶନ କରିଥିଲେ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ।
ଜନ୍ମମାଟିକୁ ଫେରିଛି ସହିଦ ବୀର ଯବାନ ସୁଶାନ୍ତ ଖୁଣ୍ଟିଆଙ୍କ ପାର୍ଥିବ ଶରୀର। ସିଧାସଳଖ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସ୍ଥିତ ଜନ୍ମମାଟିକୁ ନିଆଯାଇଛି ସୁଶାନ୍ତଙ୍କ ପାର୍ଥିବ ଶରୀର।