ଆଦିବାସୀ ବୋଲି...ଦେହ ଖରାପ ହୋଇଥିଲା, ଡାକ୍ତରଖାନାକୁ ଯାଇଥିଲେ ଚିକିତ୍ସା ପାଇଁ । କିଛିଦିନ ଚିକିତ୍ସା କଲେ, ହେଲେ ପରେ କହିଲେ ତୁମର ଡେଟ୍ ସରିଗଲା, ଘରକୁ ପଳାଅ । ବିଧାୟକ କହିଲେ, କାର୍ଯ୍ୟାନୁଷ୍ଠାନ ନହେଲେ ଜୋରଦାର ହେବ ଆନ୍ଦୋଳନ
ଇଏ ବି ଜଣେ କଳାକାର । ପେଶାରେ ସିନା ଝାଡୁଦାର ହେଲେ ସକାଳୁ ସଂଜ ପର୍ଯ୍ୟନ୍ତ ବଂଶୀ ବଜାଇବା ତାଙ୍କର ନିଶା । ମନ୍ଦିର ସାମ୍ନାରେ ଏତେ ମଧୁର ସ୍ୱରରେ ବଂଶୀ ବଜାନ୍ତି ଯେ ଶୁଣିବା ଲୋକ କାମ ଛାଡି ଘଡିଏ ଛିଡା ହୁଏ, ଗୀତ ଶୁଣେ.
ଆଲୁମିନିୟମ ବୋଝେଇ ଟ୍ରକର ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତ ଡ୍ରାଇଭରଙ୍କ ପରିଚୟ ମିଳିନାହିଁ । ଆଜି ଭୋର ୪ଟା ସମୟରେ ଦୁଇଟି ଯାକ ଟ୍ରକ କୋଲକାତା ଅଭିମୁଖେ ଯାଉଥିବା ବେଳେ ଲୁହା ଚାଦର ବୋଝେଇ ଟ୍ରକକୁ ପଛରୁ ଧକ୍କା ଦେଇ ଆଲୁମିନିୟମ ବୋଝେଇ ଟ୍ରକଟି ଜଳିଯାଇଛି ।
ଧୁଷୁରୀ, ଅସୁରାଳି, କଶିମପୁର, ହାସନାବାଦ, ପଙ୍ଗଟା, ଫଳପୁର, ଆଦି ପଞ୍ଚାୟତ ପ୍ରଭାବିତ ହୋଇଛି ।
ଲଗାଣ ବର୍ଷା ଓ ବନ୍ୟା ସ୍ଥିତି ଯୋଗୁଁ ଆସନ୍ତାକାଲି ସ୍କୁଲ ଛୁଟି ଘୋଷଣା ହୋଇଛି । ରାଜ୍ୟର ୯ଟି ଜିଲ୍ଲାରେ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ଆସନ୍ତାକାଲି ଛୁଟି ରହିବ ।
ସନ୍ଧ୍ୟା ସୁଦ୍ଧା ଆଖୁଆପଦାରେ ବନ୍ୟାଜଳ ବିପଦ ସଙ୍କେତ ଟପିବ। ତେଣୁ ବୈତରଣୀ ନଦୀକୁ ଛାଡ଼ିଦେଲେ ଅନ୍ୟ ନଦୀରେ ବନ୍ୟା ସ୍ଥିତି ନାହିଁ।
ବୈତରଣୀ ନଦୀରେ ଗାଧୋଇବା ବେଳେ ଅଚାନକ ପାଣି ଆସିବାରୁ ଭାସିଗଲେ ମହିଳା ।
ବଲାଙ୍ଗିର ଜିଲ୍ଲାରେ ଲଗାଣ ବର୍ଷା, ତଳି ଅଞ୍ଚଳରେ ପଶିଲା ପାଣି । ଇଷ୍ଟଦେବୀ ମା’ ପାଟଣେଶ୍ୱରୀ ମନ୍ଦିରରେ ପଶିଲା ପାଣି ।
ଏକତା ହିଁ ବଳ । ଗାଁକୁ ସବୁଦିନିଆ ପୋଲ କରିବାକୁ ବାରମ୍ବାର ଗୁହାରି କରିବା ପରେ ବି କେହି ଶୁଣିଲେନି । ବର୍ଷା ଦିନ ପୂର୍ବରୁ ମିଟିଂ ହେଲା...ଧାନ, ଚାଉଳ ସହ ଟଙ୍କା ଏକାଠି ହେଲା । କଂକ୍ରିଟ ପୋଲ ତିଆରି ପରେ ଏବେ ଘାଏଁ ଘାଏଁ ଗଡୁଛି ଗାଡ଼ି
ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଅତି ପ୍ରବଳ ବର୍ଷା ହେବର ସମ୍ଭାବନା ରହିଛି। ଏନେଇ ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି।
ପ୍ରବଳ ବର୍ଷା ସହ ଘଡ଼ଘଡ଼ି ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ରାତି ୭ଟା ଯାଏ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଆଜି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ ୧୪ଟି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୧୩୫୬ ଟି ୫ଜି ବିଟିଏସ ସ୍ଥାପନ ହୋଇଥିବା ବେଳେ ଏଥିରେ ଜିଓର ୧୧୨୪ ଏବଂ ଏୟାରଟେଲର ୨୩୨ଟି ୫ଜି ବିଟିଏସ ରହିଛି ।
ଚିନ୍ତା ବଢ଼ାଇଲାଣି ସାପ କାମୁଡ଼ା ମୃତ୍ୟୁ। କେନ୍ଦୁଝର ବାରିଆ ଥାନା ନିଶ୍ଚିନ୍ତପୁରର ଏକ ଘରୋଇ କୋଚିଂ ସେଣ୍ଟର ହଷ୍ଟେଲରେ ଶୋଇଥିବା ବେଳେ ସାପ କାମୁଡ଼ାରେ ୩ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି।
ସାପ କାମୁଡ଼ି ଦେବାରୁ ୩ ଜଣ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ବାରିଆ ଥାନା ନିଶ୍ଚିତପୁରଜାଲିରେ ଏକ କୋଚିଂ ସେଣ୍ଟରରେ ଏହି ଘଟଣା ଘଟିଛି।
୨୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ବିଶେଷ କରି ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।
ଦିନେ ଭଲରେ ଚଲୁଥିଲେ, ଭଲ ଖାଉଥିଲେ...୨ ବର୍ଷ ତଳେ ବାପା ଚାଲିଯାଇଥିଲେ, ଏବେ ମାଆ ଚାଲିଗଲେ । ବଡ କଷ୍ଟରେ ଚଳୁଛନ୍ତି ୪ ଭାଇ-ଭଉଣୀ । ପଡୋଶୀ ଖାଇବାକୁ ଦେଲେ ଖାଉଛନ୍ତି ନହେଲେ ଉପାସ।
ପ୍ରବଳ ବର୍ଷା ଆଶଙ୍କାରେ ଆଜି ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଅଜବ ପରମ୍ପରା । ପୁଅକୁ ୧୬, ଝିଅକୁ ୧୨ ହେବା ମାତ୍ରେ ହୁଏ ବାହାଘର । ଏତେ କମ୍ ବର୍ଷରୁ ବିବାହ ହେଉଥିବାରୁ ଅନେକଙ୍କ ସ୍ୱାମୀ ମରିଯାଉଛନ୍ତି ...ବିଧବା ହେବା ପରେ ବି ଏକାଏକା ଜୀବନ ବିତାଉଛନ୍ତି ଏମାନେ।
ସ୍ୱାମୀ ବଞ୍ଚିଥିବା ବେଳେ ଯାହା ଯେମିତି ପରିବାର ଚଳୁଥିଲା । କରୋନା ହେଲା କାଳ...ସ୍ୱାମୀ ଚାଲିଯିବା ପରେ ୩ ପିଲାଙ୍କ ପେଟରେ ଦାନା ଦେବାକୁ ଛେଳି ଚରାଉଛି ମାଆ । ବାରମ୍ବାର ଗୁହାରି କରିବା ପରେ ବି ମିଳୁନି ସରକାରୀ ସହାୟତା
ଗତ କିଛି ଦିନ ହେଲା ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ହେଲେ ଏହାରି ଭିତରେ ପୁଣି ଥରେ ବର୍ଷା ହେବା ସମ୍ଭାବନା ରହିଛି।
ସ୍ଥାନୀୟ ଲୋକଙ୍କ ଦ୍ୱାରା ରାଜମୁଣ୍ଡା-ପାଣିକୋଇଲି NH ଅବରୋଧ କରାଯାଇଛି ।
ଗତ ୨-୩ ଦିନ ଧରି ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖ ଯାଏ ପ୍ରବଳ ବର୍ଷା ହୋଇପାରେ।