ଦୁଇ ଜଣ ମହିଳା ରାସ୍ତାର ଗୋଟିଏ କଡ଼ରେ ଛିଡ଼ା ହୋଇଥିଲେ। ହେଲେ ହଠାତ୍ ପଛପଟୁ ଏକ ଦ୍ରୁତଗତିରେ ହାଇୱା ମାଡ଼ି ଆସିଥିଲା। କେହି କିଛି ବୁଝିବା ପୂର୍ବରୁ, କିଛି ସତର୍କ ହେବା ପୂର୍ବରୁ ହାଇୱା ଧକ୍କା ଦେଇଥିଲା।
ଏଯାଏଁ ନୀଳଗିରି ବିଧାନସଭା ଆସନ ପାଇଁ ବିଜେଡି ବିଧାୟକ ପ୍ରାର୍ଥୀ ଘୋଷଣା କରିନଥିବା ବେଳେ, ସନ୍ତୋଷ ଖଟୁଆ ଟିକେଟ୍ ପାଇଁ ଅନ୍ୟତମ ବଡ଼ ଦାବିଦାର୍ ବୋଲି କୁହାଯାଉଛି ।
କେଉଁଥିରେ ଟ୍ୟାପ୍ ନାହିଁ ତ କେଉଁଠି ହୁଗୁଳି ଗଲାଣି ପାଇପ୍ । ଭଲ ପାଣି ଟିକ ନ ମିଳିବାରୁ ମାଧ୍ୟ ହୋଇ ଚୁଆ ପାଣି ସଂଗ୍ରହ କରି ଘରକୁ ନେଇଛନ୍ତି ଲୋକେ ।
ମା ପାଲି ମୁଣ୍ଡାକୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି । ପୁଅକୁ ଅଟକ ରଖି ତଦନ୍ତ କରୁଛି ଚମ୍ପୁଆ ଥାନା ପୋଲିସ ।
ରାଜ୍ୟରେ ଉପରମୁହାଁ ପାରଦ । ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଇଁ ତାତି ବଢିଛି । ଆଗକୁ ସ୍ୱାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ।
ଆଜି ବିଜେପିରେ ମିଶିବେ ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ।ବ୍ୟକ୍ତିଗତ କାରଣ ଦର୍ଶାଇ ଗତକାଲି କଂଗ୍ରେସର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି।
ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ରାଷ୍ଟ୍ରପତି । ଆସନ୍ତାକାଲି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, କଟକରେ ବ୍ରହ୍ମକୁମାରୀ ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଏବଂ ରାଜଭବନରେ ପ୍ରଧାନମନ୍ତ୍ରୀ ଜନମନର ଉପସ୍ଥାପନା ଦେଖିବେ ।
ଭାଇରାଲ୍ ପ୍ରଶ୍ନପତ୍ରକୁ ପିଲାଏ ଚିହ୍ନିଲା ପରେ ଅଜବ ଉତ୍ତର ରଖିଛନ୍ତି ବୋର୍ଡ ସଭାପତି । ବୋର୍ଡ ସଭାପତିଙ୍କୁ ପ୍ରଶ୍ନ କରିବା ପରେ ସେ ସ୍ପଷ୍ଟୀକରଣ ଦେବା ପରିବର୍ତ୍ତେ ଗଣମାଧ୍ୟମକୁ ଓଲଟା ଟାର୍ଗେଟ କରିଛନ୍ତି ।
ମୋବାଇଲରୁ ମୋବାଇଲ୍ ଘୁରି ବୁଲୁଛି ମାଟ୍ରିକ ପ୍ରଶ୍ନପତ୍ର। ଆଜି ଗଣିତ ପରୀକ୍ଷା ଥିବା ବେଳେ ଏହାର କିଛି ପ୍ରଶ୍ନପତ୍ର ଭାଇରାଲ୍ ହେଉଛି।
ସ୍କୁଟି ଯୋଗେ ବାଙ୍କପାଟୁଳୀ ସାପ୍ତାହିକ ହାଟକୁ ଆସୁଥିଲେ ବାପ-ପୁଅ। ଏହି ସମୟରେ ପିପିଳିଆ ଛକ ନିକଟରେ କେନ୍ଦୁଝର ପଟକୁ ଆସୁଥିବା ଏକ ରଡ଼ ବୋଝେଇ ଆଇଚର ତାଙ୍କ ସ୍କୁଟିକୁ ଧକ୍କା ଦେଇଥିଲା ।
ଆନନ୍ଦପୁର ପୌରାଞ୍ଚଳରେ ତିନିଦିନ ଧରି ନିଖୋଜ ଯୁବକଙ୍କ ମୃତଦେହ ଡ୍ରେନରୁ ଉଦ୍ଧାର । ମୁକୁଳା ଡ୍ରେନରେ ପଡି ଯୁବକଙ୍କ ଜୀବନ ଯାଇଥିବା ଅଭିଯୋଗ ହୋଇଛି ।
ଗୁଳି କରି କାରରୁ ଲୁଟ୍ । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଖିରେଇଟାଙ୍ଗିରି ଟୋଲ ଗେଟ୍ ନିକଟରେ କାରକୁ ଗୁଳିକରି ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ବାଇକରେ ଆସି ୪ଜଣ ଦୁର୍ବୃତ୍ତ ୧୦ ହଜାର ଟଙ୍କା ଲୁଟ୍ କରିଥିବା ଅଭିଯୋଗ ହୋଇଛି ।
କୁକୁଡ଼ା ମଡ଼କରୁ କ୍ଷତିରେ ଫାର୍ମ ମାଲିକ । ୨୦ ଦିନରେ ପଶୁ ଡାକ୍ତରଙ୍କ ଆନ୍ଦୋଳନ ।
ଗେଷ୍ଟ ଫାକଲ୍ଟି ଓ ଅବସରପ୍ରାପ୍ତ ଅଧ୍ୟାପକଙ୍କ ପୁନଃ ନିଯୁକ୍ତିକୁ ନେଇ ପ୍ରଶ୍ନ ଉଠାଇଛି ରାଜ୍ୟ ଅଧ୍ୟାପକ ସଂଘ । ଏହାଦ୍ୱାରା ପାଠପଢା ନିୟମିତ ଓ ଠିକରେ ହୋଇପାରିବ କି ବୋଲି ସଂଘ ପ୍ରଶ୍ନ କରିଛି ।
ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ବିଭିନ୍ନ ସ୍ଥାନରେ ଘନକୁହୁଡ଼ି ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
କେମିତି ହେଲା ବିସ୍ଫୋରଣ ଏନେଇ ପ୍ଲାଣ୍ଟ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ ।
ଦୁର୍ଘଟଣା କିପରି ଘଟିଲା ତାହା ଜଣାପଡ଼ିନାହିଁ । କୁହୁଡ଼ି ନା ଅନ୍ୟ କିଛି କାରଣରୁ ଏପରି ଘଟିଲା ତା’ ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରୁଛି ।
କିରେଇ ୭, ଫୁଲବାଣୀ ୮.୫, କୋରାପୁଟ ୮.୭, କେନ୍ଦୁଝର ୮.୮ ଡିଗ୍ରୀ, ସୁନ୍ଦରଗଡ଼ ୯, ଝାରସୁଗୁଡ଼ା ୯.୨, ଦାରିଙ୍ଗବାଡ଼ି ୯.୫ ଡିଗ୍ରୀ, ଅନୁଗୁଳ ଓ ରାଉରକେଲା ତାପମାତ୍ରା ୯.୬ ଡିଗ୍ରୀ ସହ କଟକ ୧୩.୫ ଓ ଭୁବନେଶ୍ୱର ରାତ୍ରି ତାପମାତ୍ରା ୧୩.୮ ଡିଗ୍ରୀ ରହିଛି ।
NHରେ ବେଆଇନ ଗାଡ଼ି ପାର୍କିଂ ଡାକୁଛି ବିପଦ । ଘଟୁଛି ଦୁର୍ଘଟଣା, ଚାଲିଯାଉଛି ନିରୀହ ଜୀବନ । କେନ୍ଦୁଝର ହେଉ ବା ଭୁବନେଶ୍ୱର ଅଥବା ଆଜି ଯାଜପୁରରେ ଘଟିଥିବା ଦୁର୍ଘଟଣା, ସବୁଠି ବେଆଇନ ଗାଡ଼ି ପାର୍କିଂ ହିଁ ଦୁର୍ଘଟଣା ପଛର ମୁଖ୍ୟ କାରଣ ।
ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଟ୍ରକ୍କୁ ପଛପଟୁ ଭ୍ୟାନ୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ହିଁ ୮ ଜଣଙ୍କ ଜୀବନ ଚାଲିଯାଇଛି ।
ଧାନ କିଣା ପ୍ରକ୍ରିୟାରେ ସ୍ୱଚ୍ଛତା ଆଣିବାକୁ ରାଜ୍ୟ ସରକାର ଢେର୍ ଆଗରୁ ଧାନ ଚାଷ ହୋଇଥିବା ଜମିର ସବିଶେଷ ତଥ୍ୟ ମାଗିଥିଲେ। ଧାନ ବିକିବା ଲାଗି ଚାଷୀଙ୍କୁ ନାଁ ପଞ୍ଜୀକରଣ ବାଧ୍ୟତାମୂଳକ ବୋଲି କୁହାଯାଇଥିଲା। ତେବେ
କେନ୍ଦୁଝର ମଇଦାନକେଲ ଜଙ୍ଗଲରେ ୧୨ଟିକିଆ ହାତୀଙ୍କ ମଧ୍ୟରେ ଛଅ ମାସର ଛୁଆ ଆହତ, ଚିକିତ୍ସା ପାଇଁ ଲାଗିଛି ବନ ବିଭାଗ....
ଆଜି ଭୋର୍ ସମୟରେ ନୟାଗଡ଼ ଓ ଜୁରୁଡ଼ି ଷ୍ଟେସନ୍ ମଝିରେ ପଳସା ନିକଟରେ ରେଳ ଲାଇନ୍ ପାର୍ ହେଉଥିବା ବେଳେ ହାତୀକୁ ଧକ୍କା ଦେଇଥିଲା ଟ୍ରେନ୍ ।
କାଲି ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ।
ଲଘୁଚାପ କ୍ଷେତ୍ର ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ....ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି...ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା...