Advertisment

କରୋନା କବଳରେ ଖୋର୍ଦ୍ଧା ଏସ୍‌ପି

ଖୋର୍ଦ୍ଧା: ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ୱାଇଁଙ୍କୁ କରୋନା। ସ୍ୱାବ୍ ରିପୋର୍ଟ ପଜିଟିଭ ଆସିଥିବା ନେଇ ନିଜେ ଏସ୍‌ପି ସୂଚନା ଦେଇଛନ୍ତି। ଜିଲ୍ଲା ପୋଲିସ୍‌ ମୁଖ୍ୟାଳୟର ଜଣେ ଷ୍ଟାଫ୍ କରୋନା ସଂକ୍ରମିତ ହୋଇଥିଲେ। ଏହାପରେ ଅନ୍ୟମାନଙ୍କ ସ୍ୱାବ୍ ନିଆଯାଇଥିଲା। ସ୍ୱାବ୍ ଟେଷ୍ଟରେ ଖୋର୍ଦ୍ଧା ଏସ୍‌ପିଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଥିଲା। ତାଙ୍କର କୌଣସି କରୋନା ଲକ୍ଷଣ ନ ଥିଲା ବୋଲି ଏସ୍‌ପି ଅଜୟ ପ୍ରତାପ କହିଛନ୍ତି। ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ […]

ଅଦ୍ୟତନ ହୋଇଛି
କରୋନା କବଳରେ ଖୋର୍ଦ୍ଧା ଏସ୍‌ପି

corona22

Advertisment

ଖୋର୍ଦ୍ଧା: ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ୱାଇଁଙ୍କୁ କରୋନା। ସ୍ୱାବ୍ ରିପୋର୍ଟ ପଜିଟିଭ ଆସିଥିବା ନେଇ ନିଜେ ଏସ୍‌ପି ସୂଚନା ଦେଇଛନ୍ତି।

Advertisment

ଜିଲ୍ଲା ପୋଲିସ୍‌ ମୁଖ୍ୟାଳୟର ଜଣେ ଷ୍ଟାଫ୍ କରୋନା ସଂକ୍ରମିତ ହୋଇଥିଲେ। ଏହାପରେ ଅନ୍ୟମାନଙ୍କ ସ୍ୱାବ୍ ନିଆଯାଇଥିଲା। ସ୍ୱାବ୍ ଟେଷ୍ଟରେ ଖୋର୍ଦ୍ଧା ଏସ୍‌ପିଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଥିଲା।

ତାଙ୍କର କୌଣସି କରୋନା ଲକ୍ଷଣ ନ ଥିଲା ବୋଲି ଏସ୍‌ପି ଅଜୟ ପ୍ରତାପ କହିଛନ୍ତି।

ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ଜଣଙ୍କ ମୃତ୍ୟୁ ଘଟିଛି।

Advertisment

ପଢ଼ନ୍ତୁ: ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ, ୨୩୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା 

Khurda SP Ajay Pratap Swain Khurda Sp Khurda Sp Tests Positive For Covid19
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ