ଏ ତଥ୍ୟ ଦେଇଛନ୍ତି ହରିୟାଣାସ୍ଥିତ ନ୍ୟାସନାଲ ବ୍ୟୁରୋ ଅଫ ଆନିମଲ ଜେନେଟିକ୍ସ ରିସୋର୍ସ ସଂସ୍ଥାର ଗବେଷକ ଡକ୍ଟର ମହେଶ ଡିଗେ ।
ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଭାଇରାଲ୍ ପାଇଁ ଜୀବନ ହାରିଲେ ନାବାଳିକା ଛାତ୍ରୀ। ମୃତ୍ୟୁ ପୂର୍ବରୁ ନାବାଳିକା ଜଣକ ନିରାକାରପୁର IICଙ୍କୁ ଏକ ଚିଠି ଲେଖିଥିଲେ।
୧୮ ତାରିଖ ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇବ।
୨୬୨ ରାଙ୍କ ରଖି ସଫଳତା ପାଇଥିବା ବାଣପୁରର ଅଲାଇଡିହ ଗ୍ରାମର ପ୍ରସନ୍ନ କୁମାର ପଣ୍ଡା । ପରୀକ୍ଷାରେ ସଫଳତା ପରେ ଏବେ ତାଙ୍କ ପାଖକୁ ଛୁଟିଛି ଶୁଭେଚ୍ଛାର ସୁଅ ।
ଉପକୂଳ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଆଜି ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
୧୧ଟି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ଆସନ୍ତା ୨ ତାରିଖରୁ ଅର୍ଥାତ୍ ମହାସପ୍ତମୀରୁ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ଉପକୂଳ ଓଡ଼ିଶାର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଷୋଡ଼ଶ ପର୍ବର ପ୍ରଥମ ଦିନରେ ଘର ତ୍ୟାଗ କରି ମାଆଙ୍କ ପାଖରେ ସମର୍ପିତ ହୋଇଥାନ୍ତି ବଳି ଜେନା।
ଲଘୁଚାପ କ୍ଷେତ୍ରଟି ଆଗାମୀ କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିିଛି ।
ଗୋରୁ ଚାଲାଣ ଗାଡି ଆଗରେ ଥିଲା ଜଗନ୍ନାଥଙ୍କର ଚିତ୍ର । ଗାଡି ପଛରେ ମାଆଙ୍କ ଆଶୀର୍ବାଦ ଲେଖା ।
୨ ବର୍ଷ ପରେ କରୋନା କଟକଣା ହଟିବା ପରେ ଜୀବନଜୀବିକା ଏବେ ଟ୍ରାକ୍କୁ ଫେରିଥିବା ଦେଖିବାକୁ ମିଳିଛି। ପାର୍ବଣ ପାଇଁ ଚାରିଆଡ଼େ ଉତ୍ସବ ମୁଖର ହୋଇଥିବା ବେଳେ ୨ ବର୍ଷ ହେଲା ହାତ ବାନ୍ଧି ବସିଥିବା କଳାକାରଙ୍କ ପାଖରେ ଏବେ ତର ନାହିଁ।
କେନାଲ ପାଣି ଆସୁନଥିବାରୁ ଚାଷୀ ବର୍ଷକୁ ଗୋଟିଏ ସାରଦ ଧାନ ଚାଷ କରି ପରିବାର ପ୍ରତିପୋଷଣ କରେ । ହେଲେ ସେହି ଧାନଚାଷକୁ ଏବେ ବନ୍ୟା ଉଜାଡି ଦେଇଛି ।
ଟ୍ୱିନ୍ ସିଟି ସାଙ୍ଗକୁ ଜଟଣୀ ଓ ତାଳଚେରରେ ବ୍ୟାପକ ଆୟୋଜନ । ଅଗ୍ରପୂଜ୍ୟଙ୍କ ଆଗମନରେ ଉତ୍ସବମୁଖର ପୁରପଲ୍ଲୀ । ୧୨ ଦିନିଆ ମହୋତ୍ସବକୁ ନେଇ ଉଠୁଛୁ ପଡ଼ୁଛି ମୁମ୍ବାଇ ।
ଖୋଳା ଚାଲିଛି ମାଙ୍କଡା ପଥର ଖଣି । ଦିନ ଦ୍ୱିପହରେ ନିୟୋଜିତ ହୋଇଛି ପାୱାର ଟିଲର । ବେଧଡ଼କ କଟା ଚାଲିଛି ପଥର । ଏଭଳି ପଥର ଖୋଳା ଯୋଗୁଁ ସୃଷ୍ଟି ହେଲାଣି ବିରାଟ ବିରାଟ ଖାଲ । କେବଳ ମାଙ୍କଡ଼ା ପଥର ନୁହଁ, ଜାତୀୟ ରାଜପଥ କଡ଼ର କେଉଁ ପାହାଡ଼ରୁ ମୁଗୁନି ପଥର ତ ଆଉ କେଉଁଠି ମୋରମ ଖୋଳି ଚାଲାଣ ହେଉଛି ।
ପୁରୀ, କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରୁ ଆସୁଛନ୍ତି ରୋଗୀ । ଘଣ୍ଟା ଘଣ୍ଟାର ଅପେକ୍ଷା, ଭିତ୍ତିଭୂମି ନଥିବାରୁ ଚଟାଣରେ ଚିକିତ୍ସା ।
SRCଙ୍କ ସୂଚନା ଅନୁଯାୟୀ, ଚଳିତ ବନ୍ୟାରେ ବର୍ତ୍ତମାନ ସୁଦ୍ଧା ବନ୍ୟା ପ୍ଲାବିତ ଅଞ୍ଚଳରୁ ୫ଟି ସାପ କାମୁଡ଼ା ମାମଲା ସାମ୍ନାକୁ ଆସିଲାଣି ।C
ବନ୍ୟାର ଆଁରେ ପୁରୀ-ଖୋର୍ଦ୍ଧା । ଖୋର୍ଦ୍ଧା ତିରିମଲ ପାଖରେ ଶହେ ଫୁଟ୍ର ଘାଇ । ଖୋର୍ଦ୍ଧା-ବଲାଙ୍ଗିର ଏନ୍ଏଚ୍ରେ ଗାଡ଼ି ଚଳାଚଳ ଠପ୍ ।
ଘର ଛାତ ଉପରେ ଶୋଇଥିବାବେଳେ ହତ୍ୟା...ମାରଣାସ୍ତ୍ରରେ ହାଣି ହତ୍ୟା କଲେ ଦୁର୍ବୃତ୍ତ...
ସଫା ହେଉନି ଡ୍ରେନ୍, ଜଳୁନି ଷ୍ଟ୍ରିଟ୍ ଲାଇଟ୍ । ବିଧାୟକ କହିଲେ ବହୁ ବିକାଶମୂଳକ କାମ ଅାରମ୍ଭ ହୋଇଛି ।
ଘରୋଇ କମ୍ପାନୀର ବାକି ସୁଝି ପାରିଲେନି ସରକାର । ରାସ୍ତା ଓ ଗୃହ ନିର୍ମାଣ ବିଭାଗର ଉପକରଣ ନେଇଗଲା କମ୍ପାନୀ ।
ପୂର୍ବରୁ ୨୦୨୦ରେ ସଂପୃକ୍ତ ଅଭିଯୁକ୍ତ ସାରୁଅ ଶିଳ୍ପାଞ୍ଚଳରେ ଅନ୍ୟ ଜଣେ ପୂର୍ବତନ ସେନା କର୍ମଚାରୀ ରଘୁନାଥ ପାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲା ।
ଏକ ପ୍ରଶ୍ନର ଉତ୍ତର ରଖି ମତ ରଖିଲେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୦୫ ଜଣ ଶିଶୁ ରାସ୍ତା କଡ଼ରେ ରହୁଛନ୍ତି ।
ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ବସ୍ ଦୁର୍ଘଟଣା । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୮ରୁ ଉର୍ଦ୍ଧ୍ୱ ଆହତ ହୋଇଥିବା ସୂଚନା...
ଖୋର୍ଦ୍ଧା ଜିଲ୍ଲା ଜଙ୍କିଆ ନିକଟରେ ବିଦ୍ୟୁତ ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି ଗୋଟିଏ ଦନ୍ତା ହାତୀର ମୃତ୍ୟୁ ଘଟିଛି।