• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Khurda

Barunei Pitha
ଶିରି ହରାଇ ଚାଲିଛି ଖୋର୍ଦ୍ଧାର ଐତିହାସିକ ବରୁଣେଇ

୩-୪ ବର୍ଷ ତଳୁ ଆଉ ଝରୁନି ଚିରସ୍ରୋତା ଝରଣା ।

Mining
ଖଣି ଖନନରେ କମ୍ପୁଛି ଗଗନ, ଭାଙ୍ଗୁଛି ଘରଦ୍ୱାର; ଗୁହାରୀ ପରେ ବି ଶୁଣୁ ନାହାଁନ୍ତି ସରକାର

ନା ଲୋକଙ୍କ ଧନଜୀବନ ପ୍ରତି ଦାୟିତ୍ୱ ରହୁଛି, ନା ସେମାନଙ୍କ ଆପତ୍ତି ଅଭିଯୋଗ ପ୍ରତି ଖାତିର ରହୁଛି । ଦୀର୍ଘଦିନ ହେଲା, ଖୋର୍ଦ୍ଧା ଭୋଗପୁର ଜନବସତି ଅଞ୍ଚଳରେ ଆଖିବୁଜା ପଥର ଖନନ କରି ଚାଲିଛି ଓଡ଼ିଶା ଖଣି ନିଗମ ।

Aravind Dhali
ବିଜେଡିକୁ ଆଉ ଏକ ଝଟ୍‌କା ! ଦଳ ଛାଡ଼ିଲେ ଜୟଦେବ ବିଧାୟକ ଅରବିନ୍ଦ ଢ଼ାଲି

ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି ।

VK Pandian
ପାଣ୍ଡିଆନଙ୍କୁ କିଛି କହିବାକୁ ଚାହୁଁଥିଲେ ଛାତ୍ରୀ, କିନ୍ତୁ ଭିଡିନେଲେ ସାଦା ପୋଷାକଧାରୀ ପୋଲିସ୍

ନୂଆ-ଓ କାର୍ଯ୍ୟକ୍ରମରେ ପାଣ୍ଡିଆନଙ୍କୁ କ’ଣ କହିବାକୁ ଚାହୁଁଥିଲେ ଛାତ୍ରୀ ?

Eviction In Khurdha
ପୌରାଞ୍ଚଳରେ ବୁଲିଲା ବୁଲଡୋଜର, ଜୋରଦାର ହେଲା ଜବର ଦଖଲ ଉଚ୍ଛେଦ

ସରକାରୀ ଜମିରେ ଥିବା ଘର ଭାଙ୍ଗିଲା ପ୍ରଶାସନ ।

Odisha Weather
ଆଜିଠୁ ତାତିରୁ ମିଳିପାରେ ଆଶ୍ୱସ୍ତି; ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ବିଶେଷ କରି କୋରାପୁଟ, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ବୌଦ୍ଧ, ଗଞ୍ଜାମ, କନ୍ଧମାଳ ଓ ପୁରୀରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।

Sattara Satranj, Khudha Politics
ଓଡ଼ିଆ ବୀରଙ୍କ ମାଟି ଖୋର୍ଦ୍ଧା, ଏଠି ଲଢେଇ ଭିନ୍ନ ପ୍ରକାର

୨୦୦୯ରେ ଦେଖିବାକୁ ମିଳିଥିଲା ଏକ ରୋଚକ ଦୃଶ୍ୟ। ୨୦୦୯ରେ ଜ୍ୟୋତିନ୍ଦ୍ରନାଥ ମିତ୍ର ସ୍ୱାଧୀନ ପ୍ରାର୍ଥୀ ଭାବେ ଲଢିଥିଲେ। ତାଙ୍କୁ ଟକ୍କର ଦେଇଥିଲେ ତାଙ୍କର ଏକଦା ଦୃଢ ସମର୍ଥକ ଥିବା ରାଜେନ୍ଦ୍ର ସାହୁ।

Khurdha Politics
ଦଳ ନୁହେଁ ଏଠି ପ୍ରର୍ଥୀଙ୍କୁ ମିଳେ ଗୁରୁତ୍ୱ, ଏବେ ବି ଗୁରୁ-ଶିଷ୍ୟଙ୍କ ମଧ୍ୟରେ ଚାଲିଛି ଲଢ଼େଇ

ଦୁହିଁଙ୍କ ଲଢେଇ ଭିତରେ ଅନବରତ ଦଳବଦଳକୁ ଦୃଷ୍ଟିରେ ରଖି ୨୦୧୯ରେ ରାଜେନ୍ଦ୍ରଙ୍କୁ ବେଗୁନିଆ ପଠାଇଥିଲା ବିଜେଡି। ହେଲେ ଖୋର୍ଦ୍ଧାରେ ଉଭୟଙ୍କ ସଂଗଠନ ସକ୍ରିୟ ଥିବାରୁ ୨୦୨୪ ପାଇଁ ଉଭୟ କ୍ଷେତ୍ର ପ୍ରସ୍ତୁତିରେ ଲାଗିଥିବା କୁହାଯାଉଛି।

Land
ଆଦିବାସୀଙ୍କ ସମ୍ପତ୍ତି ପାଇଁ ଚକ୍ରାନ୍ତ; କାମ କରୁଛି ବଡ଼ ରାକେଟ, ରାତି ଅଧିଆ ବଦଳି ଯାଉଛି ପଟ୍ଟା

ଆଦିବାସୀଙ୍କ ଭୂ-ସଂପତ୍ତି ହାତେଇବାକୁ ବଡ଼ ଚକ୍ରାନ୍ତ । ଖୋର୍ଦ୍ଧା ଜିଲ୍ଲାରେ କାମ କରୁଛି ଏକ ବଡ଼ ରାକେଟ୍ । ଖତିଆନ ଠାରୁ ପଟ୍ଟା ପର୍ଯ୍ୟନ୍ତ ରାତି ଅଧିଆ ସବୁ କିଛି ବଦଳି ଯାଉଛି ।

Nayagarh Pari Case
ପରୀ ହତ୍ୟା ମାମଲା: ସାଢ଼େ ୪ ବର୍ଷ ପରେ ଆସିଲା କୋର୍ଟଙ୍କ ରାୟ, ଖୁସି ନାହାନ୍ତି ମାଆ

ନୟାଗଡ଼ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା । ଦୋଷୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ।

Odisha Weather
କମିଲା ଶୀତ, ବଢିଲା ତାତି; ଉପକୂଳ ଓଡ଼ିଶାକୁ ଘନକୁହୁଡି ନେଇ ସତର୍କ ସୂଚନା

ଘନକୁହୁଡି ନେଇ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ବିଶେଷକରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ଗଂଜାମ, ଗଜପତି ଓ କୋରାପୁଟ ଜିଲ୍ଲାରେ ଘନ କୁହୁଡି ଦେଖାଦେବ ।

Crime
ନୃଶଂସ ପ୍ରେମିକ !! ପ୍ରେମିକାକୁ ବୁଲିବାକୁ ଡାକି ନେଇ ଛୁରୀ ଭୁଷିଲା..

ଉଭୟଙ୍କ ମଧ୍ୟରେ କୌଣସି କାରଣରୁ ଝଗଡା ହୋଇଥିଲା । ଏହାକୁ ନେଇ ବିବାଦ ତେଜିବାରୁ ପୂର୍ବ ଯୋଜନା ମୁତାବକ ନିବେଦିତାଙ୍କୁ ଏକ ଛୁରୀରେ ୧୦ରୁ ଅଧିକ ଥର ଭୁଷିଥିବା ଅଭିଯୋଗ ହୋଇଛି ।

Hi-Tech Medical
ହାଇଟେକ୍ ଡେଡବଡି ଦ୍ୱନ୍ଦ୍ୱ, ବଞ୍ଚିଛନ୍ତି ଦିଲୀପ-ଜ୍ୟୋତିରଞ୍ଜନ ଗଲେ କୁଆଡ଼େ ?

ସ୍ୱାମୀ ଦିଲୀପଙ୍କ ମୃତ୍ୟୁଖବର ଶୁଣି ଆତ୍ମହତ୍ୟା କରିଥିଲେ ପତ୍ନୀ । ଆହତ ଜ୍ୟୋତି ରଞ୍ଜନଙ୍କୁ ଫେରାଇବାକୁ ପରିବାରର ଦାବି ।

Chilika Bird Census
ସରିଲା ପକ୍ଷୀ ଗଣନା; ଏଥର ୧୮୭ ପ୍ରଜାତିର ୧୧ଲକ୍ଷ ୩୭ ହଜାର ୭୫୯ ପକ୍ଷୀ

୧୦ ବର୍ଷ ପରେ ଏଥର ପାଲାସ ଫିସ୍ ଇଗଲ ପକ୍ଷୀ ଚିଲିକାରେ ଦେଖାଦେଇଛି।

Traders not been resettled
ଉଚ୍ଛେଦର ୮ବର୍ଷ ବିତିଲାଣି, ତଥାପି ଥଇଥାନ ହୋଇନାହାନ୍ତି ୫୮୮ ବ୍ୟବସାୟୀ

ଖୋର୍ଦ୍ଧା ଜଟଣୀ ପୌରପରିଷଦରେ ଉଚ୍ଛେଦ କରାଯାଇଥିବା ଦୋକାନୀମାନଙ୍କୁ କେବେ କରାଯିବ ଥଇଥାନ ? ଦୋକାନୀଙ୍କୁ କେବେ ମିଳିବ ଲକ୍ଷ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ଭେଣ୍ଡିଂଜୋନ ?

Project
ପ୍ରଶାସନର ଚରମ ଅବହେଳା, ଖତ ଖାଉଛି ଲୋକାଭିମୁଖୀ ପ୍ରକଳ୍ପ

ଖୋର୍ଦ୍ଧା ପୌରପରିଷଦରେ ନିର୍ମିତ ଅନେକ ପ୍ରକଳ୍ପ ଏବେ ବ୍ୟବହାର ଅନୁପଯୋଗୀ । କିଛି ଅବହେଳିତ ଅବସ୍ଥାରେ ରହିଛି, ଆଉ କିଛି ଭାଙ୍ଗିରୁଜି ଗଲାଣି ।

Major IT raids in Odisha
ଓଡ଼ିଶାରେ ବଡ଼ଧରଣର ଆୟକର ଚଢ଼ଉ, ଡାଇରେକ୍ଟର ଓ ଏମ୍‌ଡିଙ୍କ ଘରେ ରେଡ୍...

ରାଜ୍ୟରେ ବଡ଼ଧରଣର ଆଇଟି ରେଡ୍ । କୋଲକାତା ଓ ରାଞ୍ଚିରେ ମଧ୍ୟ ଆୟକର ବିଭାଗ ଚଢ଼ାଉ କରିଥିବା ସୂଚନା ମିଳିଛି ।

Student Tortured By Teacher
ବିରୁଡ଼ି କାମୁଡ଼ିଥିବା ଛାତ୍ରୀଙ୍କୁ ଶିକ୍ଷୟିତ୍ରୀଙ୍କ ଲୁହା ଚେଙ୍କ; ଦୋଷ ମାନିଲେ ଶିକ୍ଷୟିତ୍ରୀ

ସ୍କୁଲରେ ଥିବା ଅବସ୍ଥାରେ ଛାତ୍ରୀଙ୍କୁ କାମୁଡ଼ିଦେଲା ବିରୁଡ଼ି । ମାତ୍ର ଔଷଧ ଦେବା ବଦଳରେ ଶିକ୍ଷୟିତ୍ରୀ ଦେଇଦେଲେ ଲୁହା ଚେଙ୍କ ।

Cyclonic storm likely to form over Bay of Bengal by december 2
ଡିସେମ୍ବର ୨ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ! ୭ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଚିଠି...

ଡିସେମ୍ବର ୧ ତାରିଖରୁ ସମୁଦ୍ରରେ ପବନ ବହିବ । ତେଣୁ ସମୁଦ୍ରକୁ ନ ଯିବାକୁ ଧୀବରଙ୍କୁ ପରାମର୍ଶ ଦିଆଯାଇଛି । 

Farmers of Krushi Mela alleging of not getting previous incentives
କାହା ପାଇଁ ଯୋଜନା? ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳାରେ ପୋଲ୍ ଖୋଲିଲେ ଚାଷୀ

ଖୋର୍ଦ୍ଧାରେ ଚାଲିଛି ୨ ଦିନିଆ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା...ଚାଷ ପାଇଁ କୌଣସି ସହାୟତା ମିଳିନଥିବା ଅଭିଯୋଗ..

Deepawali
ଦୁଃଖ ଦେଇଗଲା ଦୀପାବଳି ! ସ୍ୱାମୀଙ୍କ ବିୟୋଗରେ ମ୍ରିୟମାଣ ପତ୍ନୀ ହାରିଦେଲେ ଜୀବନ

ଶେଷକୃତ୍ୟ ସରୁ ସରୁ ଆତ୍ମହତ୍ୟାର ପଥ ବାଛିନେଲେ ପତ୍ନୀ । ଅବେଳରେ ଅନାଥ ହୋଇଗଲେ ବୋଲଗଡ଼ ବେଣାଗାଡିଆର ୨ କୁନି ଝିଅ ।

Firecrackers
ଦୀପାବଳି ପାଇଁ ବାଣକୁ ନେଇ ଦ୍ୱନ୍ଦ୍ୱ; ଗ୍ରୀନ୍ କ୍ରାକର୍ କ'ଣ... ଚିହ୍ନିବେ କେମିତି ?

ପାରମ୍ପରିକ ବାଣରେ ଆର୍ସେନିକ, ଲିଥିୟମ ଓ ବେରିୟମ ଭଳି ପ୍ରଦୂଷଣକାରୀ ତଥା କ୍ଷତିକାରକ କେମିକାଲ ମିଶୁଥିବାବେଳେ ଗ୍ରୀନ କ୍ରାକରରେ ଏସବୁ ନ ଥାଏ । ଗ୍ରୀନ୍ କ୍ରାକରରେ ଆଲୁମିନିୟମ, ଲିଡ୍ ଓ କାର୍ବନ ଥାଏ, ଯାହାକି ଫୁଟିବା ବେଳେ କମ୍ ଅଙ୍ଗାରକାମ୍ଳ ନିର୍ଗମନ କରିଥାଏ ।

Class-IX student
ନବମ ଶ୍ରେଣୀ ଛାତ୍ରଙ୍କୁ ଘରେ ପଶି ଛୁରାମାଡ଼, କାରଣ ଅସ୍ପଷ୍ଟ

ଦିନ ଦିପହରରେ ଘରେ ପଶି ନବମ ଶ୍ରେଣୀ ଛାତ୍ରକୁ ଛୁରାମାଡ଼ ହୋଇଛି । ଯେଉଁଥିରେ ନାବାଳକର ମୃତ୍ୟୁ ହୋଇଛି ।

Congress Politics
ରାଜ୍ୟ-କେନ୍ଦ୍ର ବିରୋଧରେ କଂଗ୍ରେସର ଗର୍ଜନ, କହିଲେ ପାଣ୍ଡିଆନ ସବୁ ଦୁର୍ନୀତିରେ ଲିପ୍ତ

ଭି.କେ. ପଣ୍ଡିଆନଙ୍କୁ ଚେଲା କୁମାରଙ୍କ ସିଧା ନିଶାନା । ଏକାଠି ହୋଇ ବରିଷ୍ଠ କଂଗ୍ରେସ ନେତାଙ୍କ ହୁଙ୍କାର ।