konark festival
Advertisment
ଭୁବନେଶ୍ୱର : ଆସନ୍ତା ଡିସେମ୍ବର ୧ରୁ ଆରମ୍ଭ ହେବାକୁ ଯାଉଛି କୋଣାର୍କ ମହୋତ୍ସବ । ପ୍ରତିଦିନ ମୁକ୍ତାକାଶ ରଙ୍ଗମଞ୍ଚରେ କୋଣାର୍କ ନୃତ୍ୟ ମହୋତ୍ସବ ଅନୁଷ୍ଠିତ ହେବ । ଏଥିରେ ଓଡିଶୀ ସମେତ ଭାରତନାଟ୍ୟମ, କଥକ, କୁଚୁପୁଡି, ମୋହିନିଆଟ୍ଟମ ନୃତ୍ୟ ସହ ଚଳିତ ବର୍ଷ ମୁଖ୍ୟ ଆକର୍ଷଣ ସାଜିବ ଇଣ୍ଡୋନେସିଆର ବାଲିକନ୍ ଦଳଗତ ନୃତ୍ୟ ।
Advertisment
ସେହିପରି ତନ୍ଦ୍ରଭାଗା କୂଳରେ ଆୟୋଜିତ ହେବ ବାଲୁକା କଳା। ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ସମେତ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ମୋଟ ୧୨୩ ଜଣ ବାଲୁକାଶିଳ୍ପୀ ଏଥିରେ ଭାଗ ନେବେ। ଡିସେମ୍ବର ୫ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/konark-festival_1626686364.jpg)