ପାଣି ପାଇଁ ଡହଳ ବିକଳ ହେଉଛନ୍ତି ଜୟପୁର ଓ ବୋରିଗୁମା ବ୍ଲକର ଲୋକ। ଜଳ ଜୀବନ ମିଶନ ଜରିଆରେ ହେଉଥିବା ଏ ପ୍ରକଳ୍ପ କାମରେ ଅହେତୁକ ବିଳମ୍ବକୁ ନେଇ ବଢୁଛି ଜନ ଅସନ୍ତୋଷ।
୧୯୫୧ ପରଠୁ ଏଠି ବିଧାନସଭା ନିର୍ବାଚନରେ ଅଧିକାଂଶ ଥର ଲୋକେ ସେଇ ନେତାଙ୍କୁ ନିର୍ବାଚିତ କରିଛନ୍ତି, ଯିଏ କ୍ଷମତାରେ ରହିଛନ୍ତି। ତେବେ ୨୦୨୪ରେ ପାଣିପାଗ କିଛି ଅଲଗା।
ଜିଲ୍ଲାପାଳଙ୍କ ପ୍ରତିକ୍ରିୟା ପାଇଁ ଚେଷ୍ଟା କରିଥିବା ବେଳେ ସେ କ୍ୟାମେରା ଆଗରେ ପ୍ରତିକ୍ରିୟା ଦେବାକୁ ମନାକରିଦେଇଛନ୍ତି।
କୋରାପୁଟର କଳାଜିରା ଚାଉଳକୁ ଚିହ୍ନିବେ ସମସ୍ତେ । ଢେଙ୍କାନାଳର ମଗଜି ଲଡ଼ୁ ଏବେ ଜାତୀୟ ସ୍ତରରେ ପରିଚିତ ।
ପୁରା ନାରାୟଣପାଟଣା ବ୍ଳକକୁ ଗୋଟିଏ ବସ୍ । ବିଶ୍ୱାସଭାଜନ ହେଉନି ସରକାରଙ୍କ ଲକ୍ଷ୍ମୀ ବସ୍ ସେବା ।
ନିଖୋଜଙ୍କ ମଧ୍ୟରେ ୨ ଜଣ ଶିଶୁ, ଜଣେ ନାବାଳିକା ଏବଂ ଆଉ ଜଣେ ମହିଳା ରହିଛନ୍ତି। ମୃତକ ଓ ନିଖୋଜ ସମସ୍ତେ ତାନସିଂ ଗାଁର ବୋଲି ଜଣାପଡିଛି ।
ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତର ପ୍ରକୋପ ଜାରି । ଉପକୂଳ ଓ ଦକ୍ଷିଣ ଓଡ଼ିଶାକୁ କୁହୁଡ଼ି ସତର୍କତା ।
କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ସମେତ ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତ ଅଧିକ ଅନୂଭବ ହେଉଛି ।
ପେଟର ଭୋକ ମେଣ୍ଟାଇବା ପାଇଁ, ଜାଡ଼ର ମାଡ଼କୁ ପିଠି ପତେଇ ଦେଇଛି ଗରିବ ଖଟିଖିଆ । ଶୀତୁଆ ରାତିକୁ ବେଖାତିର କରି ଯାତ୍ରୀ ଅପେକ୍ଷାରେ ରେଶମ ସହରର ରିକ୍ସାବାଲା । କିଏ ଚାଦର ଭିତରେ ଜାକିଜୁକି ହୋଇ ଶୋଇଛି, ତ କିଏ ଗାମୁଛା ଖଣ୍ଡେ ଘୋଡ଼େଇ ରାତିସାରା ଥରୁଛି ।
ଚାଷ ଆରମ୍ଭରୁ ବର୍ଷା ବିଳମ୍ବ କଲା, ଅମଳ ସମୟରେ ବର୍ଷା କାଳ ସାଜିଲା । ଆଉ ଏବେ ଅମଳ ଧାନ ବିକିବା ବେଳେ ବି ସମସ୍ୟା ପିଛା ଛାଡୁନି । ଭୁଲ ସାଟେଲାଇଟ୍ ସର୍ଭେ ଯୋଗୁ କୋରାପୁଟ ଜିଲ୍ଲାର ବିଭିନ୍ନ ଅଞ୍ଚଳର ଚାଷୀ ହନ୍ତସନ୍ତ ହେଉଥିବା ଅଭିଯୋଗ ଆସିଛି ।
କିରେଇ ୭, ଫୁଲବାଣୀ ୮.୫, କୋରାପୁଟ ୮.୭, କେନ୍ଦୁଝର ୮.୮ ଡିଗ୍ରୀ, ସୁନ୍ଦରଗଡ଼ ୯, ଝାରସୁଗୁଡ଼ା ୯.୨, ଦାରିଙ୍ଗବାଡ଼ି ୯.୫ ଡିଗ୍ରୀ, ଅନୁଗୁଳ ଓ ରାଉରକେଲା ତାପମାତ୍ରା ୯.୬ ଡିଗ୍ରୀ ସହ କଟକ ୧୩.୫ ଓ ଭୁବନେଶ୍ୱର ରାତ୍ରି ତାପମାତ୍ରା ୧୩.୮ ଡିଗ୍ରୀ ରହିଛି ।
ସପ୍ତାହ ହେଲାଣି ସୁବର୍ଣ୍ଣପୁର ଜିଲ୍ଲାରେ ପ୍ରବଳ ଜାଡ ଅନୁଭୁତ ହେଉଛି । ସକାଳେ କୁହୁଡିର ଧଳା ଚାଦରରେ ଢାକିଂ ହୋଇଯାଉଛି ରାସ୍ତାଘାଟ । ବର୍ଷା ଛାଡିଲା ପରେ ଜାଡ ଶୀତ ଯୋଗୁଁ ସାଧାରଣଲୋକଙ୍କ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।
ସଭାରେ ନବୀନ ଜିନ୍ଦାବାଦ ବୋଲି ନାରା ଦେବା ପରେ ବିଧାୟକ ତାରାପ୍ରସାଦ ବାହିନୀପତି ଚିହିଁକି ଉଠିଥିଲେ । କାର୍ଯ୍ୟକ୍ରମରେ ପରିବହନ ବିଭାଗ ମନ୍ତ୍ରୀ ଟୁକୁନି ସାହୁ, ସଚିବ ଉଷା ପାଢୀ, ଜିଲ୍ଲାର ସମସ୍ତ ବିଧାୟକ ଏବଂ ଜିଲ୍ଲାପାଳ ଉପସ୍ଥିତ ଥିଲେ ।
ଆଭ୍ୟନ୍ତରୀଣ ଓଡିଶାରେ ଶୀତର ପ୍ରଭାବ ଅଧିକ ରହିଛି। ଆସନ୍ତା ଦୁଇ ଦିନ ଭିତରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଶୀତ ଆରମ୍ଭ ସହ ଆରମ୍ଭ ହେଲାଣି ପର୍ଯ୍ୟଟନ ଋତୁ । ବିଭିନ୍ନ ପର୍ଯ୍ୟଟନସ୍ଥଳୀ ଗୁଡିକରେ ଲାଗିଲାଣି ପର୍ଯ୍ୟଟକଙ୍କ ଗହଳି ।
କିଏ ଜାଣିଥିଲା ବାପାର ଶେଷକୃତ୍ୟକୁ ଯାଇ ପୁଅ ଆଉ ଫେରିବନି ? କିଏ ଜାଣିଥିଲା ଯେ, ପରିବାରକୁ ଏତେ ବଡ଼ ବିପତ୍ତି ମାଡ଼ି ଆସିବ ?
ଗାଁରେ ପ୍ରାୟ ୪ଶହ ପରିବାର ବସବାସ କରନ୍ତି । ମୁଖ୍ୟ ରାସ୍ତା ନିକଟରେ ଗାଁ ରହିଥିଲେ ମଧ୍ୟ ଗାଁକୁ ଯିବାକୁ ଭଲ ରାସ୍ତାଟିଏ ନାହିଁ ।
ବିଦା ହେଲେ ବୈପାରୀଗୁଡ଼ା IIC ...ସୁଶାନ୍ତ ଶତପଥୀଙ୍କୁ ଚାକିରୀରୁ ବହିଷ୍କାର କଲେ ଡିଜିପି...ଭିଜିଲାନ୍ସ ଜାଲରେ ଧରାପଡ଼ିବା ପରେ ଚାକିରୀରୁ ବହିଷ୍କୃତ..
ଓଡିଶା ଓ ଆନ୍ଧ୍ର ମଧ୍ୟରେ କୋଟିଆ ପଂଚାୟତର ଗାଁ ଗୁଡିକୁ ନେଇ ସୀମା ବିବାଦ ଚାଲିଥିବାବେଳେ ଉପର ସେମ୍ବିରେ ପୋଷ୍ଟ ଅଫିସ ଖୋଲିବା ସହ ସେହି ଗାଁ ଠିକଣାକୁ ଆନ୍ଧ୍ରରେ ସାମିଲ କରିବାକୁ ଚକ୍ରାନ୍ତ କରିଥିଲା ଆନ୍ଧ୍ର।
ଭିଜିଲାନସ ଜାଲରେ ବୈପାରୀଗୁଡ଼ା IIC ସୁଶାନ୍ତ ଶତପଥୀ….ବସରେ ନଗଦ ଟଙ୍କା ନେଇ ଯାଉଥିବା ବେଳେ ଧରିଲା ଭିଜିଲାନ୍ସ…
ଦୀର୍ଘ ଦିନ ହେବ ହଷ୍ଟେଲରେ ନିମ୍ନ ମାନର ଖାଦ୍ୟ ଦିଆଯାଉଛି । ଏପରିକି ଖାଇବାରେ ପୋକ ମଧ୍ୟ ବାହାରୁଛି ।
କାର୍ଟି ଛତିଶଗଡ଼ରୁ ଆନ୍ଧ୍ର ଅଭିମୁଖେ ଯାଉଥିଲା...କାର୍ରେ ଶାଶୁ, ଶ୍ୱଶୁର ଏବଂ ଝିଅ-ଜ୍ୱାଇଁ ଯାଉଥିଲେ..
ଧରାରେ ଅଳସୀ ଫୁଲର କ୍ଷେତ । ଉପରେ ନିର୍ମଳ ଆକାଶ । ଧୀର ପବନରେ ଦୋହଲି ଦୋହଲି ଯେମିତି ଖୁସି ବାଣ୍ଟିଦିଏ ସମଗ୍ର ପରିବେଶକୁ । କୋରାପୁଟର ଏହି ଅଳସୀ କ୍ଷେତ ଏବେ ପର୍ଯ୍ୟଟକଙ୍କୁ ଟାଣି ଆଣୁଛି ।
ବିଶେଷକରି କୋରାପୁଟ ଜିଲ୍ଲାକୁ ଧାନର ଉତ୍ପତ୍ତିସ୍ଥଳୀ ଭାବେ କୁହାଯାଏ । ଏହା ଛଡ଼ା ମଣ୍ଡିଆ, କାଙ୍ଗୁ ସମେତ ଏଠାରେ ଅନ୍ୟାନ୍ୟ ବିଭିନ୍ନ ଲଘୁ ଖାଦ୍ୟଶସ୍ୟ ଉତ୍ପାଦିତ ହୋଇଥାଏ ।