ରବି ଧାନ ସଂଗ୍ରହକୁ ନେଇ କେଁ....ପ୍ରଶାସନ ଓ ମିଲର୍ସଙ୍କ ଆଲୋଚନା ବିଫଳ ହୋଇଛି । FCI ଚାଉଳ ଗ୍ରହଣ ନିୟମ ସାଜିଛି ବାଧକ । ଚଳିତ ରବି ଫସଲ ପରେ ସଂଗୃହୀତ ଧାନ ଗୁଡ଼ିକର କଷ୍ଟମ ମିଲିଂ ପରେ କେବଳ ଏଫସିଆଇ ହିଁ ଚାଉଳ ନେବ।
କୋଟିଆରେ ଅନ୍ୟ ଲଘୁ ବନଜାତ ଦ୍ରବ୍ୟ ଭଳି ଫୁଲଝାଡୁର ସମ୍ଭାବନାକୁ ଦେଖି କିଛି ବର୍ଷ ଆଗରୁ ଏଠାରେ ଅଞ୍ଚଳବାସୀଙ୍କୁ ଫୁଲଝାଡୁ ଚାଷକୁ ବ୍ୟବସ୍ଥିତ କରିବାକୁ ପ୍ରୋତ୍ସାହନ ଯୋଗାଇ ଦେଇଛନ୍ତି ଓଡ଼ିଶା ସରକାର ।
ସରକାରୀ ବସ୍ ଉପରକୁ ଗୁଳିମାଡ଼। ରାତିରେ ବସ୍ରେ ଯାତ୍ରୀମାନେ ଯାତ୍ରା କରୁଥିବା ବେଳେ ଗୋଟିଏ ପରେ ଗୋଟିଏ ଫୁଟିଲା ଗୁଳି। ସବୁଠାରୁ ବଡ଼ କଥା, ଥାନାଠୁ ମାତ୍ର ଅଳ୍ପ ଦୂରରେ ଏହି ଘଟଣା ଘଟିଛି।
ଜିଲ୍ଲାର କୋରାପୁଟ, ପଟାଙ୍ଗୀ, ନନ୍ଦପୁର, ନାରାୟଣପାଟଣା, ବନ୍ଧୁଗାଁ, ଲମତାପୁଟ, ଦଶମନ୍ତପୁର, ଲକ୍ଷ୍ମୀପୁର ଆଦି ବ୍ଲକର ଦୁର୍ଗମ ଗ୍ରାମାଞ୍ଚଳରେ ମୋବାଇଲ ନେଟୱର୍କ ନାହିଁ । ତେଣୁ ସେହି ଅଞ୍ଚଳକୁ ଇଂରାଜୀ, ଭୂଗୋଳ, ଇତିହାସ, ଓଡ଼ିଆ, ହିନ୍ଦୀ-ସଂସ୍କୃତ, ବିଜ୍ଞାନ ଓ ଗଣିତ ଆଦି ବିଭାଗର ଶିକ୍ଷକମାନେ ଘରକୁ ଘର ବୁଲି ଛାତ୍ରଛାତ୍ରୀଙ୍କ ସନ୍ଦେହ ଦୂର କରିବା ନେଇ ବିଭାଗୀୟ ନିର୍ଦ୍ଦେଶ ରହିଛି
ରାୟଗଡା ଜିଲ୍ଲା ବିଷମକଟକର ବରିଷ୍ଠ ଆଇନଜୀବୀ ଏସ.ବାବୁରାଓଙ୍କ ପରିବାର ସଦସ୍ୟଙ୍କୁ ନେଇ ଏବେ ସବୁଠି ଚର୍ଚ୍ଚା । ସେହି ପରିବାରର ଏକ ବିଶେଷତ୍ୱ ହେଲା ବର୍ଷ ବର୍ଷ ଧରି ଗୋଟିଏ ଘରେ ଏକାଠି ରହୁଛନ୍ତି ୪୦ଜଣ ସଦସ୍ୟ ।
ମ୍ୟାଟ୍ରିମୋନିରୁ ପରିଚୟ ହେବା ପରେ ଗତ ଅକଟୋବର ୨୩ରେ ହରିହରଙ୍କ ସହ ହୋଇଥିଲା ନିର୍ବନ୍ଧ। ପରେ ଫେବ୍ରୁୟାରୀ ୯ରେ ବୈଦିକ ରୀତିନୀତି ଅନୁଯାୟୀ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଥିଲା କିନ୍ତୁ ପରେ ସବୁ କିଛି ବଦଳିଗଲା।
କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଲକର ଏ ଘରୋଇ କମ୍ପାନିରେ କାମ କରନ୍ତି ପି. ନୀତିନ ସୁବୁଦ୍ଧି । ଏବେ ୱାର୍କ ଫ୍ରମ୍ ହୋମ୍ରେ । ଘରେ ଇଣ୍ଟରନେଟ୍ ଆସୁ ନଥିବାରୁ ନିଜ ସିଫ୍ଟ ଆରମ୍ଭ ହେବା ମାତ୍ରେ ଦୌଡ଼ି ଆସୁଛନ୍ତି ଗଛ ମୂଳକୁ । ଏମିତିକି ରାତି ସିଫ୍ଟ ହେଲେ ବି ଏଠାକୁ ଆସି କାମ କରୁଛନ୍ତି ବୋଲି କହିଛନ୍ତି ନୀତିନ ।
ଆଜିକାଲି ଲୋକଙ୍କର ବ୍ୟସ୍ତବହୁଳ ଜୀବନ ଭିତରେ ଟିକିଏ କାହା ସହିତ କଥା ହେବା ପାଇଁ ସମୟ ନାହିଁ । ସ୍ଥିତି ଏମିତି ହେଲାଣି ଯେ ମନଖୋଲି ହସିବା ପାଇଁ ଲୋକେ ଭୁଲିଗଲେଣି । ଅନେକ ଜାଣି ବି ନାହାନ୍ତି କି ହସିବା ଦ୍ୱାରା ଅନେକ ସମସ୍ୟାର ସମାଧାନ ହୁଏ, ଅନେକ ସକରାତ୍ମକ ପ୍ରଭାବ ବି ପଡ଼େ
କେବଳ ଧରମପଲ୍ଲୀ ସ୍ୱାସ୍ଥ୍ୟକେନ୍ଦ୍ର କଥା ନୁହେଁ, ୩ ଶହ ଶଯ୍ୟା ବିଶିଷ୍ଟ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ବି ୧୦୯ ଡାକ୍ତର ପଦବୀ ଥିବା ବେଳେ ଅଛନ୍ତି ମାତ୍ର ୩୩ ଜଣ ଡାକ୍ତର। ତେଣୁ ଭାବନ୍ତୁ ଏଠି କେମିତି ଚିକିତ୍ସା ସେବା ପାଉଥିବେ ରୋଗୀ।
ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ। ଆସନ୍ତା ୫ ଦିନ ଯାଏ କାଳବୈଶାଖୀ ବର୍ଷା ଜାରି ରହିବ। ଘଡ଼ଘଡ଼ି ସହ କୁଆପଥର ବର୍ଷା ହୋଇପାରେ।
୩ ଦିନିଆ ସରକାରୀ ଯୋଜନାର ପ୍ରଚାରରେ ଡେପୁଟି ସିଏମ୍ । ଆନ୍ଧ୍ର ଉପ ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ପରେ ଖଡ୍ଗହସ୍ତ ଓଡ଼ିଶା ନେତା ।
୬ ଟଙ୍କାର ଘୋଡ଼ାକୁ ୯ ଟଙ୍କାର ଦାନା, ଏହାର ପ୍ରମାଣ ଆଜି ପୁଣି ଥରେ ଦେଖିବାକୁ ମିଳିଛି । ୭ ଶହ ଟଙ୍କାର ଭତ୍ତା ପାଇଁ ଜଣେ ମାଉସୀ ୨ ଶହ ଟଙ୍କା ଖର୍ଚ୍ଚ କରୁଛନ୍ତି
ରାଜ୍ୟରେ ଆଜି ବି କିଛି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା । ୧୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।
କୋଟିଆର ତଳସେମ୍ବି, ଉପରସେମ୍ବିରେ ଏଭଳି ପୋଷ୍ଟର ଲଗାଇବା ସହ ଘର ନମ୍ବର କରିଛି ଆନ୍ଧ୍ର ପ୍ରଶାସନ ।
ଦୁଇ ବର୍ଷ ପରେ ନକ୍ସଲମାନେ ଛତିଶଗଡ଼ରେ ପୁଣି ରକ୍ତର ହୋଲି ଖେଳିଛନ୍ତି। IED ବିସ୍ପୋରଣ କରି ନେଇଛନ୍ତି ୧୧ ଜଣଙ୍କ ଜୀବନ। ଘଟଣା ପରେ ଛତିଶଗଡ ସୀମାନ୍ତ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ହାଇ ଆଲର୍ଟ ଜାରି ହୋଇଛି।
ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ନେଇ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ବିଜୁଳି, ଘଡ଼ଘଡ଼ି ସହ କୁଆପଥର ମାଡ଼ ହୋଇପାରେ। ଏହାସହ ଘଣ୍ଟାପ୍ରତି ୪୦ରୁ ୫୦ କି.ମି. ବେଗରେ ଝଡପବନ ସମ୍ଭାବନା ରହିଛି।
ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି ।
ତାତିରେ ସଡନ୍ ବ୍ରେକ୍। ହାଲୁକା ବର୍ଷା, ଥଣ୍ଡା ପବନ ପାଇଁ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ୨୨ ଏବଂ ୨୩ ତାରିଖରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି।
୩ ଦିନ ମଧ୍ୟରେ ଦିନ ତାପମାତ୍ରା ୨ରୁ ୪ ଡିଗ୍ରୀ ଖସିବା ସମ୍ଭାବନା ।
ପ୍ରଶାସନ ସହ କ୍ଷମତା ଲଢ଼େଇ କରି କୋଟିଆକୁ ନିଜର ଦାବି କରୁଥିବା ଆନ୍ଧ୍ର ଓଡ଼ିଶାର ସ୍କୁଲରୁ ଲାଇନ୍ କାଟିଦେଲା । ହଁ, ଏବେ କୁନି କୁନି ଛାତ୍ରଛାତ୍ରୀଙ୍କୁ ଦହଗଞ୍ଜ କରୁଛି ଆନ୍ଧ୍ର । ଏଭଳି ଘଟଣା ଦେଖିବାକୁ ମିଳିଛି କୋଟିଆର ନେରିଡିବାଲସା-ତାଡ଼ି ବାଲସା ଆବାସିକ ବିଦ୍ୟାଳୟରେ। ସ୍କୁଲଟି ଓଡ଼ିଶା ସରକାରଙ୍କ ଦ୍ବାରା ଚାଲୁଥିବା ଜାଣିବା ପରେ ଆନ୍ଧ୍ର ଦେଇଥିବା ବିଜୁଳି ସଂଯୋଗ କାଟି ଦେଇଛି
ଆସନ୍ତାକାଲିଠୁ ଗୁରୁଚାପ ବଳୟ ପ୍ରଭାବ ପରେ ତାତି କମିବା ସମ୍ଭାବନା ରହିଛି। ଏଥିସହ ଆସନ୍ତା ୨୧, ୨୨ ଓ ୨୩ ତାରିଖରେ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ପୂର୍ବାନୁମାନ କରିଛି।
ସୁଧୁରୁନି ଆନ୍ଧ୍ରପ୍ରଦେଶ। କୋଟିଆକୁ ନେଇ ପୁଣି ନୂଆ ଚାଲ ଖେଳିଛି ଆନ୍ଧ୍ର।
ସମ୍ବଲପୁରରେ ହିନ୍ଦୁଙ୍କ ଉପରେ ଆକ୍ରମଣ ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି ।
ମେଡିକାଲ କର୍ତ୍ତୃପକ୍ଷ ପ୍ରତିକ୍ରିୟା ଦେଇନଥିବା ବେଳେ, ସିନାପାଲି ଚିକିତ୍ସାଳୟରେ ମହାପ୍ରୟାଣ ଗାଡିର ବ୍ୟବସ୍ଥା ନାହିଁ ଓ ବ୍ୟକ୍ତିଗତ ଭାବରେ ଯୋଗାଇ ଦିଆଯାଏ ବୋଲି ଲୋକେ ଅଭିଯୋଗ କରିଛନ୍ତି ।