• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Koraput

Today Rainfall Likely In Some Districts Of Odisha
ପାଣିପାଗ ବିଭାଗର ପୂର୍ବାନୁମାନ- ଆଜି ୮ ଜିଲ୍ଲାରେ ବର୍ଷା ସମ୍ଭାବନା

ଆସନ୍ତା ୪-୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ମଧ୍ୟ ସ୍ଥିର ରହିବ। ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

Today Rainfall Likely In 7 Districts Of Odisha
ଆଜି ଓଡ଼ିଶାର ୭ ଜିଲ୍ଲାରେ ବର୍ଷା ସମ୍ଭାବନା

ଆଜି ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବାକି ଅଞ୍ଚଳରେ ପାଗ ଶୁଖିଲା ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

Scarcity of doctors
ବଡ଼ ମେଡିକାଲ, ବଡ଼ ବଡ଼ କୋଠା ! ହେଲେ କାମ, ସେବା ଓ ପରିବେଶକୁ ନେଇ ଲୋକେ ନିରାଶ

ପ୍ରତିଷ୍ଠାର ୫ ବର୍ଷ ପରେ ବି ଲୋକେ ନିରାଶ, ଚିକିତ୍ସା ପାଇଁ ନାହାଁନ୍ତି ଆବଶ୍ୟକ ଡାକ୍ତର କି ପ୍ରଫେସର

Koraput
ପିଲାଠୁ ବୁଢ଼ା.. ନାଚିଲେ-ଗାଇଲେ, ପାହାଡ଼ ଚଢ଼ିଲେ-ମସ୍ତି କଲେ.. ଲୋକଙ୍କୁ ସଚେତନ ବି କଲେ

ଯୁବବର୍ଗ ଯେପରି ପଥବ୍ରଷ୍ଟ ହେଉଛନ୍ତି ସେଥିରୁ ମୁକ୍ତି ହେବା ସହ ଯୁବକମାନଙ୍କ ମନବଳକୁ ସୁଦୃଢ କରିବା ।

Cyclone Mandous Update
ଡିସେମ୍ବର ୯ ମଧ୍ୟ ରାତ୍ରରେ ଉପକୂଳ ଅତିକ୍ରମ କରିବ ବାତ୍ୟା, ଘଣ୍ଟାପ୍ରତି ୭୦ କି.ମି. ବେଗରେ ପବନ ବହିପାରେ...

ବଙ୍ଗୋପସାଗରରେ ସକ୍ରିୟ ରହିଛି ବାତ୍ୟା ‘ମେଣ୍ଡସ୍’। ଦକ୍ଷିଣ-ପଶ୍ଚିମ ଓ ଏହାର ଆଖପାଖ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଘନୀଭୂତ ହୋଇ ଏକ ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି।

Odisha May Receive Rainfall Around Dec 10-11
ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ! ଓଡ଼ିଶାର ଏହିସବୁ ଜିଲ୍ଲାରେ ବର୍ଷା ହୋଇପାରେ

ଯଦିଓ ଓଡ଼ିଶା ଉପରେ ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ, ତେବେ ବାହ୍ୟବଳୟ ସହ ଜଡ଼ିତ ମେଘ ସମୂହ ପ୍ରଭାବରେ ୧୦ ଏବଂ ୧୧ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

cold wave
ସାରା ରାଜ୍ୟରେ ଏବେ ଅସହ୍ୟ ଜାଡ଼; କୋରାପୁଟରେ ଅସ୍ତବ୍ୟସ୍ତ ଜୀବନ

କୋରାପୁଟ ଜିଲ୍ଲାରେ ଗତ ୧୦ ଦିନ ହେଲାଣି ସକାଳ ୯ଟା ଯାଏଁ ଅସ୍ତବ୍ୟସ୍ତ କରିଦେଉଛି ଜୀବନ ।

cold wave
ରାତିରେ ଖସୁଛି ପାରଦ ! ଶୀତରେ ଥରୁଛି ଉପକୂଳରୁ ଉତ୍ତର, ପୂର୍ବରୁ ପଶ୍ଚିମ

ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ଅନୂଭତ ହେଉଛି ।

Cock Fight
ମାଲିକ ଭୁଲ୍‌ କଲା; ନିରୀହ ଜନ୍ତୁ ଥାନାରେ ବନ୍ଧା ହେଲା

ପରମ୍ପରାର ଆଳ ଦେଖାଇ ମଦ ଆଉ ଜୁଆର ଆସର ଜମାଇଥିଲା ମାଲିକ । ହେଲେ ତାହାରି ଭିତରେ ଲହୁଲୁହାଣ ହେଉଥିଲେ ନୀରହ ଗଞ୍ଜା ମାନେ । 

Lawyers & Police
ସୁପ୍ରିମକୋର୍ଟଙ୍କ ତାଗିଦ୍ ପରେ ବି ଜିଦ୍‌ରେ ଅଟଳ ଓକିଲ

ସମୟ ସକାଳ ପ୍ରାୟ ୧୦ଟା ହେବ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ସୁରକ୍ଷା ବଳରେ କୋର୍ଟକୁ ଆସୁଥିଲେ ବିଚାରପତି । କିନ୍ତୁ ଓକିଲଙ୍କ ସମେତ ବିଭିନ୍ନ ସଂଗଠନ ସଦସ୍ୟ ସାଜିଥିଲେ ପ୍ରତିବନ୍ଧକ । ଆନ୍ଦୋଳନକାରୀଙ୍କୁ ବୁଝାଇଥିଲେ ଅତିରିକ୍ତ ଏସପି ଓ ଏସ୍‌ଡିପିଓ ।

Scenic Beauty
‘ଦେଓମାଳୀ’ ନାଁ ଯେମିତି ଜାଗା ବି ସେମିତି, ଆସନ୍ତୁ ବୁଲିଯିବା..

ଆଃ !! ପ୍ରକୃତି କେତେ ସୁନ୍ଦର? ଇଏ ପୁଣି ବ୍ରିଟିଶ ଅମଳର ରାସ୍ତା..ଶୀତୁଆ ସକାଳେ ଏଇ ରାସ୍ତା ଦେଇ ଯିଏ ଯାଇଛି ସିଏ ମନ ଦେଇ ବସିଛି ।

Heavy Rainfall Alert For 6 Districts Of Odisha
ଲଘୁଚାପ ପ୍ରଭାବରେ ପୁଣି ପ୍ରବଳ ବର୍ଷିବ ! ୬ ଜିଲ୍ଲାକୁ ଆଲର୍ଟ

ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପରବର୍ତ୍ତୀ ୩ ଦିନ ଯାଏ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇପାରେ।

Winter Season
ଆସିଛି ଶୀତ, ହସୁଛି ଅଳସୀ କ୍ଷେତ; କୋରାପୁଟର ପ୍ରାକୃତିକ ସୌନ୍ଦର୍ଯ୍ୟରେ ନିଜକୁ ହଜାଇ ଦେଉଛନ୍ତି ପର୍ଯ୍ୟଟକ

ଶୀତ ଋତୁ ଓ କୋରାପୁଟ ସହର । ବୁଢ଼ିଆଣୀ ଜାଲ ଭିତରେ ଥୋପାଥୋପା କାକର । ନଭେମ୍ବର ଛୁଇଁଲେ ଏ ସହର ଏମିତି କୁହୁଡ଼ିରେ ଭର୍ତ୍ତି ହୋଇ ଯାଏ ଯେ, ବୁନ୍ଦା ବୁନ୍ଦା କାକର ଲାଗେ ସତେକି ମୁକ୍ତାର ଫୁଲ ପରି । ପ୍ରକୃତିର ଗନ୍ତାଘର ମୟୁରଭଞ୍ଜରେ ଶୀତ ଆସିଲେ ଶିମିଳିପାଳ ଜାତୀୟ ଉଦ୍ୟାନର ଅପରୂପ ସୌନ୍ଦର୍ଯ୍ୟ ଉପଭୋଗ କରିବାକୁ ପଯର୍ୟଟକଙ୍କ ଭିଡ ଜମୁଛି ।

People Protest
ମିଛରେ ପୋଲିସର ଏନ୍‌କାଉଣ୍ଟର, ସାଧାରଣ ଲୋକଙ୍କୁ ମାରି କହୁଛି ନକ୍ସଲ !

ଗଞ୍ଜେଇ ବ୍ୟବସାୟ କରୁଥିବା ମାଫିଆଙ୍କ ପାଖରେ ଶ୍ରମିକ ଭାବରେ କାମ କରୁଥିଲେ । ପୋଲିସ୍ ଜାଣିଶୁଣି ଫେକ୍ ଏନକାଉଣ୍ଟର କରି ଏମାନଙ୍କୁ ନକ୍ସଲ ଆଖ୍ୟା ଦେଇଥିବା ଅଭିଯୋଗ କରିଛନ୍ତି ଗାଁଲୋକେ । 

Koraput
ଏଇ ପୋଖରୀରେ ବୁଡ଼ ପକାଇବା ପାଇଁ ଲୋକଙ୍କର ଲାଗୁଛି ଲମ୍ବା ଲାଇନ୍‌

ଗ୍ରହଣ ଦିନ ଏଇ ପୋଖରୀ କୂଳରେ ଲାଗେ ଲୋକଙ୍କ ଭିଡ଼ି ।

Cold Wave
୧୨ରୁ ବଢ଼ିବ ଶୀତ; କୋରାପୁଟ ଓ କନ୍ଧମାଳରେ ସର୍ବାଧିକ ଥଣ୍ତା

ଭୁବନେଶ୍ୱର, କଟକ ସମେତ ଉପକୂଳ ଏବଂ ଅଭ୍ୟନ୍ତରୀଣ ଜିଲ୍ଲାରେ ଥଣ୍ତାର ପରିମାଣ ବଢ଼ିଛି । 

Poor Road Construction
ପ୍ରଶାସନର ଅଣଦେଖା! ପାହାଡ଼ ବୁକୁଚିରି ରାସ୍ତା ନିର୍ମାଣ କଲେ ଗ୍ରାମବାସୀ

ବାରମ୍ବାର ଦାବି ପରେ ବି ପ୍ରଶାସନ ନଶୁଣିବାରୁ ଲୋକେ ଏକାଠି ହୋଇ ଅସ୍ଥାୟୀ ରାସ୍ତା ନିର୍ମାଣ କରିଛନ୍ତି ।

Death
ଗୋଟିଏ ଗଛରେ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଜାତୀୟ ରାଜପଥ କଡ଼ରୁ ଏକ ଗଛରୁ ଉଦ୍ଧାର ହୋଇଛି ଏକ ପ୍ରେମୀ ଯୁଗଳଙ୍କ ମୃତଦେହ। କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ଆଉଳି ଗାଁ ନିକଟରେ ଘଟିଛି ଏହି ଘଟଣା।

Co-Operative Election
ସମବାୟ ନିର୍ବାଚନ ନେଇ ସରଗରମ ରାଜ୍ୟ ରାଜନୀତି, ସବୁଠି ବିଜେଡି-ବିଜେଡି ଲଢ଼େଇ..!

ଅବିଭକ୍ତ କୋରାପୁଟ ଜିଲ୍ଲାରେ ପଦାରେ ପଡିଲା ବିଜେଡି କନ୍ଦଳ ।

Rural road
ରାସ୍ତା ଗୋଟେ, କାମ ହେଇଛି ଆଉ ଗୋଟେ; ଅଧପନ୍ତରିଆ ରାସ୍ତା ଛାଡ଼ି ଠିକାଦାର ପାର୍

ଦୀପ ତଳ ଅନ୍ଧାର । ଅଧାପନ୍ତରିଆ ରାସ୍ତା ଛାଡ଼ି ପାର୍ ଠିକାଦାର । ଜୟପୁର ବ୍ଲକ କୁସୁମପୁଟ ଓ ଜଗନ୍ନାଥପୁର ଗାଁ ରାସ୍ତା ରାସ୍ତା ନୁହେଁ ତ ମରଣଯନ୍ତା ।

OAS Result Day
କଥାରେ ଅଛି ପଢ଼ିବା ପିଲା ଯେମିତି ବି ପାଠ ପଢ଼ିବେ, ତାହା ଏଠି ପ୍ରମାଣିତ.. ପଢ଼ନ୍ତୁ ଅନେକ ଉଦାହରଣ

ଏହି ସବୁ କାହାଣୀ ଜାଣିବା ପରେ ନିସ୍କର୍ଷ ହେଲା, ମନରେ ଦୃଢ଼ ଇଚ୍ଛାଶକ୍ତି ଥିଲେ ଉପାୟ ଆପେ ଆପେ ଆସେ । ଯାହାକୁ ଏମାନେ ଶତପ୍ରତିଶତ ପ୍ରମାଣ କରି ଦେଖାଇଛନ୍ତି ।

Add this Koraput rice in your kitchen to stay away from cancer
ଖାଦ୍ୟରେ ସାମିଲ କରନ୍ତୁ ଏହି ଚାଉଳ, ହେବନି କ୍ୟାନସର୍‌ ଓ ଡାଇବେଟିସ୍‌ !

କଳା ଚାଉଳରେ କ୍ୟାନସର୍‌ ଓ ମଧୁମେହ ଭଳି ରୋଗ ରୋକିବାର ଶକ୍ତି ରହିଛି। ଏହି ଚାଉଳରେ ପ୍ରଚୁର ପରିମାଣର ଆଣ୍ଟି ଅକ୍ସିଡେଣ୍ଟ ରହିଛି।

Heavy Rainfall Likely In 19 Districts Of Odisha
ସତର୍କ କଲା ପାଣିପାଗ ବିଭାଗ- ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ !

ଉପକୂଳ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ଆଜି ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Rainfall Likely Continue In Odisha Till October 9 
୯ ଯାଏ ବର୍ଷିବ ! ପ୍ରବଳ ବର୍ଷା ସମ୍ଭାବନା ନେଇ ୫ ଜିଲ୍ଲାକୁ ସତର୍କ ସୂଚନା

ବର୍ଷା ଲାଗି ରହିବାରୁ ଦଶହରା ଓ ଭସାଣି ଉତ୍ସବ ଫିକା ପଡ଼ିଥିବା ବେଳେ ଆସନ୍ତା ୯ ତାରିଖ ଯାଏ ବର୍ଷା ଲାଗି ରହିବ। ଅର୍ଥାତ୍‌ ଗଜଲକ୍ଷ୍ନୀ ପୂଜାରେ କିଛି ସ୍ଥାନରେ ବର୍ଷା ହୋଇପାରେ।

Cannabis
ବାପ୍‌ରେ ବାପ୍‌ ଏତେ ଗଞ୍ଜେଇ ! ଯୁଆଡ଼େ ଦେଖିବ ଖାଲି ଗଦା ହୋଇଛି ବସ୍ତା, ଆଉ ରଖିବାକୁ ବି ଜାଗା ନାହିଁ..

ମାଲଖାନା, ହାଜତ ଆଉ ଜବତ ହୋଇଥିବା ଗାଡ଼ି ଚାରିଆଡ଼େ ଗଦା ହୋଇଛି ବସ୍ତା ବସ୍ତା ଗଞ୍ଜେଇ ।