/odishatv-khabar/media/post_attachments/uploadimage/library/16_9/16_9_0/tiger-1_1626342277.jpg)
tiger
ଅନୁଗୁଳ(ବିରଜା ଦାସ): ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ରେଞ୍ଜ ହାତୀଧାର ଜଙ୍ଗଲରୁ ଏକ ଅଣ୍ଡିରା କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ମୃତ ବାଘର ଆନୁମାନିକ ବୟସ ପ୍ରାୟ ୩ ବର୍ଷ ହେବ। ବ୍ୟବଚ୍ଛେଦ ପରେ ବନ ବିଭାଗ ବାଘଟିକୁ ପୋଡ଼ି ଦେଇଛି।
Advertisment
ତେବେ କିପରି ଏବଂ କେଉଁ ପରିସ୍ଥିତି ବାଘର ମୃତ୍ୟୁ ହେଲା ସେ ନେଇ କୌଣସି ସୂଚନା ମିଳିପାରିନି। ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ସବିଶେଷ ତଥ୍ୟ ଜଣାପଡ଼ିବ ବୋଲି ବନ ବିଭାଗ କହିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)