Advertisment

କଲରାପତରିଆ ବାଘର ମୃତଦେହ ଉଦ୍ଧାର

ଅନୁଗୁଳ(ବିରଜା ଦାସ): ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ରେଞ୍ଜ ହାତୀଧାର ଜଙ୍ଗଲରୁ ଏକ ଅଣ୍ଡିରା କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ମୃତ ବାଘର ଆନୁମାନିକ ବୟସ ପ୍ରାୟ ୩ ବର୍ଷ ହେବ। ବ୍ୟବଚ୍ଛେଦ ପରେ ବନ ବିଭାଗ ବାଘଟିକୁ ପୋଡ଼ି ଦେଇଛି। ତେବେ କିପରି ଏବଂ କେଉଁ ପରିସ୍ଥିତି ବାଘର ମୃତ୍ୟୁ ହେଲା ସେ ନେଇ କୌଣସି ସୂଚନା ମିଳିପାରିନି। ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ସବିଶେଷ ତଥ୍ୟ ଜଣାପଡ଼ିବ ବୋଲି ବନ ବିଭାଗ କହିଛି।

କଲରାପତରିଆ ବାଘର ମୃତଦେହ ଉଦ୍ଧାର

tiger

Advertisment

ଅନୁଗୁଳ(ବିରଜା ଦାସ): ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ରେଞ୍ଜ ହାତୀଧାର ଜଙ୍ଗଲରୁ ଏକ ଅଣ୍ଡିରା କଲରାପତରିଆ ବାଘର ମୃତଦେହ ଉଦ୍ଧାର ହୋଇଛି। ମୃତ ବାଘର ଆନୁମାନିକ ବୟସ ପ୍ରାୟ ୩ ବର୍ଷ ହେବ। ବ୍ୟବଚ୍ଛେଦ ପରେ ବନ ବିଭାଗ ବାଘଟିକୁ ପୋଡ଼ି ଦେଇଛି।

Advertisment

ତେବେ କିପରି ଏବଂ କେଉଁ ପରିସ୍ଥିତି ବାଘର ମୃତ୍ୟୁ ହେଲା ସେ ନେଇ କୌଣସି ସୂଚନା ମିଳିପାରିନି। ପୋଷ୍ଟମର୍ଟମ ରିପୋର୍ଟ ଆସିବା ପରେ ସବିଶେଷ ତଥ୍ୟ ଜଣାପଡ଼ିବ ବୋଲି ବନ ବିଭାଗ କହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ