Advertisment

ଆସନ୍ତାକାଲିଠୁ ସମସ୍ତେ ଲୋକସେବା ଭବନ ଉଦ୍ୟାନ ବୁଲି ପାରିବେ

ଭୁବନେଶ୍ୱର : ଆସନ୍ତାକାଲିଠୁ ୫ଦିନ ପାଇଁ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ।  ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ମାସରେ ୫ଦିନ ପାଇଁ ଲୋକସେବା ଭବନର ଉଦ୍ୟାନରେ ଯେକେହି ଶୀତଦିନିଆ ଫୁଲର ଆନନ୍ଦ ଉଠାଇପାରିବେ। ଉଦ୍ୟାନର ଶୋଭାକୁ ଯେଭଳି ସାଧାରଣ ଲୋକ ଉଠାଇପାରିବେ। ସେଥିପାଇଁ ଚଳିତମାସ ୧୧, ୧୨,୧୯,୨୫ ଓ ୨୬ତାରିଖ ଅପରାହ୍ନ ୩ଟାରୁ ସାଢ଼େ ୫ଟା ପର୍ଯ୍ୟନ୍ତ ଏହା ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ। ଲୋକସେବା ଭବନର ଏକ […]

author-image
Pradesh Pratyush
ଆସନ୍ତାକାଲିଠୁ ସମସ୍ତେ ଲୋକସେବା ଭବନ ଉଦ୍ୟାନ ବୁଲି ପାରିବେ

garden

ଭୁବନେଶ୍ୱର : ଆସନ୍ତାକାଲିଠୁ ୫ଦିନ ପାଇଁ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ।  ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ମାସରେ ୫ଦିନ ପାଇଁ ଲୋକସେବା ଭବନର ଉଦ୍ୟାନରେ ଯେକେହି ଶୀତଦିନିଆ ଫୁଲର ଆନନ୍ଦ ଉଠାଇପାରିବେ। ଉଦ୍ୟାନର ଶୋଭାକୁ ଯେଭଳି ସାଧାରଣ ଲୋକ ଉଠାଇପାରିବେ।

Advertisment

ସେଥିପାଇଁ ଚଳିତମାସ ୧୧, ୧୨,୧୯,୨୫ ଓ ୨୬ତାରିଖ ଅପରାହ୍ନ ୩ଟାରୁ ସାଢ଼େ ୫ଟା ପର୍ଯ୍ୟନ୍ତ ଏହା ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ। ଲୋକସେବା ଭବନର ଏକ ନମ୍ୱର ଗେଟ‌୍‍ ଦେଇ ସାଧାରଣ ଲୋକମାନେ ଏହି ଉଦ୍ୟାନର ଆନନ୍ଦ ନେଇପାରିବେ। ସୂଚନାଯୋଗ୍ୟ ଗତ ୫ତାରିଖରୁ ରାଜଭବନ ଉଦ୍ୟାନ ମଧ୍ୟ ସର୍ବସାଧାରଣଙ୍କ ପାଇଁ ଖୋଲା ରହିଛି।

Advertisment
Advertisment