loot
Advertisment
ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ବଡ ଧରଣର ଲୁଟ୍ ହୋଇଛି। ନୟାପଲ୍ଲୀ ସ୍ଥିତ ଇନ୍ଦ୍ରଧନୁ ମାର୍କେଟର ଏକ ଜୁଏଲାରୀ ଦୋକାନ ଆଗରୁ ୨୫ ଲକ୍ଷ ଟଙ୍କାର ସୁନା ଲୁଟି ନେଲେ ଲୁଟେରା।
Advertisment
ଗତକାଲି ରାତିରେ ସୁନା ଭର୍ତ୍ତି ବ୍ୟାଗକୁ ତଳେ ରଖି ଗହଣା ଦୋକାନୀ ତାଲା ପକାଉଥିବା ବେଳେ ଲୁଟେରା ଲୁଟି ନେଲେ ।
ଏନେଇ ନୟାପଲ୍ଲୀ ଥାନାରେ ଦୋକାନୀ ଏତଲା ଦେବା ପରେ ପୁଲିସ୍ ଛାନଭିନ୍ ଆରମ୍ଭ କରିଛି। ତେବେ ଲୁଟ୍ ବେଳର ସମସ୍ତ ଦୃଶ୍ୟ ସିସିଟିଭିରେ ରେକର୍ଡ ହୋଇଥିବା ଜଣାପଡ଼ିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/loot-901_1626759109.jpg)