Advertisment

କାଲି ସନ୍ଧ୍ୟା ୭ଟା ପରେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ : ଶରଧାବାଲିରେ ରଥକୁ ଦକ୍ଷିଣମୋଡ଼ କରାଯିବା ସହ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ବାହୁଡା ଯାତ୍ରା ପ୍ରସ୍ତୁତି। ମଙ୍ଗଳବାର ଶ୍ରୀଜିଉଙ୍କ ପାଖରୁ ଆଜ୍ଞାମାଳ ଆସିବା ପରେ ଅପରାହ୍ନରେ ଦୁଇ ରଥକୁ ଦକ୍ଷିଣ ମୋଡ଼ କରାଯାଇ ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖକୁ ଅଣାଯାଇଛି। ପରମ୍ପରା ଅନୁସାରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ, ପରେ ତାଳଧ୍ୱଜ ରଥକୁ ଅଣାଯାଇଥିଲା। ଆଜି ନନ୍ଦିଘୋଷ ରଥକୁ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାରକୁ ଅଣାଯାଇଛି। ଆସନ୍ତାକାଲି ନବମୀରେ ସନ୍ଧ୍ୟା ଦର୍ଶନ […]

କାଲି ସନ୍ଧ୍ୟା ୭ଟା ପରେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

nandighosa

Advertisment

ପୁରୀ : ଶରଧାବାଲିରେ ରଥକୁ ଦକ୍ଷିଣମୋଡ଼ କରାଯିବା ସହ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ବାହୁଡା ଯାତ୍ରା ପ୍ରସ୍ତୁତି। ମଙ୍ଗଳବାର ଶ୍ରୀଜିଉଙ୍କ ପାଖରୁ ଆଜ୍ଞାମାଳ ଆସିବା ପରେ ଅପରାହ୍ନରେ ଦୁଇ ରଥକୁ ଦକ୍ଷିଣ ମୋଡ଼ କରାଯାଇ ଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ସମ୍ମୁଖକୁ ଅଣାଯାଇଛି।

Advertisment

ପରମ୍ପରା ଅନୁସାରେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ, ପରେ ତାଳଧ୍ୱଜ ରଥକୁ ଅଣାଯାଇଥିଲା। ଆଜି ନନ୍ଦିଘୋଷ ରଥକୁ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାରକୁ ଅଣାଯାଇଛି। ଆସନ୍ତାକାଲି ନବମୀରେ ସନ୍ଧ୍ୟା ଦର୍ଶନ ସରିବା ପରେ ୧୨ ତାରିଖ ଶୁକ୍ରବାର ଦିନ ଅନୁଷ୍ଠିତ ହେବ ଶ୍ରୀଜୀଉଙ୍କ ବାହୁଡ଼ା ଯାତ୍ରା। ତେଣେ ଆସନ୍ତାକାଲି ସନ୍ଧ୍ୟା ୭ଟା ଯାଏଁ ସନ୍ଧ୍ୟାଦର୍ଶନ ପାଇଁ ସମୟ ସ୍ଥିର କରାଯାଇଥିବାନେଇ ପୁରୀ ଏସ୍‌ପି ସୂଚନା ଦେଇଛନ୍ତି।

Rathyatra Right
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ