/odishatv-khabar/media/media_files/2026/02/05/ias-reshuffle-2026-02-05-18-51-07.jpg)
IAS Reshuffle Photograph: (OTV)
-IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର
-ଦେଓ ରଞ୍ଜନ କୁମାର ସିଂଙ୍କୁ ଷ୍ଟିଲ ଓ ମାଇନ୍ସ ଅତିରିକ୍ତ ଦାୟିତ୍ବ
-ବତ୍ତର୍ମାନ ଉନ୍ନୟନ କମିଶନର ଅଛନ୍ତି ଦେଓ ରଞ୍ଜନ
-ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ଅତିରିକ୍ତ ଦାୟିତ୍ବ
-ସୁରେନ୍ଦ୍ର କୁମାର ସାଧାରଣ ପ୍ରଶାସନ ଦାୟିତ୍ବରେ ମଧ୍ୟ ରହିବେ
-ବିଷ୍ଣୁପଦ ସେଠୀ ହେଲେ ଓଡ଼ିଶା ବନ ଉନ୍ନୟନ ନିଗମ ଅଧ୍ୟକ୍ଷ
-ବିଷ୍ଣୁପଦ ସେଠୀଙ୍କୁ କେବିକେ ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ବ
-ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗକୁ ବଦଳି
-ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବରେ ମଧ୍ୟ ରହିବେ ଅରବିନ୍ଦ
-ଚିତ୍ରା ଅରୁମୁଗମଙ୍କୁ ଗୋପବନ୍ଧୁ ଏକାଡେମୀ ଡିଜି ଦାୟିତ୍ବ
-ଏଥିସହ ଶ୍ରମ ଓ ବିଜ୍ଞାନ କାରିଗର ଦାୟିତ୍ବରେ ରହିବେ ଚିତ୍ରା
-ଉଷା ପାଢ଼ୀଙ୍କୁ ଇଡ୍କୋ ଅଧ୍ୟକ୍ଷା ଦାୟତ୍ବ
-ନଗର ଉନ୍ନୟନ ଦାୟିତ୍ବରେ ମଧ୍ୟ ରହିବେ ଉଷା
-ଶୁଭା ଶର୍ମା ଜଳସମ୍ପଦ ବିଭାଗର ନୂଆ ପ୍ରମୁଖ ସଚିବ
-ଏନବିଏସ୍ ରାଜପୁତ ହେଲେ ନୂଆ ପରବହନ ପ୍ରମୁଖ ସଚିବ
-OSRTC ଦାୟିତ୍ବରେ ମଧ୍ୟ ରହିବେ ଏନବିଏସ୍ ରାଜପୁତ
-ଗିରିଶ ଏସଏନ୍ଙ୍କୁ OMC ଅଧ୍ୟକ୍ଷ ଦାୟତ୍ବ
-ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ରହିବେ ଗିରିଶ
-ମୃଣାଳିନୀ ଦର୍ଶୱାଲ ମହିଳା ଶିଶୁ ବିକାଶ ବିଭାଗ ସଚିବ
-ବଲୱନ୍ତ ସିଂହଙ୍କୁ ଓଡ଼ିଶା ହାଇୱେ ଅଥରିଟିର ଏମ୍ଡି ଦାୟିତ୍ବ
-ପର୍ଯ୍ୟଟନ ବିଭାଗ ଦାୟିତ୍ବ ବି ତୁଲାଇବେ ବଲୱନ୍ତ
-ସଚିନ ରାମଚନ୍ଦ୍ର ଯାଦବ ହେଲେ ନୂଆ କୃଷି ସଚିବ
-କ୍ରୀଡ଼ା ଓ ଯୁବ ବ୍ୟାପାର ଦାୟିତ୍ବରେ ବି ରହିବେ ସଚିନ ରାମଚନ୍ଦ୍ର ଯାଦବ
ଅନୁପମ ଶାହଙ୍କୁ ଓବିସିସି ଏମଡି ଭାବେ ଅତିରିକ୍ତ ଦାୟିତ୍ବ
-ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ମଧ୍ୟ ରହିବେ ଅନୁପମ ଶାହ
-ସଂଗ୍ରାମ କେଶରୀ ମହାପାତ୍ର ଉତ୍ତରାଞ୍ଚଳ RDC ଦାୟିତ୍ବରେ ରହିବେ
-ଦକ୍ଷିଣାଞ୍ଚଳ RDC ସହ ଉତ୍ତରାଞ୍ଚଳ RDC ଦାୟିତ୍ବରେ ରହିବେ
-ରଶ୍ମିତା ପଣ୍ଡା ହେଲେ BDA ଉପାଧ୍ୟକ୍ଷ
ସୁଧାଂଶୁ ମୋହନ ସାମଲ କେନ୍ଦ୍ରାଞ୍ଚଳ RDC
-ଓଡ଼ିଶା ଖଣି ନିଗମ ଏମଡି ଦୟିତ୍ବରେ ବି ରହିବେ ସୁଧାଂଣୁ ମୋହନ
-ସାଦୀକ୍ ଆଲମ ହେଲେ CRUTର ନୂଆ ଏମ୍ଡି
-ସାଧାରଣ ଉଦ୍ୟୋଗ ବିଭାଗର ସଚିବ ଦାୟିତ୍ବରେ ରହିବେ ସାଦୀକ୍ ଆଲମ
-ମାନ୍ସୀ ନିମ୍ଭାଲ ହେଲେ ମିଶନ ଶକ୍ତି ବିଭାଗ ସଚିବ
-ପ୍ରେମଚନ୍ଦ ଚୌଧୁରୀ ହେଲେ ମତ୍ସ୍ୟ ଓ ପଶୁ ସମ୍ପଦ ସଚିବ
New Avenues for Odisha: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଓଡ଼ିଶା ପାଇଁ ନୂଆ ସୁଯୋଗ ଆଣିଛି, ସୋସିଆଲ ମିଡିଆରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

Train Passengers Panic: ଯାଜପୁରରେ ହୋଇଥା’ନ୍ତା ବାହାନଗା ରିପିଟ୍, ଇତିହାସ ପାଲଟିଥାନ୍ତା ଆଉ ଏକ ଦୁର୍ଘଟଣା !

Maoist Memorial Razed by Forces: ମାଓବାଦୀଙ୍କ ସ୍ମାରକୀ ନଷ୍ଟ କଲେ ଯବାନ, ନକ୍ସଲବାଦକୁ ବଡ଼ ପ୍ରହାର

/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)