Advertisment

IAS Reshuffle: ଆଇଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗକୁ ବଦଳି

ରାଜ୍ୟ ସରକାର ଆଇଏଏସ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି । ଉନ୍ନୟନ କମିଶନର ଦେଓ ରଞ୍ଜନ କୁମାର ସିଂଙ୍କୁ ଷ୍ଟିଲ ଓ ମାଇନ୍ସ ଅତିରିକ୍ତ ଦାୟିତ୍ବ ଦିଆଯାଇଥିବା ବେଳେ ସୁରେନ୍ଦ୍ର କୁମାରଙ୍କୁ ସାଧାରଣ ପ୍ରଶାସନ ବିଭାଗ ସହ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ବ ଦିଆଯାଇଛି ।

IAS Reshuffle

IAS Reshuffle Photograph: (OTV)

Advertisment

-IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

-ଦେଓ ରଞ୍ଜନ କୁମାର ସିଂଙ୍କୁ ଷ୍ଟିଲ ଓ ମାଇନ୍ସ ଅତିରିକ୍ତ ଦାୟିତ୍ବ
-ବତ୍ତର୍ମାନ ଉନ୍ନୟନ କମିଶନର ଅଛନ୍ତି ଦେଓ ରଞ୍ଜନ
-ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ଅତିରିକ୍ତ ଦାୟିତ୍ବ
-ସୁରେନ୍ଦ୍ର କୁମାର ସାଧାରଣ ପ୍ରଶାସନ ଦାୟିତ୍ବରେ ମଧ୍ୟ ରହିବେ
-ବିଷ୍ଣୁପଦ ସେଠୀ ହେଲେ ଓଡ଼ିଶା ବନ ଉନ୍ନୟନ ନିଗମ ଅଧ୍ୟକ୍ଷ
-ବିଷ୍ଣୁପଦ ସେଠୀଙ୍କୁ କେବିକେ ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ବ
-ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗକୁ ବଦଳି
-ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଦାୟିତ୍ବରେ ମଧ୍ୟ ରହିବେ ଅରବିନ୍ଦ
-ଚିତ୍ରା ଅରୁମୁଗମଙ୍କୁ ଗୋପବନ୍ଧୁ ଏକାଡେମୀ ଡିଜି ଦାୟିତ୍ବ
-ଏଥିସହ ଶ୍ରମ ଓ ବିଜ୍ଞାନ କାରିଗର ଦାୟିତ୍ବରେ ରହିବେ ଚିତ୍ରା

Advertisment

-ଉଷା ପାଢ଼ୀଙ୍କୁ ଇଡ୍‌କୋ ଅଧ୍ୟକ୍ଷା ଦାୟତ୍ବ

-ନଗର ଉନ୍ନୟନ ଦାୟିତ୍ବରେ ମଧ୍ୟ ରହିବେ ଉଷା
-ଶୁଭା ଶର୍ମା ଜଳସମ୍ପଦ ବିଭାଗର ନୂଆ ପ୍ରମୁଖ ସଚିବ
-ଏନବିଏସ୍‌ ରାଜପୁତ ହେଲେ ନୂଆ ପରବହନ ପ୍ରମୁଖ ସଚିବ
-OSRTC  ଦାୟିତ୍ବରେ ମଧ୍ୟ ରହିବେ ଏନବିଏସ୍‌ ରାଜପୁତ
-ଗିରିଶ ଏସଏନ୍‌ଙ୍କୁ OMC ଅଧ୍ୟକ୍ଷ ଦାୟତ୍ବ
-ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗରେ ରହିବେ ଗିରିଶ

-ମୃଣାଳିନୀ ଦର୍ଶୱାଲ ମହିଳା ଶିଶୁ ବିକାଶ ବିଭାଗ ସଚିବ

-ବଲୱନ୍ତ ସିଂହଙ୍କୁ ଓଡ଼ିଶା ହାଇୱେ ଅଥରିଟିର ଏମ୍‌ଡି ଦାୟିତ୍ବ
-ପର୍ଯ୍ୟଟନ ବିଭାଗ ଦାୟିତ୍ବ ବି ତୁଲାଇବେ ବଲୱନ୍ତ
-ସଚିନ ରାମଚନ୍ଦ୍ର ଯାଦବ ହେଲେ ନୂଆ କୃଷି ସଚିବ
-କ୍ରୀଡ଼ା ଓ ଯୁବ ବ୍ୟାପାର ଦାୟିତ୍ବରେ ବି ରହିବେ ସଚିନ ରାମଚନ୍ଦ୍ର ଯାଦବ

Advertisment

ଅନୁପମ ଶାହଙ୍କୁ ଓବିସିସି ଏମଡି ଭାବେ ଅତିରିକ୍ତ ଦାୟିତ୍ବ

-ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ମଧ୍ୟ ରହିବେ ଅନୁପମ ଶାହ
-ସଂଗ୍ରାମ କେଶରୀ ମହାପାତ୍ର ଉତ୍ତରାଞ୍ଚଳ RDC ଦାୟିତ୍ବରେ ରହିବେ
-ଦକ୍ଷିଣାଞ୍ଚଳ RDC ସହ ଉତ୍ତରାଞ୍ଚଳ RDC ଦାୟିତ୍ବରେ ରହିବେ
-ରଶ୍ମିତା ପଣ୍ଡା ହେଲେ BDA ଉପାଧ୍ୟକ୍ଷ

ସୁଧାଂଶୁ ମୋହନ ସାମଲ କେନ୍ଦ୍ରାଞ୍ଚଳ RDC

-ଓଡ଼ିଶା ଖଣି ନିଗମ ଏମଡି ଦୟିତ୍ବରେ ବି ରହିବେ ସୁଧାଂଣୁ ମୋହନ
-ସାଦୀକ୍‌ ଆଲମ ହେଲେ CRUTର ନୂଆ ଏମ୍‌ଡି
-ସାଧାରଣ ଉଦ୍ୟୋଗ ବିଭାଗର ସଚିବ ଦାୟିତ୍ବରେ ରହିବେ ସାଦୀକ୍‌ ଆଲମ
-ମାନ୍‌ସୀ ନିମ୍ଭାଲ ହେଲେ ମିଶନ ଶକ୍ତି ବିଭାଗ ସଚିବ
-ପ୍ରେମଚନ୍ଦ ଚୌଧୁରୀ ହେଲେ ମତ୍ସ୍ୟ ଓ ପଶୁ ସମ୍ପଦ ସଚିବ

Advertisment

IAS Reshuffle
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ