Advertisment

State Govt Plan: ଭଙ୍ଗା ଯିବ ନଅ ତାଲା ଓ ରାଜୀବ ଭବନ, ସନ୍ତକ ହିସାବରେ ରହିବ ବର୍ତ୍ତମାନର ବିଧାନସଭା

ଭଙ୍ଗା ଯିବ ନଅ ତାଲା, ରାଜୀବ ଭବନ। ବର୍ତ୍ତମାନର ନଅ ତାଲା, ସେଚ ସଦନ ଓ ରାଜୀବ ଭବନ ଭଙ୍ଗା ଯିବ। ଏନେଇ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଏସବୁ କୋଠାଗୁଡ଼ିକ ବିପଦ ସଂକୁଳ ବୋଲି ଘୋଷଣା ହୋଇସାରିଛି।

Building

Building Photograph: (OTV)

Advertisment

ଭଙ୍ଗା ଯିବ ନଅ ତାଲା, ରାଜୀବ ଭବନ। ବର୍ତ୍ତମାନର ନଅ ତାଲା, ସେଚ ସଦନ ଓ ରାଜୀବ ଭବନ ଭଙ୍ଗା ଯିବ। ଏନେଇ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଏସବୁ କୋଠାଗୁଡ଼ିକ ବିପଦ ସଂକୁଳ ବୋଲି ଘୋଷଣା ହୋଇସାରିଛି। ତିନୋଟି ପର୍ଯ୍ୟାୟରେ ନିର୍ମାଣ ହେବ ନୂତନ ଲୋକସେବା ଭବନ। ପ୍ରଥମ ପର୍ଯାୟରେ ନିର୍ମାଣ ହେବ ଲୋକସେବା ଭବନର ମୁଖ୍ୟ ଅଫିସ୍। ...

Advertisment

ସେହିପରି ପୂର୍ତ୍ତ ମନ୍ତ୍ରୀ କହିଛନ୍ତି, ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା, ସନ୍ତକ ହିସାବରେ ରଖାଯିବ। ମ୍ୟୁଜିୟମ ଭାବେ ବ୍ୟବହାର କରାଯିବ। ଭବିଷ୍ୟତରେ ଯଦି ବିଧାନ ପରିଷଦ ଗଠନ ହୁଏ, ବ୍ୟବହାର କରାଯିବ। ଲୋକସେବା ଭବନ ଓ ବିଧାନସଭା ମଝିରେ ନିର୍ମାଣ ହେବ ନୂଆ ବିଧାନସଭା। ... 

ସୂଚନା ଦେଲେ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭଙ୍ଗା ଯିବ ବର୍ତମାନର ନଅ ତାଲା, ସେଚ ସଦନ ଓ ରାଜୀବ ଭବନ
‘ଏସବୁ କୋଠାଗୁଡ଼ିକ ବିପଦ ସଂକୁଳ ବୋଲି ଘୋଷଣା ହୋଇସାରିଛି’
‘ତିନୋଟି ପର୍ଯ୍ୟାୟରେ ନିର୍ମାଣ ହେବ ନୂତନ ଲୋକସେବା ଭବନ’
‘ପ୍ରଥମ ପର୍ଯାୟରେ ନିର୍ମାଣ ହେବ ଲୋକସେବା ଭବନର ମୁଖ୍ୟ ଅଫିସ୍ ’

Advertisment
Building Vidhan Sabha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ