Advertisment

ଯଶୋବନ୍ତ ଜେଠୱା ଭିଜିଲାନ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର: ବରିଷ୍ଠ IPS ସ୍ତରରେ ବଡ଼ ଧରଣର ଅଦଳ ବଦଳ ହୋଇଛି। ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଯଶୋବନ୍ତ ଜେଠୱା। ଦେବାଶିଷ ପାଣିଗ୍ରାହୀଙ୍କ ଦେହାନ୍ତ ପରେ ଭିଜିଲାନ୍ସ ନିର୍ଦ୍ଦେଶକ ପଦବୀ ଖାଲି ଥିଲା। କ୍ରାଇମବ୍ରାଞ୍ଚ ଓ ଆଇନଶୃଙ୍ଖଳା ଏଡିଜି ଥିବା…

ଯଶୋବନ୍ତ ଜେଠୱା ଭିଜିଲାନ୍ସ ନିର୍ଦ୍ଦେଶକ

jethwa

Advertisment

ଭୁବନେଶ୍ୱର: ବରିଷ୍ଠ IPS ସ୍ତରରେ ବଡ଼ ଧରଣର ଅଦଳ ବଦଳ ହୋଇଛି। ଭିଜିଲାନ୍ସ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ଯଶୋବନ୍ତ ଜେଠୱା। ଦେବାଶିଷ ପାଣିଗ୍ରାହୀଙ୍କ ଦେହାନ୍ତ ପରେ ଭିଜିଲାନ୍ସ ନିର୍ଦ୍ଦେଶକ ପଦବୀ ଖାଲି ଥିଲା। କ୍ରାଇମବ୍ରାଞ୍ଚ ଓ ଆଇନଶୃଙ୍ଖଳା ଏଡିଜି ଥିବା ଜେଠୱାଙ୍କୁ ଭିଜିଲାନ୍ସ ନିର୍ଦ୍ଦେଶ କରାଯାଇଛି। ସେହିଭଳି କ୍ରାଇମବ୍ରାଞ୍ଚ ଏଡିଜି ଭାବେ ସଂଜୀବ ପଣ୍ଡାଙ୍କୁ ଦାୟିତ୍ୱ ମିଳିଛି। ପୂର୍ବରୁ ସେ ପରିବହନ କମିଶନର ଭାବେ ଦାୟିତ୍ୱ ନିଭାଇଛନ୍ତି।

Advertisment

ସେପଟେ ପରିବହନ କମିଶନର ଭାବେ ଅରୁଣ ବୋଥ୍ରାଙ୍କୁ ଅବସ୍ଥାପିତ କରାଯାଇଛି। ଏହାଛଡ଼ା ଆଇନଶୃଙ୍ଖଳା ଏଡିଜି ରାଧାକୃଷ୍ଣ ଶର୍ମାଙ୍କୁ ନିଯୁକ୍ତ କରାଯାଇଛି। ସେହିପରି ସୁଧାଂଶୁ ଷଡ଼ଙ୍ଗୀଙ୍କୁ ଗୃହ ବିଭାଗ ଓଏସଡି ଦାୟିତ୍ୱ ଦିଆଯାଇଛି। ଏଥିସହ ଅସିତ ପାଣିଗ୍ରାହୀଙ୍କୁ ଭିଜିଲାନ୍ସ ଆଇଜି ଦାୟିତ୍ୱ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ