Advertisment

ଆସ୍କା ବିଧାନସଭା ଆସନରେ ବିଜୟୀ ହୋଇଛନ୍ତି ମଞ୍ଜୁଳା ସ୍ୱାଇଁ

ବ୍ରହ୍ମପୁର: ଆସ୍କା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ମଞ୍ଜୁଳା ସ୍ୱାଇଁ ବିଜୟୀ ହୋଇଛନ୍ତି। ମଞ୍ଜୁଳାଙ୍କ ପାଇଁ ରାଜନୀତି କିଛି ନୂଆ ନୁହେଁ। ସ୍ୱାମୀ ସ୍ୱର୍ଗତ ଲଡୁକିଶୋର ସ୍ୱାଇଁ ଥିଲେ ଆସିକାର ପୂର୍ବତନ ସାଂସଦ । ଲଡ଼ୁକିଶୋର ମୁଖ୍ୟମନ୍ତ୍ରୀଙ୍କର ଅତ୍ୟନ୍ତ ଘନିଷ୍ଠ ସହଯୋଗୀ ଥିଲେ। ଆସିକାରେ ସେ ଅନେକ ଲୋକାଭିମୁଖୀ କାର୍ଯ୍ୟ ମଧ୍ୟ କରିଛନ୍ତି। ଏଥିପାଇଁ ସ୍ୱାମୀଙ୍କର ଦେହାନ୍ତ ପରେ ମଞ୍ଜୁଳା ରାଜନୀତିରେ ପ୍ରବେଶ କରିଥିଲେ। ସ୍ୱାମୀଙ୍କର ନୀତି ଆଦର୍ଶକୁ ନେଇ ମଞ୍ଜୁଳା କିପରି ଲୋକାଭିମୁଖୀ କାର୍ଯ୍ୟ କରୁଛନ୍ତି […]

ଆସ୍କା ବିଧାନସଭା ଆସନରେ ବିଜୟୀ ହୋଇଛନ୍ତି ମଞ୍ଜୁଳା ସ୍ୱାଇଁ

manjula

Advertisment

ବ୍ରହ୍ମପୁର: ଆସ୍କା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ମଞ୍ଜୁଳା ସ୍ୱାଇଁ ବିଜୟୀ ହୋଇଛନ୍ତି। ମଞ୍ଜୁଳାଙ୍କ ପାଇଁ ରାଜନୀତି କିଛି ନୂଆ ନୁହେଁ। ସ୍ୱାମୀ ସ୍ୱର୍ଗତ ଲଡୁକିଶୋର ସ୍ୱାଇଁ ଥିଲେ ଆସିକାର ପୂର୍ବତନ ସାଂସଦ । ଲଡ଼ୁକିଶୋର ମୁଖ୍ୟମନ୍ତ୍ରୀଙ୍କର ଅତ୍ୟନ୍ତ ଘନିଷ୍ଠ ସହଯୋଗୀ ଥିଲେ। ଆସିକାରେ ସେ ଅନେକ ଲୋକାଭିମୁଖୀ କାର୍ଯ୍ୟ ମଧ୍ୟ କରିଛନ୍ତି। ଏଥିପାଇଁ ସ୍ୱାମୀଙ୍କର ଦେହାନ୍ତ ପରେ ମଞ୍ଜୁଳା ରାଜନୀତିରେ ପ୍ରବେଶ କରିଥିଲେ। ସ୍ୱାମୀଙ୍କର ନୀତି ଆଦର୍ଶକୁ ନେଇ ମଞ୍ଜୁଳା କିପରି ଲୋକାଭିମୁଖୀ କାର୍ଯ୍ୟ କରୁଛନ୍ତି ତାହା ଆଗାମୀ ଦିନରେ ଜଣାପଡିବ।

Advertisment
Left Top
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ