Advertisment

ନିଜ ଅଧିକାର ପାଇଁ ତାତିଲେ ସ୍ୱାଭିମାନ ଅଞ୍ଚଳବାସୀ; କୋଭିଡ କଟକଣା ଭୁଲିଗଲେ

ମାଲକାନଗିରି: କୋଭିଡ କଟକଣାକୁ ବେଖାତିର କରି ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ସିପିଆଇଏମ ପକ୍ଷରୁ ମେଳି ହୋଇଛି। ଗଜଳମାମୁଡ଼ିରେ ଚିତ୍ରକୋଣ୍ଡାର ଅଂଚଳରେ ବିଭିନ୍ନ ସମସ୍ୟାକୁ ନେଇ ମେଳି ଓ ଶୋଭାଯାତ୍ରା ହୋଇଛି। ବିଭିନ୍ନ ସମସ୍ୟାକୁ ନେଇ ସେମାନେ ସ୍ଲୋଗାନ ଦେଇଥିଲେ। ୯ ଟି ପଞ୍ଚାୟତର ୪୦ ପ୍ରତିଶତ ପରିବାର ରାସନ କାର୍ଡ ପାଇନାହାନ୍ତି। ଏନେଇ ବାରମ୍ବାର ଆବେଦନ କରିଥିଲେ ମଧ୍ୟ ତାଙ୍କ କଥା କେହି ଶୁଣୁନାହାନ୍ତି ବୋଲି ଅଭିଯୋଗ କରିଛନ୍ତ ଚିତ୍ରକୋଣ୍ଡାବାସୀ। କରୋନା ମହାମାରୀ ସମୟରେ ପିଲାଙ୍କ ପାଠପଢ଼ା […]

ନିଜ ଅଧିକାର ପାଇଁ ତାତିଲେ ସ୍ୱାଭିମାନ ଅଞ୍ଚଳବାସୀ; କୋଭିଡ କଟକଣା ଭୁଲିଗଲେ

chitrokonda

Advertisment

ମାଲକାନଗିରି: କୋଭିଡ କଟକଣାକୁ ବେଖାତିର କରି ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ ସିପିଆଇଏମ ପକ୍ଷରୁ ମେଳି ହୋଇଛି। ଗଜଳମାମୁଡ଼ିରେ ଚିତ୍ରକୋଣ୍ଡାର ଅଂଚଳରେ ବିଭିନ୍ନ ସମସ୍ୟାକୁ ନେଇ ମେଳି ଓ ଶୋଭାଯାତ୍ରା ହୋଇଛି।

Advertisment

ବିଭିନ୍ନ ସମସ୍ୟାକୁ ନେଇ ସେମାନେ ସ୍ଲୋଗାନ ଦେଇଥିଲେ। ୯ ଟି ପଞ୍ଚାୟତର ୪୦ ପ୍ରତିଶତ ପରିବାର ରାସନ କାର୍ଡ ପାଇନାହାନ୍ତି। ଏନେଇ ବାରମ୍ବାର ଆବେଦନ କରିଥିଲେ ମଧ୍ୟ ତାଙ୍କ କଥା କେହି ଶୁଣୁନାହାନ୍ତି ବୋଲି ଅଭିଯୋଗ କରିଛନ୍ତ ଚିତ୍ରକୋଣ୍ଡାବାସୀ।

କରୋନା ମହାମାରୀ ସମୟରେ ପିଲାଙ୍କ ପାଠପଢ଼ା ବନ୍ଦୋବସ୍ତ କରିବା, ଚିତ୍ରକୋଣ୍ଡା ବ୍ଲକରେ ହେଉଥିବା ଦୁର୍ନୀତିର ତଦନ୍ତ, ଲାଞ୍ଚ ନେଇ କାମ ଯୋଗାଇ ଦେଉଥିବା ଅଫିସରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଦାବି କରି ଶହ ଶହ ଲୋକ ଶୋଭାଯାତ୍ରାରେ ସାମିଲ ହୋଇଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ