ପୂର୍ବ ବର୍ଷର ତଥ୍ୟକୁ ଦେଖିଲେ ଗତ ବର୍ଷ ଫେବୃଆରୀ ତାପମାତ୍ରା ୩୦ ଡିଗ୍ରୀରୁ କମ୍ ରହିଥିଲା, ହେଲେ ଏଥର...
କେବେ ସୁଦ୍ଧା ସରିବ ଚିହ୍ନଟ ପ୍ରକ୍ରିୟା ? ଡାକ୍ତରଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ନେଇ HCଙ୍କ ନିର୍ଦ୍ଦେଶ ପରେ ପ୍ରଶ୍ନ ।
ଗୋଇନ୍ଦା ନିର୍ଦ୍ଦେଶକ ସଂଜୀବ ପଣ୍ଡାଙ୍କ ନିକଟରେ ଆତ୍ମସମର୍ପଣ । ବହୁ ପରିମାଣର ମାଓ ସାମଗ୍ରୀ ଜବତ କଲା ସୁରକ୍ଷାକର୍ମୀ ।
ମାଲ୍ୟାବନ୍ତ ମହୋତ୍ସବ ପାଇଁ ମାରାଥନ ଆୟୋଜିତ ହୋଇଥିବା ବେଳେ ମୁଖ୍ୟ ଆକର୍ଷଣ ପାଲଟିଥିଲେ ରୁଦ୍ର...
୨ ଶିକ୍ଷକ ବହିଷ୍କୃତ, ୮ ଜଣଙ୍କୁ କାରଣ ଦର୍ଶାଅ ନୋଟିସ୍। ୧୦ ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
ପୁଣି ଧାନ କିଣାରେ ଅବ୍ୟବସ୍ଥା ! ଗ୍ରାଉଣ୍ଡ ଜିରୋରୁ ସାମନାକୁ ଆସିଲା ଚାଷୀଙ୍କ ବିକଳ ଚିତ୍ର ।
ଏଇ ବେଲୁନ ବିକିଲେ ପରିବାର ଚଲେଇବା ସହ ଖାଉଛନ୍ତି ଔଷଧ । ସେ ଯୁବକ ଜଣକ ହେଉଛନ୍ତି ବିଭାସ ଦାସ୍ ।
ମାଲକାନଗିରି ଜିଲ୍ଲା ଏମଭି-୭୯ ନିକଟ ଲାଚିପେଟା ଗାଁର ଭଜା ସାଲବମ ନାମକ ବ୍ୟକ୍ତି କିଡନୀ ରୋଗରେ ଗୁରୁତର ହୋଇ ଘରେ ପଡିଥିଲେ । ଆମ୍ବୁଲାନ୍ସ ଡ୍ରାଇଭର ରୋଗୀଙ୍କୁ ରକ୍ତ ଦେଇ ବଞ୍ଚାଇଲେ ଜୀବନ ।
ଆସନ୍ତା ୪-୫ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ମଧ୍ୟ ସ୍ଥିର ରହିବ। ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।
ଆଜି ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା ରହିଛି। ବାକି ଅଞ୍ଚଳରେ ପାଗ ଶୁଖିଲା ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।
ବଙ୍ଗୋପସାଗରରେ ସକ୍ରିୟ ରହିଛି ବାତ୍ୟା ‘ମେଣ୍ଡସ୍’। ଦକ୍ଷିଣ-ପଶ୍ଚିମ ଓ ଏହାର ଆଖପାଖ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଘନୀଭୂତ ହୋଇ ଏକ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି।
ଯଦିଓ ଓଡ଼ିଶା ଉପରେ ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ, ତେବେ ବାହ୍ୟବଳୟ ସହ ଜଡ଼ିତ ମେଘ ସମୂହ ପ୍ରଭାବରେ ୧୦ ଏବଂ ୧୧ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ପରମ୍ପରାର ଆଳ ଦେଖାଇ ମଦ ଆଉ ଜୁଆର ଆସର ଜମାଇଥିଲା ମାଲିକ । ହେଲେ ତାହାରି ଭିତରେ ଲହୁଲୁହାଣ ହେଉଥିଲେ ନୀରହ ଗଞ୍ଜା ମାନେ ।
ଦୁଇଟି ଯାକ ବିଭାଗର ଭିତ୍ତିଭୂମି ନଥିବାରୁ ବାରଣ୍ଡାରେ ଚାଲିଛି ସେବା ।
ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଆଣ୍ଡାମାନସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପରବର୍ତ୍ତୀ ୩ ଦିନ ଯାଏ ତାମିଲନାଡୁ-ପୁଡୁଚେରୀ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମୁହାଁ ହୋଇପାରେ।
ସ୍ୱୟଂ ସହାୟକ ଗୋଷ୍ଠୀର ମହିଳା ମାନଙ୍କୁ ଏହି ମୁକ୍ତା ପ୍ରକଳ୍ପ ପାଇଁ କାର୍ଯ୍ୟାରଦେଶ ଦିଆଯାଇଥିଲା । କିଛି ମହିଳା ମଧ୍ୟ କାମ କରିଥିଲେ । ହେଲେ କେତେ ଟଙ୍କାର କାର୍ଯ୍ୟ, କେତେ ବିଲ୍ ହେଉଛି ସେନେଇ ପଚାରିଲେ SHG ମହିଳାଙ୍କୁ ସଠିକ୍ ଉତ୍ତର ଦେଉନାହାନ୍ତି
ଯେଉଁଠି ଡାକ୍ତର ଫେରାଇ ଦେଉଛି ରୋଗୀଙ୍କୁ, ସେଇଠି ଗୁଣିଆ କେମିତି କହୁଛି ଭଲ କରିଦେବ । ଆଉ ଆଜିକା ଦିନରେ ବି ଲୋକେ ଗୁଣିଆ କଥା କେମିତି ବିଶ୍ୱାସ କରୁଛନ୍ତି । କାରଣ ଆମକୁ ବି ଏହା ଶୁଣି ଆଶ୍ଚର୍ଯ୍ୟ ଲାଗିଥିଲା ।
ଅବିଭକ୍ତ କୋରାପୁଟ ଜିଲ୍ଲାରେ ପଦାରେ ପଡିଲା ବିଜେଡି କନ୍ଦଳ ।
ଫୋନ୍ ପାଇଁ ପାଟିତୁଣ୍ଡ । ସ୍ତ୍ରୀର ମନ ରଖି ଦାମିକିଆ ମୋବାଇଲ୍ ଆଣି ଦେଇଥିଲେ ଯୁବକ । ହେଲେ ଟଙ୍କା ନଥିବାରୁ ଫାଇନାନ୍ସ କରି ମୋବାଇଲ କଣିଥିଲେ । ଅନ୍ୟପଟେ ଫାଇନାନ୍ସ ସମ୍ପର୍କରେ ସ୍ତ୍ରୀକୁ ଲୁଚାଇଥିଲେ । ଆଉ ଏତିକିରେ . . .
୩୩ କୋଟି ଟଙ୍କା ବ୍ୟୟରେ ୯୫ ହେକ୍ଟର ଜମିରେ ମାଲକାନଗିରିରେ ଏୟାରଷ୍ଟ୍ରିପ୍ ନିର୍ମାଣ ହେବ। ୨୦୨୩ ମସିହା ଡିସେମ୍ବରରେ କାର୍ଯ୍ୟ ସରିବାର ଅବଧି ରହିଛି।
ବିଷାକ୍ତ ସାପକୁ ଦେଖିଲେ ସମସ୍ତେ ଭୟ କରନ୍ତି । କିନ୍ତୁ ମାଲକାନଗିରି ଜିଲ୍ଲାର ନିଲିମାରି ଗ୍ରାମରେ ଏମିତି ଏକ ପରିବାର ଯେଉଁମାନେ ନିଜ ବାସ ଗୃହର ଅଧାରୁ ଅଧିକ ସ୍ଥାନ ସାପଙ୍କ ପାଇଁ ଛାଡି ଦେଇଛନ୍ତି ।
ଲଘୁଚାପ କ୍ଷେତ୍ରଟି ଆଗାମୀ କିଛି ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଓଡ଼ିଶା ଉପକୂଳ ଆଡ଼କୁ ଗତି କରିବା ସମ୍ଭାବନା ରହିିଛି ।
ମାଲକାନଗିରିରେ ଅଜଣା ରୋଗର ଭୟ । ଅଜଣା ରୋଗରେ ୭ବର୍ଷର ଶିଶୁର ମୃତ୍ୟୁ ହୋଇଛି । ତେବେ ମୃତ୍ୟୁ ସଂଖ୍ୟା ୮ରେ ପହଞ୍ଚିଛି ।
ମାଥିଲି ବ୍ଲକ୍ ହଳଦୀକୁଣ୍ଡ ଗାଁରେ କୋକୁଆ ଭୟ । ଗାଁରେ ପହଞ୍ଚି ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରୁଛି ମେଡିକାଲ୍ ଟିମ୍ ।
ଊଷା ଜାତୀୟ ରାଜପଥରେ କଡରେ ଥିବା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପାର୍ଶ୍ୱରେ ଗଢୁଛନ୍ତି ଗଣେଶ ମୂର୍ତ୍ତି ।