ଯାହାକୁ ଜୀବନଠୁ ଅଧିକ ଭଲ ପାଉଥିଲେ, ଯାହା ହାତ ଧରି ବାଟ ଚାଲିବାକୁ ଆଶା ରଖିଥିଲେ ସିଏ ହିଁ ବାଟ ମଝିରେ ଧୋକା ଦେଲେ। ବିବାହର ୧୨ ବର୍ଷ ପରେ ପତ୍ନୀର ବିଶ୍ୱାସରେ ବିଷ ମିଶାଇଲା ସ୍ୱାମୀ ।
ମାଲକାନଗିରି-ନବରଙ୍ଗପୁର-ଗଜପତିର ବହୁ ଗାଁ ଜଳବନ୍ଦୀ, ଯୋଗାଯୋଗ ଠପ୍ । ଅବପାତରେ ପରିଣତ ହେଲା ଲଘୁଚାପ ।
ମୋଟୁ ରାସ୍ତାରେ ପାଣି, ତେଲେଙ୍ଗାନା ଓ ଆନ୍ଧ୍ରକୁ ଯାତାୟତ ବନ୍ଦ ।
ମାଲକାନଗିରିରୁ ଆନ୍ଧ୍ରପ୍ରଦେଶ, ଛତିଶଗଡ଼ ଓ ତେଲଙ୍ଗାନାକୁ ୩ ଦିନ ହେବ ଯୋଗାଯୋଗ ବିଚ୍ଛିନ୍ନ ରହିଛି
ରାଜ୍ୟରେ ଥିବା ୭ଟି ମେଗା ଜଳବିଦ୍ୟୁତ କେନ୍ଦ୍ରର ମୋଟ ଉତ୍ପାଦନ କ୍ଷମତା ୨୦୯୯. ୫ ମେଗାୱାଟ୍ । କିନ୍ତୁ ଜୁନ୍ ୨୧ରେ ଏସବୁରୁ ଉତ୍ପାଦନ ହୋଇଛି ମାତ୍ର ୯୪.୫୪ ମେଗାୱାଟ୍, ଯାହାକି ମୋଟ୍ କ୍ଷମତାର ୫ ପ୍ରତିଶତରୁ ବି କମ୍ ।
ସରକାରୀ ଜମିକୁ ନେଇ ଆଦିବାସୀ ସମ୍ପ୍ରଦାୟ ଓ ବଙ୍ଗାଳି ସମ୍ପ୍ରଦାୟ ମଧ୍ୟରେ ମୁଁହାମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। କୁନାରଗୁଡା ଏବଂ ଏମ୍ପିଭି-୨ ମଧ୍ୟରେ ଥିବା ଏକ ବନ୍ଧର ହିଡକୁ ଆଜି ସକାଳେ ଶତାଧିକ ଆଦିବାସୀ କାଟି ଦେଇଥିଲେ।
ଛତିଶଗଡ ଉରଣ୍ଡାବେଡା ଥାନା ଅଞ୍ଚଳରେ ଘଟଣା । ହାତବାନ୍ଧି ଗାଁ ଦାଣ୍ଡରେ ବୁଲାଇବା ସହ ଦେଲେ ଶାରିରୀକ ନିର୍ଯାତନା ।
ମାଲକାନଗିରି ସୀମାନ୍ତ ବୋଡୁଗୁଡ଼ମ୍ ନିକଟରେ ଯାତ୍ରୀବାହୀ ବସ୍ ଓଲଟି ୫ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା।
ପଣ୍ଡ ହେଲା ମାଓବାଦୀଙ୍କ ବିସ୍ଫୋରଣ ଉଦ୍ୟମ । ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ଖଞ୍ଜାଯାଇଥିଲା ଲ୍ୟାଣ୍ଡମାଇନ୍ ।
ମୂତ୍ରାଶୟରୁ ବାହାରିଲା ୧୨ ଶହ ଗ୍ରାମର ଏକ ପଥର। ବିଭିନ୍ନ ପ୍ରକାର ଔଷଧ ସେବନ ପରେ ମଧ୍ୟ ସେ ସୁସ୍ଥ ହୋଇନଥିଲେ। ଶେଷରେ ସେ ଡାକ୍ତରଙ୍କ ପରାମର୍ଶ ନେଇଥିଲେ।
ପୋଲିସ କାର୍ଯ୍ୟନୁଷ୍ଠାନ ନେଉ ନଥିବାରୁ ଥାନା ଆଗରେ କିରାସିନ ଢାଳି ଆତ୍ମାହୂତି ଉଦ୍ୟମ କଲେ ମହିଳା।
ପ୍ରଜାକୋର୍ଟରେ ଜଣକୁ ପିଟିପିଟି ହତ୍ୟା କରାଯାଇଛି । ଗୁଣି ଗାରେଡ଼ିକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି
ଧାଡ଼ି ଧାଡ଼ି କରି ରଖିଛନ୍ତି ଗରା, ବାଲଟି । ଅପେକ୍ଷା କରିଛନ୍ତି ପାଣି ଟ୍ୟାଙ୍କରକୁ । ପାଣି ନେଲେ ଘରେ ରୋଷେଇ ହେବ, ନିତ୍ୟ ବ୍ୟବହାର୍ଯ୍ୟ କାମରେ ଆସିବ ।
ଆଜି ମାଲକାନଗିରି ଜିଲ୍ଲା ଗସ୍ତରେ ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ମାଲକାନଗିରି ଡିଆର୍ଡିଏ କନ୍ଫରେନ୍ସ ହଲରେ ସେ ବିଭିନ୍ନ ଯୋଜନାର ସମୀକ୍ଷା କରିବେ ।
ବର ବେଶରେ ପୁଅକୁ ସଜାଇ ରୋଷଣୀ, ବାଜା ବଜାଇ ପୁଅର ବାହାଘର କରିଥାନ୍ତେ। ହେଲେ ବିଧିର ବିଧାନ କିଛି ଅଲଗା ଥିଲା। ପୁଅର ବାହାଘର ଦିନ ହିଁ ଚାଲିଗଲା ବାପାର ଜୀବନ।ବାହାଘରକୁ ନେଇ ଖୁସିରେ ଘର ଉଠୁଥିଲା, ପଡ଼ୁଥିଲା। ହେଲେ ହଠାତ୍ କାନ୍ଦ ବୋବାଳିରେ ଫାଟି ପଡ଼ିଲା।
ପାଣି ନାଁରେ ବି ବିଷ । ଖରା ତାତିରୁ ରକ୍ଷା ପାଇବା ପାଇଁ ରଖାଯାଉଥିବା ଜଳଛତ୍ରରେ ବିଷ ମିଶାଯାଇଥିବା ଅଭିଯୋଗ ହୋଇଛି ।
ଏୟାରପୋର୍ଟ ପାଇଁ ୯୫ ହେକ୍ଟର ଜମି ଅଧିଗ୍ରହଣ ଶେଷ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ।
ଜଣେ ଦିବ୍ୟାଙ୍ଗ ଯୁବତୀ ଦୁଷ୍କର୍ମର ଶିକାର ପରେ ଗାଁରେ ବସିଲା କଙ୍ଗାରୁ କୋର୍ଟ। ସବୁଠାରୁ ବଡ଼ କଥା, ପ୍ରକୃତ ଅଭିଯୁକ୍ତ କିଏ ତାହା ଜଣାପଡ଼ି ନାହିଁ। ହେଲେ ଏହି ଘଟଣାରେ ଜଣେ ବୟସ୍କ ବ୍ୟକ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରି ଗାଁ ଲୋକେ କଙ୍ଗାରୁ କୋର୍ଟରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜରିମାନା କରିଥିବା ଜଣାପଡ଼ିଛି।
ଭିଜିଲାନ୍ସ ଜାଲରେ ପଡିଥିବା ମାଲକାନଗିରି ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଆଶିଷ ଦାସଙ୍କ ଘରୁ ବାହାରୁଛି ପୁଳାପୁଳା ଟଙ୍କା । ଭିଜିଲାନ୍ସ ପକ୍ଷରୁ ଚଢଉ ବେଳେ ତାଙ୍କ ଘରୁ ୧କୋଟି ୩୬ ଲକ୍ଷ ଟଙ୍କା ଜବତ ହୋଇଛି ।
ଏହି ଘଟଣାକୁ ନେଇ ଏବେ ପୁରା ଅଞ୍ଚଳରେ ଆତଙ୍କ ଖେଳି ଯାଇଛି । ହତ୍ୟା କରିବା ପରେ ନକ୍ସଲମାନେ ଏକ ପୋଷ୍ଟର ମଧ୍ୟ ଛାଡ଼ି ଯାଇଛନ୍ତି । ଯେଉଁଥିରେ ସ୍ପଷ୍ଟ ଲେଖାଯାଇଛି ଯେ, ପୋଲିସ ଇନଫର୍ମର ସନ୍ଦେହରେ ସରପଞ୍ଚଙ୍କୁ ହତ୍ୟା କରାଯାଇଛି
ଗଞ୍ଜେଇ ମାଫିଆଙ୍କୁ ସହଯୋଗ ଅଭିଯୋଗରେ ବନ୍ଧା ହେଲେ ASI। ବାହାର ରାଜ୍ୟକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଏବଂ ଏଥିରେ ପୋଲିସ ASI ସମ୍ପୃକ୍ତ ଥିବା ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।
ଫାର୍ମାସିଷ୍ଟଙ୍କୁ ଚଲାଇ ଚଲାଇ ଥାନାକୁ ନେଇ ପୋଲିସ୍ ଜିମା ଦେଲେ ଲୋକେ। ଚିକିତ୍ସାରେ ଅବହେଳା ଯୋଗୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ଆଣି ଉତ୍ତ୍ୟକ୍ତ ଲୋକେ ଏଭଳି କରିଛନ୍ତି।
୨ ଶିଶୁଙ୍କ ସଲିଳ ସମାଧି । ପୋଖରୀରେ ଗାଧୋଉଥିବାବେଳେ ବୁଡିଗଲେ ୨ ଶିଶୁକନ୍ୟା । ମାଲକାନଗିରି ଚାଲାଣଗୁଡ଼ା ପଞ୍ଚାୟତର ମୁଣ୍ଡାଗୁଡ଼ା ଗାଁରେ ଘଟିଛି ଏପରି ଅଭାବନୀୟ ଘଟଣା ।
ଦେଶର ଗଣତାନ୍ତ୍ରିକ ପ୍ରକ୍ରିୟାରେ ସାମିଲ ହେଉଥିବାରୁ ଭୋଟର୍ ବହୁତ ଖୁସି ଅଛନ୍ତି।
ପଞ୍ଚାୟତ ନିର୍ବାଚନ ପୂର୍ବରୁ ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରେ ମାଓ ପୋଷ୍ଟର । ନିର୍ବାଚନକୁ ବିରୋଧ କରି ମାଓବାଦୀମାନେ ପୋଷ୍ଟର ଲଗାଇଥିବା ଦେଖିବାକୁ ମିଳିଛି ।ନିର୍ବାଚନ ପାଇଁ ଦାଖଲ ହୋଇଥିବା ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବା ପାଇଁ ଏଥିରେ ଚେତାବନୀ ଦିଆଯାଇଛି ।