ଆଜି ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରେ ପାଣି ଲହଡ଼ି ମାରୁଛି।
ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଏକାଧିକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ଆଉ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।
ସେହିପରି ଯାଜପୁର, ବାଲେଶ୍ୱର, ଭଦ୍ରକ, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ସୋନପୁର ଜିଲ୍ଲରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ବଲାଙ୍ଗୀର, ମାଲକାନଗିରି, କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଜଣେ ବ୍ୟକ୍ତିଙ୍କୁ ପିଟିପିଟି ମାରିଦେବା ସହ ଶେଷରେ ଗଛରେ ଟାଙ୍ଗି ଦେଇଥିଲେ ଉତ୍ତ୍ୟକ୍ତ ଲୋକେ।
ମାଲକାନଗିରି ମ୍ୟୁନିସିପାଲିଟିରେ ବି ଆଗେଇ ପାରୁନି ଜାଗା ମିଶନ । ଏଠିଥିବା ୩୧ଟି ବସ୍ତିରେ ୨,୪୩୨ଟି ଘର ପ୍ରଥମ ପର୍ଯ୍ୟାୟରେ ସର୍ଭେ କରାଯାଇଥିଲା l ତା ମଧ୍ୟରୁ କେବଳ ୧,୧୪୭ ଜଣଙ୍କୁ ଜମି ଅଧିକାର ପ୍ରମାଣପତ୍ର ତଥା LRC ଦିଆଯାଇଥିବାବେଳେ ବଞ୍ଚିତ ଅଛନ୍ତି ୧,୧୨୭ ଜଣ ।
ମାଟ୍ରିକ୍ ପରେ ଯୁକ୍ତ ଦୁଇ। ୬ ମାସ ପୂର୍ବରୁ ଘୋଷଣା ହେଲା ତାରିଖ। ଫେବ୍ରୁଆରୀ ୧୪ରୁ ମାର୍ଚ୍ଚ ୧୩ ଯାଏ ହେବ ପରୀକ୍ଷା। ନିର୍ବାଚନୀ ବର୍ଷରେ ଶୃଙ୍ଖଳିତ ପରୀକ୍ଷା ଲାଗି ସିଏଚ୍ଏସ୍ଇ କିଛି ଏଭଳି ପ୍ରସ୍ତୁତି କରୁଛି।
ପ୍ରବଳ ବର୍ଷା ସମୟରେ ଘରୁ ନ ବାହାରିବାକୁ ମଧ୍ୟ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
ତିନି ହାତିଆ ଟିଣଘରେ ଗୋଟିଏ ଛାତ ତଳେ ରହିଆସୁଛନ୍ତି ଦୃଷ୍ଟିଶକ୍ତି ବାଧିତ ଦୁଇବନ୍ଧୁ ସୁଲୋଚନା ଜେନା ଓ ସାଧବାଣୀ ସାହୁ। ସଂପର୍କ ରକ୍ତର ନୁହେଁ, ହେଲେ ଦୁଇ ଭଉଣୀଠୁ କିଛି କମ୍ ବି ନୁହେଁ।
ବିଚିତ୍ର ବ୍ୟବସ୍ଥା...ଚାଉଳ ବସ୍ତା ଉପରେ ବସିଲେ ପିଲାଏ ପଢିବେ ପାଠ । ବାରମ୍ବାର ଗୁହାରି କରିବା ପରେ ବି ତିଆରି ହେଉନି ସ୍କୁଲ ଘର କି ଅସୁବିଧା ହେଉନି ଦୂର
ମାଲକାନଗିରି ଓ କୋରାପୁଟକୁ ପାଣିପାଗ ବିଭାଗର ଅରେଞ୍ଜ ୱାର୍ଣ୍ଣିଂ । ତଳି ଅଞ୍ଚଳରେ ପାଣି ଜମିବା ସହ ଭୂସ୍ଖଳନ ହେବା ଆଶଙ୍କା । ଆସନ୍ତା ୩୦ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ହୋଇପାରେ ବର୍ଷା ।
ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବା ବେଳେ ଆଜି ମଧ୍ୟ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୨୪ ଘଂଟା ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କତା ଜାରି ହୋଇଛି । ୪ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
୨୭ ତାରିଖ ଯାଏ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ପ୍ରବଳ ବର୍ଷା ନେଇ ଆଜି ଓ ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।
୨୫ରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ବିଶେଷ କରି ପ୍ରଥମେ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି।
ଆସନ୍ତା ୨୪ ତାରିଖରେ ପୁଣି ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା । ଲଘୁଚାପ ପ୍ରଭାବରେ ରାଜ୍ୟର ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ।
ଆଗାମୀ ୨ ଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ
ବଙ୍ଗୋପସାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ସକ୍ରିୟ । କୋରାପୁଟ, ମାଲକାନଗିରି, ଗଂଜାମ, ଗଜପତିକୁ ବର୍ଷା ୱାର୍ଣ୍ଣିଂ ।
ଉବୁଟୁବୁ ଉପାନ୍ତ ମାଲକାନଗିରି। ତିନି ଦିନ ହେଲାଣି ନନଷ୍ଟପ ବର୍ଷା କାଚୁଛି। ଗତ ୨୪ ଘଣ୍ଟାରେ ଚିତ୍ରକୋଣ୍ଡାରେ ସର୍ବାଧିକ ୧୯୯ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ କୋରୁକୁଣ୍ଡାରେ ୧୮୫ ଓ ମାଲକାନଗିରିରେ ୧୮୩ ମିମି ବର୍ଷା ହୋଇଛି।
ପ୍ରବଳ ବର୍ଷା ଆଶଙ୍କାରେ ଆଜି ରାଜ୍ୟର ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୧ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ଆହାର ଉପରେ ପନିପରିବା ଦର ବୃଦ୍ଧିର ପାହାର। ବଦଳି ଯାଇଛି ଆହାର କେନ୍ଦ୍ରର ମେନୁ। ଭାତ ଡାଲମା ବଦଳରେ ଯେମିତି ପ୍ଲେଟରେ ପରଷା ଯାଉଛି ଖାଲି ଭାତ ଡାଲି। ଡାଲମାରୁ ଉଭାନ ହୋଇଯାଇଛି ପରିବା।
ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଉପକୂଳ,ଉତ୍ତର ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ।
୨୨ ବର୍ଷର ସ୍ଥିର ସରକାର । ଏଯାଏଁ ଗାଁକୁ ମିଳିଲାନି ମୌଳିକ ସୁବିଧା...ପିଇବା ପାଣି ପାଇଁ ନଈ ଭରସା, ଆଲୁଅ ଲାଗି ଡିବିରି ଭରସା
ଗତ କିଛି ଦିନ ହେଲା ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି। ହେଲେ ଏହାରି ଭିତରେ ପୁଣି ଥରେ ବର୍ଷା ହେବା ସମ୍ଭାବନା ରହିଛି।
ଲୋକଙ୍କୁ ପିଇବା ପାଣି ଯୋଗାଇ ଦେବାକୁ ଗୋଟିଏ ପରେ ଗୋଟିଏ ପ୍ରୋଜେକ୍ଟ ଘୋଷଣା କରୁଛନ୍ତି ରାଜ୍ୟ ସରକାର । ହେଲେ ପ୍ରୋଜେକ୍ଟ ସରୁନି କି ଲୋକଙ୍କୁ ପାଣି ମିଳୁନି...ବାବୁ କହୁଛନ୍ତି ନିର୍ଦ୍ଧାରିତ ସମୟରେ କାମ ସରିନଥିବାରୁ ପୁଣି ଥରେ ବଢାଯାଇଛି ଧାର୍ଯ୍ୟ ସମୟ।
ନାମ ଫଳକରେ ଚକାଚକ୍ ବିଇଡି କଲେଜ, ପାଠପଢା ଶୂନ । ନିର୍ମାଣ ପରଠୁ ଦିନଟିଏ ବି ପାଠ ପଢିନାହାନ୍ତି ଛାତ୍ରଛାତ୍ରୀ । ମାଲକାନଗିରି ଛାତ୍ରଛାତ୍ରୀଙ୍କ ଶିକ୍ଷକ ହେବାର ସ୍ୱପ୍ନ ଧୂଳିସାତ୍ ।