/odishatv-khabar/media/post_attachments/uploadimage/library/16_9/16_9_0/jaleswar-1_1626759041.jpg)
jaleswar
ଜଳେଶ୍ୱର (ଅଜିତ କୁମାର ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଗୁଣ୍ଡୁରିମରା ଗାଁରେ ପିଲାଚୋରି ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ସ୍ଥାନୀୟ ଲୋକେ। ଖବର ପାଇ ପୁଲିସ୍ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଉଦ୍ଧାର କରିଥିଲା।
Advertisment
ଅଭିଯୋଗ ଅନୁସାରେ, କ୍ଷେତ ପାଖରେ ଖେଳୁଥିବା ବେଳେ ଜଣେ ଶିଶୁ ନିଖୋଜ ହୋଇଯାଇଥିଲା। ବହୁ ଖୋଜାଖୋଜି ପରେ ଶିଶୁଟିକୁ ଜଣେ ଅଜଣା ଯୁବକ ସହ ଦେଖିବାକୁ ମିଳିଥିଲା। ଏହାପରେ ପିଲାଚୋରି ଅଭିଯୋଗରେ ସ୍ଥାନୀୟ ଲୋକମାନେ ଯୁବକଙ୍କୁ ନିସ୍ତୁକ ମାଡ଼ ମାରିବା ସହ ପୁଲିସକୁ ଖବର ଦେଇଥିଲେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)