accident
Advertisment
କୋଣାର୍କ(ସଞ୍ଜୟ ପତି): ପିପିଲି-କୋଣାର୍କ ରାସ୍ତାର ବେଗୁନିଆ ଠାରେ କାର୍ ଧକ୍କାରେ ଜଣେ ସାଇକେଲ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପାଟେଳିଆ ଗାଁର ରବୀନ୍ଦ୍ର ଭୋଇ।
Advertisment
ରବୀନ୍ଦ୍ର ପେଟଳିଆରୁ ବେଗୁନିଆ ଆସୁଥିବା ବେଳେ କୋଣାର୍କ ଯାଉଥିବା ଏକ କାର୍ ତାଙ୍କୁ ଧକ୍କା ଦେଇଥିଲା। ଏନେଇ ଖବର ପାଇ ଅଗ୍ନିଶମ ବିଭାଗ ରବୀନ୍ଦ୍ରଙ୍କୁ ଉଦ୍ଧାର କରି ଗୋପ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି। ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତା ରୋକ ଯୋଗୁ କୋଣାର୍କ-ଭୁବନେଶ୍ୱର ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/accident-1234_1626759534.jpg)