/odishatv-khabar/media/post_attachments/uploadimage/library/16_9/16_9_0/police-1_1625472047.jpg)
police
ବଲାଙ୍ଗୀର: ଗର୍ଭବତୀ ସ୍ତ୍ରୀକୁ ପିଟି ପିଟି ମାରିଦେଲା ସ୍ୱାମୀ। ବଲାଙ୍ଗିର ସହର ରାଧାରାଣୀପଡ଼ାରେ ଘଟିଛି ଏ ଅମାନବୀୟ କାଣ୍ଡ। ଗର୍ଭବତୀ ସ୍ତ୍ରୀକୁ ପିଟିପିଟି ହତ୍ୟା କରିଛି ନୃସଂଶ ସ୍ୱାମୀ।
Advertisment
ପାରିବାରିକ କଳିକୁ କେନ୍ଦ୍ରକରି ଏ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ପାରିବାରିକ କଳହକୁ କେନ୍ଦ୍ରକରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରୁଛି ପୋଲିସ। ଅଭିଯୁକ୍ତ ସ୍ୱାମୀ ଟାଉନଥାନାରେ ଅଟକ ରଖି ପଚରାଉଚରା କରୁଛି ପୋଲିସ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)