/odishatv-khabar/media/post_attachments/uploadimage/library/16_9/16_9_0/car-123-1_1626758772.jpg)
car
ନୀଳଗିରି(ବିଶ୍ୱମ୍ୱର ଦାସ): ଏମିତି ବି ଆସେ ମୃତ୍ୟୁ। ନିଜ କାର୍କୁ ଷ୍ଟାର୍ଟରେ ରଖି ସାମ୍ନାରେ ମୋବାଇଲରେ ଫଟୋ ଉଠାଉଥିଲେ। କାର୍ ଭିତରେ ବସିଥିଲେ ତାଙ୍କ ସ୍ତ୍ରୀ। ହେଲେ କାର୍ଟି ହଠାତ୍ ଗଡ଼ି ଚାପି ଦେଲା। ବାଲେଶ୍ୱର ଜିଲ୍ଲା ନୀଳଗିରି ସ୍ଥିତ କୁଲଢ଼ିଆ ଅଭୟାରଣ୍ୟରେ ଏମିତି ଏକ ଅଘଟଣ ଘଟିଛି।
Advertisment
କାର୍ରେ ଚାପି ହୋଇ ବଙ୍ଗୀୟ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଜୟ ବାନାର୍ଜୀ। ତାଙ୍କ ଉପରେ କାର୍ଟି ଓଲଟିଯିବା ଫଳରେ ସେ ଚାପି ହୋଇ ପ୍ରାଣ ହରାଇଥିଲେ। କାର୍ ଭିତରେ ବସିଥିବା ତାଙ୍କ ସ୍ତ୍ରୀ ମଧ୍ୟ ଗାଡ଼ି ଭିତରେ ଚାପି ହୋଇ ଯାଇଥିଲେ।
ଘଟଣାସ୍ଥଳରେ ଆମ୍ବୁଲାନ୍ସ ପହଞ୍ଚି କାର୍ ଭିତରେ ଥିବା ଜୟ ବାନାର୍ଜୀଙ୍କ ସ୍ତ୍ରୀଙ୍କୁ ଉଦ୍ଧାର କରିଥିଲେ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)