modi Photograph: (OTV)
ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂଜା ଭେଟି । ଓଡ଼ିଶାର ବିକାଶ ପାଇଁ ହାତ ଖୋଲିଦେଲେ ପିଏମ । ଝାରସୁଗୁଡ଼ାରେ ୬୦ ହଜାର କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି ମୋଦି ।
ଝାରସୁଗୁଡ଼ା ସମାବେଶରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧନ
-ନବରାତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ
-ଦେଢ଼ ବର୍ଷ ପୂର୍ବେ ବିଧାନସଭା ନିର୍ବାଚନରେ ନୂଆ ସଂକଳ୍ପ ନେଲେ
-ବିକଶିତ ଓଡ଼ିଶାର ସ୍ବପ୍ନ ନେବାକୁ ଶପଥ ନେଲେ
-ଆଜି ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଚାଲିଛି
-ଆଜିଠୁ ସାରା ଦେଶରେ IIT ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ
-ଆଜି ବ୍ରହ୍ମପୁର-ସୁରତ ଅମୃତ ଭାରତ ଏକ୍ପପ୍ରେସ ଶୁଭାରମ୍ଭ ହୋଇଛି
-ସୁରତ ସହ ଆପଣଙ୍କ ସମ୍ପର୍କ କେତେ ଜରୁରୀ ତାହା ସମସ୍ତେ ଜାଣନ୍ତି
-ପଶ୍ଚିମବଙ୍ଗ ପରେ ଗୁଜରାଟରେ ସର୍ବାଧିକ ଓଡ଼ିଆ ରହନ୍ତି
ବେଶୀ ଫାଇଦା ଯୁବପିଢ଼ି ପାଇବେ
-ଆମ ସରକାର ଏଯାବତ ୪ କୋଟି ଗରିବଙ୍କୁ ପକ୍କା ଘର ଦେଇଛନ୍ତି
-ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି
-ଆଜି ଓଡ଼ିଶାରେ ୫୦ ହଜାର ପକ୍କା ଘର କାର୍ଯ୍ୟାଦେଶ ଦିଆଯାଇଛି
-ଓଡ଼ିଶା ଲୋକଙ୍କ ସାମର୍ଥ୍ୟ ସହ ମୁଁ ପୂରା ସହମତ
-ବିଗତ ଦଶନ୍ଧିରେ ଗରିବୀ ସହ ଲଢ଼ିଛନ୍ତି, ଏବେ ବିକାଶ ଦେଖିବେ
-ଓଡ଼ିଶାରେ ଆଗାମୀ ଦିନରେ ୨ ସେମିକଣ୍ଡକ୍ଟର ୟୁନିଟ୍ ହେବାକୁ ଯାଉଛି
-ଏହି ସେମିକଣ୍ଡକ୍ଟରରୁ ବାହାରୁଥିବା ଚିପ୍ ସବୁ କାର୍ଯ୍ୟରେ ଲାଗିବ
-ଏହି ଛୋଟିଆ ଚିପ୍ ସବୁ ଦୈନନ୍ଦିନ ସାମଗ୍ରୀରେ ଲାଗିବ
-ଚିପ୍ ଠାରୁ ଆରମ୍ଭ କରି ସିପ୍ ପର୍ଯ୍ୟନ୍ତ ଭାରତ ସବୁଥିରେ ଆତ୍ମନିର୍ଭର ହେବ
-ଆମ ଦେଶ କୌଣସି ଦେଶ ଉପରେ ନିର୍ଭର କରିବ ନାହିଁ
-ସ୍ବଦେଶୀ ଜ୍ଞାନକୌଶଳରେ ସିପ୍ ନିର୍ମାଣ ପାଇଁ ୧୭ ହଜାର କୋଟି ମଞ୍ଜୁର
-ଏଥିରୁ ସବୁଠୁ ବେଶୀ ଫାଇଦା ଯୁବପିଢ଼ି ପାଇବେ
-ଓଡ଼ିଶାର ଯୁବପିଢ଼ି ଏଥିରୁ ରୋଜଗାର ପାଇପାରିବେ
-ଟେଲିକମ୍ ଟେକ୍ନୋଲୋଜି ପାଇଁ ଯାହା ଦରକାର ତାହା ବିକଶିତ
-ଆଗାମୀ ଦିନରେ BSNL ନୂଆ ଇତିହାସ ରଚିବାକୁ ଯାଉଛି
-BSNL ଦ୍ବାରା ସ୍ବଦେଶୀ 4G ନେଟୱର୍କ ସାମିଲ ହେଲା
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/09/27/modi-2025-09-27-13-01-51.jpg)