fire
Advertisment
ଜୟପୁର(ଟି.ଗୌରୀଶଙ୍କର) :କୋରାପୁଟ ଜିଲ୍ଲା ବନଖଣ୍ଡ ଅର୍ନ୍ତଗତ ଜୟପୁର ଘାଟିରେ ଥିବା ଜଙ୍ଗଲରେ ନିଆଁ ଲାଗିଛି। ଗତକାଲିଠୁ ଏହି ନିଆଁ ଲାଗିଥିବା ଜଣାପଡ଼ିଛି। ନିଆଁ ଲାଗିବା ଯୋଗୁ ଜଙ୍ଗଲରେ ଥିବା ଲକ୍ଷାଧିକ ମୂଲ୍ୟର ଗଛ ଜଳିପୋଡ଼ି ପାଉଁଶ ହୋଇଯାଇଛି।
Advertisment
ଏନେଇ ବନ ବିଭାଗକୁ ଖବର ଦିଆଯାଇଥିବା ବେଳେ କୌଣସି ପଦକ୍ଷେପ ନିଆଯାଇନଥିବା ଅଭିଯୋଗ ହୋଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/fire-3_1626761178.jpg)