Advertisment

ଜୁଲାଇ ୩୧ ଭିତରେ ବାହାରିବ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର: ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏ ନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ମାଟ୍ରିକ ଖାତା ଦେଖା ଶେଷ ହୋଇଛି। ଏବେ ଟାବୁଲେସନ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି। ଯୁକ୍ତ ୨ ରେଜଲ୍ଟକୁ ନେଇ ମନ୍ତ୍ରୀ କହିଛନ୍ତି, ଯୁକ୍ତ ୨ ଖାତା ମୂଲ୍ୟାୟନରେ ସମସ୍ୟା ରହୁଛି। ସଟ୍‌ଡାଉନ୍‌ ପାଇଁ ଶିକ୍ଷକ ମୂଲ୍ୟାୟନ କେନ୍ଦ୍ରକୁ ଆସୁ ନାହାନ୍ତି। ତେଣୁ ଏ ନେଇ ମୁଖ୍ୟ ଶାସନ ସଚିବଙ୍କୁ […]

ଜୁଲାଇ ୩୧ ଭିତରେ ବାହାରିବ ମାଟ୍ରିକ ରେଜଲ୍ଟ

matric exam

Advertisment

ଭୁବନେଶ୍ୱର: ଜୁଲାଇ ୩୧ ଭିତରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏ ନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

Advertisment

ମାଟ୍ରିକ ଖାତା ଦେଖା ଶେଷ ହୋଇଛି। ଏବେ ଟାବୁଲେସନ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି।

ଯୁକ୍ତ ୨ ରେଜଲ୍ଟକୁ ନେଇ ମନ୍ତ୍ରୀ କହିଛନ୍ତି, ଯୁକ୍ତ ୨ ଖାତା ମୂଲ୍ୟାୟନରେ ସମସ୍ୟା ରହୁଛି। ସଟ୍‌ଡାଉନ୍‌ ପାଇଁ ଶିକ୍ଷକ ମୂଲ୍ୟାୟନ କେନ୍ଦ୍ରକୁ ଆସୁ ନାହାନ୍ତି। ତେଣୁ ଏ ନେଇ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖାଯିବ। କିପରି ମୂଲ୍ୟାୟନ ଠିକ୍‌ ଭାବରେ ହେବ, ସେନେଇ ଜିଲ୍ଲାପାଳମାନଙ୍କୁ ମୁଖ୍ୟ ଶାସନ ସଚିବ ଅବଗତ କରାଇବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Advertisment
Matric Exam Odisha Matric Exam Results Matrci Results
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ